କେନ୍ଦ୍ରାପଡ଼ା

ଓଲଟିଲା ବସ୍‌, ୨୧ ନିର୍ମାଣ ଶ୍ରମିକ ଗୁରୁତର

ରାଜକନିକା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଗଞ୍ଜା ନିକଟରେ ଗୁରୁବାର ସକାଳେ ‘ଦୟାଲ’ ନାମକ ଏକ ବସ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଥିଲେ। ଏମାନଙ୍କ ମଧ୍ୟରୁ ୨୧ ଜଣ ଗୁରୁତର ହୋଇଛନ୍ତି। ୧୮ ଜଣଙ୍କୁ…

ଶିଶୁଙ୍କୁ ଅଣ୍ଡା ବଦଳରେ ବଣଭୋଜି ବାସି ତରକାରି

ମହାକାଳପଡ଼ା,୧୮।୧(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଶିଶୁଙ୍କ କୁପୋଷଣ, ମୃତ୍ୟୁହାର ହ୍ରାସ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ଗର୍ଭସ୍ଥ ଶିଶୁର ବିକାଶ ପାଇଁ ପୁଷ୍ଟିକର ଭିଟାମିନ୍‌ ଖାଦ୍ୟ ଯୋଗାଇ ଦେଉଛନ୍ତି। ତେବେ କୋମଳମତି ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଅଣ୍ଡା ଦେବା…

ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧୭।୧: ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ସହରକୁ ମଙ୍ଗଳବାର ବନ୍ଦ କରାଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ବାନ କ୍ରମେ ସହରର ସମସ୍ତ ବ୍ୟବସାୟୀ ଏଥିରେ ସାମିଲ ହୋଇଛନ୍ତି। ସହର…

ରାଜନଗରରେ ଧାନକିଣା ନାଁରେ ଚାଷୀଙ୍କୁ ଶୋଷଣ

ରାଜନଗର, ୧୭ା୧(ଡି.ଏନ.ଏ.):ଚଳିତ ବର୍ଷ ଚାଷୀଙ୍କଠାରୁ ଧାନ କିଣିବାରେ କେହି ଯଦି ଶୋଷଣ କରନ୍ତି, ଏ ନେଇ ଯୋଗାଣ ବିଭାଗ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ରାଜ୍ୟ ସରକାର କହିଥିଲେ। କିନ୍ତୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଏହି ଧାନକିଣାକୁ ନେଇ…

୧୭ରେ କେନ୍ଦ୍ରାପଡ଼ା ବନ୍ଦ ଡାକରା

କେନ୍ଦ୍ରାପଡ଼ା ଅଫିସ, ୧୬ା୧:କେନ୍ଦ୍ରାପଡ଼ା ସହରର ଖଡିଅଙ୍ଗସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସିଟି ହସ୍ପଟାଲ ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି। ସହରର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ଦାବି ପୂରଣ ପାଇଁ ଆସନ୍ତା ୧୭ ତାରିଖରେ କେନ୍ଦ୍ରାପଡ଼ା ବନ୍ଦ ଡାକରା…

ଟମାଟୋର ଅଭାବୀ ବିକ୍ରି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ, ୧୬ା୧:ଦୁଇ ମାସ ପୂର୍ବେ କେନ୍ଦ୍ରାପଡ଼ା ଜିଲାରେ ଟମାଟୋ ଦର ଆକାଶଛୁଅଁା ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା। ଏବେ ଏହାର ଅଭାବୀ ବିକ୍ରି ଆରମ୍ଭ ହୋଇଛି। କେଜି ପ୍ରତି ମାତ୍ର ୩…

ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ଭିଡ଼

କେନ୍ଦ୍ରାପଡ଼ା ଅଫିସ,୧୫।୮: ଭିତରକନିକା ଜାତୀୟ ଉଦ୍ୟାନ ରବିବାର ଖୋଲିଛି। କୁମ୍ଭୀର ଗଣନା ଲାଗି ୧୧ ଦିନ ଧରି ଏହା ବନ୍ଦ ଥିଲା। ଗତ ୪ରୁ ୧୪ ତାରିଖ ଯାଏ କୁମ୍ଭୀର ଗଣନା ଚାଲିଥିଲା। ଆଜି ଉଦ୍ୟାନ ଖୋଲିବାରୁ ସକାଳୁ ପର୍ଯ୍ୟଟକଙ୍କ ଭିଡ଼…

ସ୍ବାବଲମ୍ବୀ କଲା ଥାଇଲାଣ୍ଡ ବରକୋଳି ଚାଷ

ଡେରାବିଶ,୧୫।୧(ସ୍ବ.ପ୍ର.): ଧାନ ଓ ବିରି ସମେତ ଅନ୍ୟାନ୍ୟ ଫସଲ ଲାଭଜନକ ହେଉ ନ ଥିବାରୁ ଅତ୍ୟାଧୁନିକ ଚାଷ କରି ସ୍ବାବଲମ୍ବୀ ହେବା ପାଇଁ ଗ୍ରାମାଞ୍ଚଳର ଯୁବକମାନେ ଏବେ ମନ ବଳାଇଛନ୍ତି । କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଅନ୍ତର୍ଗତ ରଘୁଦେଇପୁର ପଞ୍ଚାୟତ…

ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୭୮୪ଟି ବଉଳା…

ପ୍ରୋତ୍ସାହନ ଅଭାବ: ଲୁଣିମାଠିଆ ଆଦିବାସୀ ହକି ଖେଳାଳି

ମହାକାଳପଡ଼ା,୧୩ା୧(ଡି.ଏନ୍‌.ଏ.): ହକି ବିଶ୍ୱକପ୍‌ ପାଇଁ ସାରା ଓଡ଼ିଶା ସହ ବିଶ୍ୱ ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଭିନ୍ନ ଦେଶରୁ ଆସିଥିବା ଖେଳାଳି ଖେଳ ନୈପୁଣ୍ୟତା ଦେଖାଇବେ। ହେଲେ କେନ୍ଦ୍ରାପଡ଼ା ଜିଲା…

ତଟବନ୍ଧ ସୁରକ୍ଷା ନେଇ ଜିଲାପାଳଙ୍କୁ ଭର୍ତ୍ସନା

କେନ୍ଦ୍ରାପଡ଼ା ଅଫିସ, ୧୨ା୧: ହରିଦାସପୁର-ପାରାଦୀପ ନୂଆ ବ୍ରଡ୍‌ଗେଜ ରେଳପଥରେ ମହାନଦୀ ଓ ବ୍ରାହ୍ମଣୀ ତଟର ଲଘୁ ଖଣିଜ ସମ୍ପଦ ବିନିଯୋଗ ବିରୋଧରେ ହୋଇଥିବା ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମାମଲାର ଶୁଣାଣୀ ଗତ ୯ ତାରିଖରେ ହୋଇଛି। କେନ୍ଦ୍ରାପଡ଼ା ଜିଲାପାଳ ଗତ…

ଆଦର୍ଶ ପୋଖରୀ ନିର୍ମାଣ ନାଁରେ ଅର୍ଥ ଆତ୍ମସାତ୍‌

ପଟ୍ଟାମୁଣ୍ଡାଇ, ୧୧।୧(ସ୍ବ.ପ୍ର.): ଆଦର୍ଶ ପୋଖରୀ ପୁନରୁଦ୍ଧାର ନାମରେ ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଅଭିଯୋଗ ହେଉଛି। ୩ ଦଫାରେ ସେହି ଟଙ୍କା ଖର୍ଚ୍ଚ କରାଯାଇଛି। ସେହି ପୋଖରୀ ଏବେ ଆବର୍ଜନା କୁଣ୍ଡଠୁ ବଳେଇ ପଡ଼ିଛି। ପୋଖରୀ ପାଣିରେ ଗୋଡ଼ ବୁଡ଼ାଇଲେ ଚର୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri