କେନ୍ଦ୍ରାପଡ଼ା

ନୈରାଶ୍ୟଜନକ ସ୍ଥିତିରେ କୃଷି ସେନ୍‌ସସ୍‌

କେନ୍ଦ୍ରାପଡ଼ା ଅଫିସ,୮ା୬: କରୋନା କଟକଣା କାରଣରୁ ବନ୍ଦ ଥିବା ୧୧ତମ କୃଷି ସେନ୍‌ସସ୍‌ ୨୦୨୨ ଅଗଷ୍ଟ ମାସରେ ଆରମ୍ଭ ହେଲା। ୫ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ସେନ୍‌ସସ୍‌ ଦେଶର କୃଷି ଅର୍ଥନୀତି ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଇତିମଧ୍ୟରେ ଆରମ୍ଭକୁ…

ବଜ୍ରପାତରେ ୩ ପରିବାରର ୧୦ ବଖରା ଜଳିଗଲା

ରାଜନଗର,୭ା୬(ଡି.ଏନ.ଏ.): ରାଜନଗରରେ ବର୍ଷା ପବନ ସାଙ୍ଗକୁ ବଜ୍ରପାତ ମଙ୍ଗଳବାର ଅପରାହ୍ନରେ ଆତଙ୍କ ସୃଷ୍ଟି କରିଥିଲା। ବାରମ୍ବାର ବଜ୍ରପାତ ଯୋଗୁ ଲୋକେ ଘରୁ ବାହାରି ପାରି ନ ଥିଲେ। ବ୍ଲକର ବ୍ରାହ୍ମଣସାହି ଅନ୍ତର୍ଗତ ବଡ଼ନାଉକୋଣା ଗଁାରେ ବଜ୍ରପାତ ଯୋଗୁ ୩ଟି ପରିବାରର ୧୦…

ପଟ୍ଟାମୁଣ୍ଡାଇ ସହର ବାଇପାସ୍‌ ବସ୍‌ଷ୍ଟାଣ୍ଡ ପାଲଟିଛି

ପଟ୍ଟାମୁଣ୍ଡାଇ, ୭ା୬(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ସବୁଠି ବିକାଶ ଲାଗି ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରିଚାଲିଛନ୍ତି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ ଦୀର୍ଘବର୍ଷ ହେଲା ବସ୍‌ଷ୍ଟାଣ୍ଡର ଆବଶ୍ୟକତା ନେଇ ଅଞ୍ଚଳବାସୀ ଦାବି କରିଆସୁଛନ୍ତି।…

ଆଳି ତଟବନ୍ଧ ଡିଭିଜନରେ ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ, ୭ା୬: ବନ୍ୟା, ବାତ୍ୟା, ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲାର ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି। ଆଳି ସମେତ ରାଜକନିକା, ରାଜନଗର ଓ ମହାକାଳପଡ଼ାର ମୋଟ ୭୪୪.୪୭ କିଲୋମିଟର ତଟବନ୍ଧର ସୁରକ୍ଷା କରିବା…

ସପ୍ତାହକ ପରେ ସାମୁଦ୍ରିକ କଟକଣା ହଟିବ

ମହାକାଳପଡ଼ା,୬ା୬ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବିଦେଶାଗତ ଅତିଥି ଅଲିଭ ରିଡ଼ଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ଓ ବଂଶ ବିସ୍ତାର ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିପାଇଁ ନଭେମ୍ବର ୧ରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ସାମୁଦ୍ରିକ…

ମହାନଦୀ ଜଳକୁ ନେଇ ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା ଅଫିସ,୬ା୬: ମହାନଦୀ ଜଳ ବିବାଦର ସମାଧାନ ପାଇଁ ନିକଟରେ ଏକ ଟ୍ରିବ୍ୟୁନାଲ ସଦସ୍ୟ ଟିମ୍‌ ଓଡ଼ିଶା ଗସ୍ତ ସାରିଛନ୍ତି। ଏହି ଟିମ୍‌ର ରିପୋର୍ଟ ଉପରେ ବିବାଦର ସମାଧାନ ହେବ ବୋଲି ଆଶା ରହିଛି। ତେବେ ଏହି ଗସ୍ତ କାର୍ଯ୍ୟକ୍ରମରେ ଟିମ୍‌…

ନୂଆ ବାଇପାସ୍‌ ରାସ୍ତା ନିର୍ମାଣରେ ପଙ୍କ ବ୍ୟବହାର

ପଟ୍ଟାମୁଣ୍ଡାଇ,୫ା୬(ସ୍ବ.ପ୍ର୍ର.): ପଟ୍ଟାମୁଣ୍ଡାଇ ଜଳସେଚନ ବିଭାଗ ଅଧୀନରେ ଥିବା ବାଇପାସ୍‌ଠାରୁ କଖାରୁଣୀ ପୋଲ ପର୍ଯ୍ୟନ୍ତ କେନାଲ ବନ୍ଧର ଦକ୍ଷିଣପାର୍ଶ୍ୱରେ ନୂତନ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ନିର୍ମାଣ କାର୍ଯ୍ୟ ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ଅଧୀନରେ ହେଉଥିବା ଜଣାପଡ଼ିଛି। ରାସ୍ତା ନିର୍ମାଣ…

ବର୍ଷାଋତୁ ଆସୁଛି: ଆଶଙ୍କାରେ ତଟାଞ୍ଚଳବାସୀ

କେନ୍ଦ୍ରାପଡ଼ା ଅଫିସ, ୪।୬: ବିଶ୍ୱତାପନ ଯୋଗୁ ସମୁଦ୍ର ଉପରେ ପ୍ରଭାବ ପଡୁଛି। ଏହାର ପ୍ରଭାବରେ ଉତ୍ତାଳ ଜୁଆର ପାଣି ଗ୍ରାମ ମଧ୍ୟକୁ ପଶୁଛି। ଲୁଣାବନ୍ଧ ଟପି ଚାଷବାସକୁ କ୍ଷତି ପହଞ୍ଚାଉଛି। ପ୍ରତିବର୍ଷ ସାମୁଦ୍ରିକ ଝଡ଼ ବର୍ଷା ପରି ପ୍ରାକୃତିକ ବିପତ୍ତି କେନ୍ଦ୍ରାପଡ଼ା…

ଖନନ ପାଇଁ ୧୨ ବର୍ଷରେ ୧୦.୫୫ କୋଟି ଖର୍ଚ୍ଚ

ପଟ୍ଟାମୁଣ୍ଡାଇ, ୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଚିରସ୍ରୋତା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡ଼ୁଛି। ଏହି ନଦୀକୁ ପୁନରୁଦ୍ଧାର ପାଇଁ ପଟ୍ଟାମୁଣ୍ଡାଇ ଓ କେନ୍ଦ୍ରାପଡ଼ା ବ୍ଲକର ଅଧିବାସୀମାନେ ବାରମ୍ବାର ଦାବି କରିଆସୁଛନ୍ତି। ଲୋକଙ୍କ ଦାବିକୁ ଗୁରୁତ୍ୱ…

ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିଲା, ଚାଳ ଛପର ଉଡ଼ିଲା

ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ବଜ୍ରପାତ ସହ ପବନରେ ବହୁ ସ୍ଥାନରେ ଛାଳ ଘର ଛପର ଉଡ଼ି ଯାଇଥିବା ବେଳେ ଗଛ ଉପୁଡ଼ି ପଡିଛି। ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି…

ଜ୍ୟାକ୍‌ ଲଗାଇ ୨ ମହଲା କୋଠା ଉଠାଯାଉଛି

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ,୨ା୬ (ସ୍ବ.ପ୍ର.): ଘର ନ ଭାଙ୍ଗି ହାଉସ୍‌ ଲିଫି୍ଟଙ୍ଗ୍‌ ଜ୍ଞାନ କୌଶଳ ସାହାଯ୍ୟରେ ଜ୍ୟାକ୍‌ ଲଗାଇ ୪ ଫୁଟ ଉଚ୍ଚକୁ ଘରକୁ ଉଠାଯାଉଛି। ସହରାଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳୁଥିବା ବେଳେ ପ୍ରଥମ ଥର ପାଇଁ କେନ୍ଦ୍ରାପଡ଼ା ଜିଲାରେ ଏହା…

ଶିଶୁଙ୍କ ଖାଦ୍ୟ ବର୍ଦ୍ଧିତ ଛତୁଆରେ ପ୍ରସ୍ତୁତି ତାରିଖ ନାହିଁ

ମହାକାଳପଡ଼ା,୨ା୬ (ଡି.ଏନ୍‌.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳଗୁଡ଼ିକରେ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଶିଶୁଟିଏ ଗ୍ରାମାଞ୍ଚଳରେ ଭିଟାମିନ ଅଭାବରୁ କୁପୋଷଣର ଶିକାର ନ ହୁଏ, ସେଥିପାଇଁ ସରକାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?