ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…
କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ଜିଲାପାଳ ରଘୁରାମ ଆର ଆୟାର ଜିଲାର ସମସ୍ତ ଘରୋଇ…
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି। ୨୭ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ…
ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ…
ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….
ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା ଅନୁସାରେ, ସାଇ ଦର୍ଶିନୀ ଲେଙ୍କା ଜମି ମିଉଟେଶନ ପାଇଁ ଦଶ ହଜାର ଟଙ୍କା…
ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍ ଟୁ ଡୋର୍ ସ୍କ୍ରିନ୍ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ
ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ ବସବାସ କରୁଥିବା ୧୨ହଜାରରୁ ଊର୍ଦ୍ଧ୍ୱ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…
ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି ପ୍ରାୟ ୧୨ଟା ୩୦ରେ ପରଲୋକ ଘଟିଛି। ବୁଧବାର ପୂର୍ବାହ୍ନରେ ଗ୍ରାମ ଶ୍ମଶାନରେ ତାଙ୍କ…
ପ୍ଲାଷ୍ଟିକ୍ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ
ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ ହେଲେ ଚଣ୍ଡିଆପଲ୍ଲୀ ଗୋବରୀ ନଦୀଘାଟ ପାରହେବାକୁ ପଡ଼ିଥାଏ। ଏଠାରେ ଥିବା ଘାଟରେ ହୁଲିଡଙ୍ଗାରେ…
ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ
କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ ତଳର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ପୂଜା ପାଉଛନ୍ତି। ୩ ଚକାସନରେ ଉପବିଷ୍ଟ…
ବିଦେଶରେ ଥାଇ ଗାଁର ମହକ ଭୁଲିନାହାନ୍ତି ଚିଦାନନ୍ଦ, ୨୨ ବର୍ଷ ବୟସରେ କୃଷକଙ୍କ ପାଇଁ କରୁଛନ୍ତି ଏମିତି ଚିନ୍ତା…
ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତ ଅନ୍ତର୍ଗତ ନଛିପଡ଼ା ଗାଁର ୨୨ବର୍ଷୀୟ ସୋମିତ୍ରୀ ଚିଦାନନ୍ଦ ଦାସ କାନାଡାରେ ଚାକିରି କରୁଛନ୍ତି। ବିଦେଶରେ କାମ କରୁଥିଲେ ହେଁ ସେ ଗାଁର ମହକ ଭୁଲି ପାରି ନାହାନ୍ତି। ଗୁରୁବାର…
ବାର୍ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ
ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍ହା ଆତଙ୍କ ସୃଷ୍ଟି କରିଛି। ବାର୍ହା ଆକ୍ରମଣରେ ତିନି ଜଣ ପୁରୁଷ ଓ ଦୁଇ ଜଣ ମହିଳା ଗୁରୁତର ଭାବେ ଆହତ…
ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା
ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ଚାମେଲୀ ଓଝାଙ୍କ ଅଭିଯୋଗ ଅନୁଯାୟୀ, ମହାକାଳପଡ଼ା ବ୍ଲକରେ…
ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ ଷଣ୍ଢ ଗୁରୁତର ହୋଇ ଚିକିତ୍ସା ହେଉଛି। ବିବେକାନନ୍ଦ ସାମନ୍ତରାୟଙ୍କ ଏତଲା କ୍ରମେ କେନ୍ଦ୍ରାପଡ଼ା…

