ସ୍କ୍ବାଡ୍ ଗଠନ ହୋଇଛି, ଚଢ଼ାଉ ନାହିଁ
କେନ୍ଦ୍ରାପଡ଼ା ଅଫିସ,୨୪ା୪: କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍ବେଗ ପ୍ରକାଶ କରିଛନ୍ତି।…
ବନ୍ଧୁକ ଦେଖାଇ ସୁନା ଦୋକାନରୁ ଲୁଟ୍ ଉଦ୍ୟମ
ଆଳି, ୨୩।୪: (ଡି.ଏନ୍.ଏ.) ଶନିବାର ସକାଳେ ଆଳି ଥାନା ଅନ୍ତର୍ଗତ ମହାଦେଇପାଟଣାରେ ୩ ଜଣ ଡକାୟତ ଆତଙ୍କ ସୃଷ୍ଟି କରିଥିଲେ। ସେମାନେ ହାତରେ ବନ୍ଧୁକ ଧରି ସୁନାଦୋକାନ ଲୁଟ ଉଦ୍ୟମ କରିଥିବା ବେଳେ ଦୋକାନୀ ଓ ସ୍ଥାନୀୟ ଲୋକଙ୍କ ଉପସ୍ଥିତ ବୁଦ୍ଧି…
ଭଙ୍ଗାହେଲା ୨୫ ବେଆଇନ ଇଟାଭାଟି
ଡେରାବିଶ,୨୧ା୪(ସ୍ବ.ପ୍ର.): ଡେରାବିଶ ତହସିଲ ଅଧୀନରେ ବିଭିନ୍ନ ସ୍ଥାନରେ ଇଟା ବ୍ୟବସାୟୀଙ୍କ ଦ୍ୱାରା ବେଆଇନ ଭାଟି ନିର୍ମାଣ ନେଇ ବିଭିନ୍ନ ସମୟରେ ଅଞ୍ଚଳବାସୀଙ୍କ ପକ୍ଷରୁ ପ୍ରଶାସନ ନିକଟରେ ଅଭିଯୋଗମାନ ହୋଇ ଆସୁଥିଲା। ତେବେ ଏ ଦିଗରେ ତହସିଲ ପ୍ରଶାସନର ନୀରବତା ନେଇ ସାଧାରଣରେ…
ପ୍ରମାଣପତ୍ର ପାଇବାକୁ ଭୂମିହୀନ ହନ୍ତସନ୍ତ
କେନ୍ଦ୍ରାପଡ଼ା ଅଫିସ, ୨୦ା୪: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଟିକରପଙ୍ଗା ପଞ୍ଚାୟତ ନାରାୟଣପୁର ଗଁାରେ ପ୍ରାୟ ୩୦୦ ପରିବାର ଅଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ ଅନୁସୂଚିତ ଜାତି ବର୍ଗ। ତେବେ ଏସ୍ଇସିସି (ସୋସିଓ ଇକୋନୋମିକ ଆଣ୍ଡ କାଷ୍ଟ ସେନ୍ସସ୍)ର…
ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ
ପଟ୍ଟାମୁଣ୍ଡାଇ,୨୦ା୪(ସ୍ବ.ପ୍ର.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶାରେ ଆଜିବି ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରୁ ବାହାରକୁ ବାହାରିବାକୁ ପସନ୍ଦ କରୁନାହାନ୍ତି। ଏପରିସ୍ଥଳେ…
ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀ ଅବହେଳିତ
କେନ୍ଦ୍ରାପଡ଼ା ଅଫିସ,୧୮।୪: ମଙ୍ଗଳବାର ବିଶ୍ୱ ଐତିହ୍ୟ ଦିବସ। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍ ମୁନମେଣ୍ଟ ଆଣ୍ଡ ସାଇଟ୍ସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ ଏହି ଦିବସ ପ୍ରତି…
ବିରୂପା ନଦୀକୁ ଛୋଟି ପଞ୍ଚାୟତର ୫ ୱାର୍ଡବାସୀଙ୍କ ଭରସା
ଡେରାବିଶ,୧୮।୪: (ସ୍ବ.ପ୍ର.) ଡେରାବିଶ ବ୍ଲକର ଅଞ୍ଚଳ ସପ୍ତାହେ ହେବ ୪୦ ଡିଗ୍ରୀ ପାଖାପାଖି ତାପମାତ୍ରା ରହିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ବ୍ଲକର କେତେକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି।…
ଜନ୍ମରୁ ଝିଅକୁ ପୋଲିଓ, ସ୍ବାମୀଙ୍କୁ ପକ୍ଷାଘାତ
ରାଜକନିକା,୧୭ା୪ (ଡି.ଏନ୍.ଏ.): ମୁଣ୍ଡ ଗୁଞ୍ଜିବାକୁ ଘରଖଣ୍ଡେ ନାହିଁ କି ଚାଷ କରି ଚଳିବାକୁ ଜମି ଗୁଣ୍ଠେ ନାହିଁ। ସେପଟେ ସ୍ବାମୀ ମୂଲପାତି ଲାଗି ଆମକୁ ଦି’ଓଳି ଦି’ମୁଠା ଖାଇବାକୁ ଦେବାକୁ ସାମର୍ଥ୍ୟ ବି ନାହିଁ। ସଂସାର ମଧ୍ୟରେ ସତେଯେମିତି ଭଗବାନ ଆମ…
ଝାମୁଯାତ୍ରା ଗହଳିରେ ଲୁଟେରା ମାତିଛନ୍ତି
ମହାକାଳପଡ଼ା,୧୭ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ସ୍ଥିତ ମା’ ଦରିଆପାରି ରାମଚଣ୍ଡୀ ମନ୍ଦିର ବିଜେସ୍ଥଳରେ ଝାମୁଯାତ୍ରାର ଗହଳି ପରିଲକ୍ଷିତ ହୋଇଥିଲା। ମା’ଙ୍କ ପୀଠ ପରିସରରେ ବିଭିନ୍ନ ଦୋକାନ ବଜାର ପସରା ମେଲାଇଥିବା ବେଳେ ଭିଡ଼ ମଧ୍ୟରେ ସୁଯୋଗ ଉଣ୍ଡି…
ଶୁଖିଲା ପଟ୍ଟାମୁଣ୍ଡାଇ କେନାଲରେ ପାଣି ଛାଡ଼ିବାକୁ ଦାବି
ପଟ୍ଟାମୁଣ୍ଡାଇ,୧୭।୪(ସ୍ବ.ପ୍ର.): କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ସପ୍ତାହେ ହେଲା କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଦିନ ୧୦ଟା ପରେ ଘରୁ ପଦାକୁ ଗୋଡ଼ କାଢ଼ି ହେଉନାହିଁ। ଦିନର ତାପମାତ୍ରା ୪୦…
ଖାରିପାଣି ମାଛଚାଷ ନାମରେ ଚିଙ୍ଗୁଡ଼ି ଘେରି ବଢୁଛି
କେନ୍ଦ୍ରାପଡ଼ା ଅଫିସ,୧୭ା୪: ଭଦ୍ରକର ଧାମରାଠାରୁ ଜଗତ୍ସିଂହପୁରର ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡିଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି। ଏଥିରେ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ବାଦ୍…
ଭୁଜାଲି ଆକ୍ରମଣରେ ଭିଣୋଇ ମୃତ, ଶାଳକ ଗୁରୁତର
ଆଳି,୧୬।୪(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ସହିରା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶୁକ୍ରବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି ା ମୃତକଙ୍କ ଶାଳକ ବି ଭୁଜାଲି ମାଡ଼ରେ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ…
Archives


