ଉପକୂଳ ଅଞ୍ଚଳ ବିପର୍ଯ୍ୟସ୍ତକୁ ରୋକିବ ସବୁଜ ବଳୟ
ମହାକାଳପଡ଼ା,୧୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟକୁ ରୋକିବା ପାଇଁ ବ୍ୟାପକ ଚାରାରୋପଣ କରି ଆଗେଇ ଆସିଛନ୍ତି ଜମ୍ବୁ ଅଞ୍ଚଳର ବନ୍ଧନ ମହିଳା ଗୋଷ୍ଠୀ ସଙ୍ଗଠନର ସଦସ୍ୟାମାନେ। ମହିଳାମାନଙ୍କ କହିବା କଥା, ସମୟ ଆସିବ ଶୁଦ୍ଧ…
ଘାଟକୂଳରେ ପଡ଼ିରହିଛି ବୋଟ୍ ଆମ୍ବୁଲାନ୍ସ: କାନ୍ଧରେ ବୁହାହୋଇ ବୋଟ୍କୁ ଯାଉଛନ୍ତି ରୋଗୀ
ମହାକାଳପଡ଼ା, ୯ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ନଦୀନାଳ ଘେରା ବତିଘର ପଞ୍ଚାୟତରେ ୧୨ ହଜାର ଲୋକଙ୍କ ସ୍ବାସ୍ଥ୍ୟସେବା ଯୋଗାଇଦେବା ଅପହଞ୍ଚ ପାଲଟିଛି। ଏହି ଅଞ୍ଚଳକୁ ସଡ଼କ ପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବାରୁ ରୋଗୀମାନେ ବାଧ୍ୟହୋଇ ନଦୀ ପାର…
ଅନୁପ୍ରବେଶକାରୀଙ୍କୁ ବଳ ଯୋଗାଇଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ଦେଶାନ୍ତର ନୋଟିସ ପାଇଥିବା ଲୋକ ଏବେ…
କେନ୍ଦ୍ରାପଡ଼ା, ୫ା୯ (ଜଗନ୍ନାଥ ଧଳ): ୨୦୧୯ ଡିସେମ୍ବର ୧୨ରେ ନାଗରିକତ୍ୱ ସଂଶୋଧନ ବିଲ୍ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଆଇନରେ ପରିଣତ ହୋଇଛି। ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶର ସଂଖ୍ୟାଲଘୁ ଭାବେ ପରିଚିତ ହିନ୍ଦୁ, ପାର୍ସୀ, ବୌଦ୍ଧ, ଜୈନ, ଶିଖ ଓ ଖ୍ରୀଷ୍ଟିଆନ…
ପ୍ରଶାସନ ପକ୍ଷରୁ ତତ୍ପରତା: ବଙ୍ଗଭାଷୀଙ୍କୁ ମିଳିବ ସ୍ଥାୟୀ ଜମି ପଟ୍ଟା
ମହାକାଳପଡ଼ା,୫ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର , ଖରିନାସୀ, ରାମନଗର ସମେତ ଅନ୍ୟ ବଙ୍ଗଭାଷୀ ଅଞ୍ଚଳରେ ସରକାରୀ ଜମି ଜମା ସମସ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଧାୟକ…
ଏମ୍ସ ସ୍ଥାନାନ୍ତର ହେଲେ ଅଭିଜିତ୍ ମଜୁମ୍ଦାର
କଟକ,୪ା୯: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏହା ସଙ୍ଗୀତପ୍ରେମୀଙ୍କୁ ଚିନ୍ତାରେ…
ଚିଙ୍ଗୁଡ଼ି ଘେରି ପାଇଁ ପ୍ରଭାବିତ ହେଉଛି ଜଳ, ସ୍ଥଳ
କେନ୍ଦ୍ରାପଡ଼ା,୪ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବେଆଇନ ଚିଙ୍ଗୁଡ଼ି ଘେରି ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ୨୦ ହଜାରରୁ ଊର୍ଦ୍ଧ୍ୱ ଏକର ଅଞ୍ଚଳରେ ହେଉଥିବା ଚାଷ ପାଇଁ ଜଳ ଓ ସ୍ଥଳଭାଗ ପ୍ରଭାବିତ ହେଉଛି। ଜାତୀୟ ଉଦ୍ୟାନ ଭିତରକନିକା ଜୈବ…
ଉପକୂଳରେ ଅନୁପ୍ରବେଶ ରୋକିବ ସାଗର କବଚ
ମହାକାଳପଡ଼ା,୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳରେ ସୁରକ୍ଷା ପାଇଁ ସାଗର କବଚର ଏକ ଏନଫୋର୍ସ ଟିମ୍ର ୨ ଦିନିଆ ସମରାଭ୍ୟାସ ବୁଧବାରଠାରୁ ଆରମ୍ଭ ହୋଇଛି। ସମୁଦ୍ର ମଧ୍ୟରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି, ବେଆଇନ ଚାଲାଣ ଓ…
ସାର ଅଭାବୀ ବିକ୍ରିକୁ ନେଇ ମୁଣ୍ଡରେ ହାତ ଦେଲେଣି ଚାଷୀ
ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):ରାଜ୍ୟରେ ସାର ଅଭାବୀ ବିକ୍ରିକୁ ନେଇ ଚାଷୀମାନେ ମୁଣ୍ଡରେ ହାତ ଦେଲେଣି। ଚାଷୀ ବେଉଷଣ କାମ ସରିବା ପରେ ସାର ମୁଠେ ଜମିରେ ପକାଇ ଭଲ ଅମଳ କରିବେ ବୋଲି ଆଶା କରିଛନ୍ତି। ହେଲେ ରାଜ୍ୟରେ ସାର…
ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ପ୍ରତିବାଦରେ ସ୍କୁଲରେ ତାଲା
ମହାକାଳପଡ଼ା, ୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀ ପଞ୍ଚାୟତ ହରିଆବାଙ୍କ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପ୍ରତିବାଦରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ସଦସ୍ୟ, ଅଭିଭାବକମାନେ ତାଲା ପକାଇ ଦେଇଥିଲେ। ଫଳରେ…
ଅଶାନ୍ତ ପଟ୍ଟାମୁଣ୍ଡାଇ ସହର: ୪ ଦିନରେ ୨ଟି ଗୋଷ୍ଠୀ ସଂଘର୍ଷ ଗୋଟିଏ ହତ୍ୟା
ପଟ୍ଟାମୁଣ୍ଡାଇ,୨।୯( କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟାମୁଣ୍ଡାଇ ଏବେ ଅଶାନ୍ତ ହେବାରେ ଲାଗିଛି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ପୋଲିସର ପାରିବା ପଣିଆ ଉପରେ ମଧ୍ୟ ପ୍ରଶ୍ନ ଉଠିଲାଣି । ଗତ ୭ ଦିନ ଭିତରେ ହତ୍ୟା, ମାରପିଟ ଭଳି…
ଓଡ଼ିଶାରେ ପୁଣି ସନ୍ଦିଗ୍ଧ: କଥା ହେଉଛନ୍ତି ବଙ୍ଗଳାରେ, ରଖିଛନ୍ତି ବନ୍ଧୁକ
ପଟ୍ଟାମୁଣ୍ଡାଇ,୩୦।୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ରାଜନଗର ଗୁପ୍ତି ଘାଟରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖାଯାଇଛି। ଯୁବକ ଜଣକ ବଙ୍ଗଳାରେ କଥା ହେଉଥିବା ବେଳେ ତାଙ୍କ ପାଖରେ ବନ୍ଧୁକ ରହିଛି। ସ୍ଥାନୀୟ ଲୋକ ଯୁବକଙ୍କୁ ଅଟକ ରଖିଛନ୍ତି। ତେବେ ତାଙ୍କ ପରିଚୟ…
ଛାତ୍ରୀଙ୍କ ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରୁଥିଲେ ଟ୍ୟୁଶନ ସାର୍: ଅଭିଯୋଗ ପରେ ବି…
କେନ୍ଦ୍ରାପଡ଼ା,୨୭ା୮ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନାରେ ଗତ ୧୮ ତାରିଖରେ ଛାତ୍ରୀଙ୍କୁ ଟିଉଶନ ଶିକ୍ଷକଙ୍କ ଅଶ୍ଳୀଳ ମେସେଜ୍ ପୋଷ୍ଟ ମାମଲା ରୁଜୁ ହୋଇଥିଲା। ଇତିମଧ୍ୟରେ ଏହାକୁ ୮ ଦିନ ବିତିଗଲାଣି। ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ…
Archives


