କେନ୍ଦ୍ରାପଡ଼ା

ହୁକିଟୋଲାରେ ପର୍ଯ୍ୟଟକଙ୍କ ଭିଡ଼ ବଢୁଛି

ମହାକାଳପଡ଼ା,୬ା୧ (ଡି.ଏନ.ଏ.): ପର୍ଯ୍ୟଟନ ଋତୁ ଆସିଲେ ବଣଭୋଜି କରିବାକୁ ଆଖିଆଗରେ ହୁକିଟୋଲା କଥା ପଡେ। ଚତୁଃପାର୍ଶ୍ୱରେ ନୀଳ ଜଳରାଶି ମଝିରେ ଏହି ଦ୍ୱୀପ। ଘଞ୍ଚ ସବୁଜ ବନାନୀ ନଦୀର ଉଭୟପାର୍ଶ୍ୱରେ ବିସ୍ତୀର୍ଣ୍ଣ ହେନ୍ତାଳ ଜଙ୍ଗଲ ପ୍ରକୃତିର ଅନନ୍ୟ ସୃଷ୍ଟି। ଯେଉଁଠି ଲୁଣି…

ସ୍ତ୍ରୀଙ୍କୁ ହତ୍ୟା ନ କରି ୭ ବର୍ଷ ଜେଲ

କେନ୍ଦ୍ରାପଡ଼ା ଅଫିସ,୬ା୧: ପୋଲିସ ଉପରେ ସମସ୍ତଙ୍କ ବିଶ୍ୱାସ ଥାଏ। କୌଣସି ଅପରାଧ ଘଟିଲେ ତାହାର ଉପଯୁକ୍ତ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ହେଲେ ପୋଲିସ ଠିକ୍‌ ଢଙ୍ଗରେ ତଦନ୍ତ ନ କରି ଅପରାଧ କରି ନ ଥିବା…

ଭିତରକନିକାରେ ପକ୍ଷୀଗଣନା ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଶୁକ୍ରବାର ବିଦେଶାଗତ ପକ୍ଷୀଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ଏହି ଗଣନା ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ। ୫ଟି ରେଞ୍ଜ୍‌ରେ ପକ୍ଷୀଗଣନା ଚାଲିଛି। ୧୭ଟି ଟିମ୍‌ ଏହି ପକ୍ଷୀଗଣନା…

ଭିତରକନିକାରେ ଡଲ୍‌ଫିନ୍‌ ସଂଖ୍ୟା ବୃଦ୍ଧି

ରାଜନଗର,୫ା୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଡଲ୍‌ଫିନ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇଛି। ରାଜ୍ୟର ବିଭିନ୍ନ ଜଳାଶୟ ଅପେକ୍ଷା ସବୁଠୁ ଅଧିକ ଓ ବିଭିନ୍ନ ପ୍ରଜାତିର ଡଲଫିନ୍‌ ଗହୀରମଥା ଓ ଭିତରକନିକାରେ ରହିଥିବା ଦେଖିବାକୁ ମିଳିଛି। ଡିସେମ୍ବର ୨୧ରୁ ୨୩ ତାରିଖ ଯାଏ ଭିତରକନିକା…

୩ ମୃତ ଛାତ୍ରଙ୍କ ପରିବାରକୁ ରାଣୀ ପଣ୍ଡାଙ୍କ ସହାୟତା

ରାଜନଗର,୫ା୧(ଡି.ଏନ.ଏ.): ଗତମାସ ୨୩ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ପଞ୍ଚାୟତ ବଗପାଟିଆ ଗ୍ରାମର ୩ ସପ୍ତମ ଶ୍ରେଣୀ ଛାତ୍ର ବିଶାଳ,ସନ୍ଦୀପ,ବ୍ରିବେନ ପାଣିରେ ବୁଡ଼ି ପ୍ରାଣ ହରାଇଥିଲେ । ସେହି ଦୁଃଖରେ ପରିବାର ସଦସ୍ୟମାନେ ଏବେ ବି ଦୁଃଖରେ ଅଛନ୍ତି। ସେହି…

ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୫ା୧: କେନ୍ଦ୍ରାପଡ଼ା ଜିଲାର ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିଛି। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ ଦିଆଯାଇଛି। ତେବେ ଚଳିତବର୍ଷ ପୂର୍ବବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ କମ ରହିବ ବୋଲି ପ୍ରାଥମିକ ଆକଳନ…

ଓଲଟିଲା ବସ୍‌: ୨୫ରୁ ଊର୍ଦ୍ଧ୍ୱ ଗୁରୁତର

ଆଳି ୪।୧(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଛପୋଲିଆଠାରେ ନାୟକ ଆଣ୍ଡ ନାୟକ ବସ୍‌ ବୁଧବାର ରାସ୍ତାର ତଳକୁ ଓଲଟି ପଡିଛି। ଏଥିରେ ଥିବା ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଜନସାଧାରଣ,…

କେନ୍ଦ୍ରାପଡ଼ା ସହରରେ ବଢ଼ୁଛି ଜବରଦଖଲ

କେନ୍ଦ୍ରାପଡ଼ା ଅଫିସ, ୪ା୧: କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଘୋଷଣାକୁ ଇତିମଧ୍ୟରେ ୧୫୪ ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବିବିଧ ସମସ୍ୟାରେ ବୁଡି ରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ଠିକ୍‌ ଧରଣର ଚାଲୁନାହିଁ।…

ଧାନବିକ୍ରିକୁ ନେଇ ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ, ୪ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଚାଷୀମାନେ ଅଭାବୀ ଧାନ ବିକ୍ରିର ସମ୍ମୁଖୀନ ହୋଇ ନିରାଶ ହୋଇପଡିଲେଣି। ଚାଷୀଙ୍କୁ ଅଭାବୀ ଧାନ ବିକ୍ରି କରିବାକୁ ପ୍ରଶାସନ ପକ୍ଷରୁ ପ୍ରୋତ୍ସାହନ ଦିଆଯାଉଛି। ଧାନ କିଣା ତ୍ୱରାନ୍ବିତ ନ ହେବା ପଛରେ ମନ୍ଦ…

ମହାକାଳପଡ଼ା: ଅପପୁଷ୍ଟିରେ ଶିକାର ୧୪୫ ଶିଶୁ ଚିହ୍ନଟ

ମହାକାଳପଡ଼ା,୪ା୧(ଡି.ଏନ୍‌.ଏ.): ରାଜ୍ୟରେ ଗର୍ଭବତୀ ମହିଳା ଓ ଶିଶୁ ମୃତ୍ୟୁହାର ହ୍ରାସ ପାଇଁ ସରକାରଙ୍କ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ମାଧ୍ୟମରେ ଗ୍ରାମାଞ୍ଚଳରେ ଅଙ୍ଗନୱାଡ଼ି କେନ୍ଦ୍ର କାର୍ଯ୍ୟ କରୁଛି। ତେବେ ପ୍ରତ୍ୟେକ କେନ୍ଦ୍ର ଅଧୀନରେ ଆସୁଥିବା ଶିଶୁ, ଗର୍ଭବତୀ ମହିଳା, ପ୍ରସୂତିମାନଙ୍କର ପୂର୍ଣ୍ଣାଙ୍ଗ…

ମରଣମୁହଁରୁ ଫେରିଲେ ୬ ପର୍ଯ୍ୟଟକ

ରାଜନଗର, ୪ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ବେଳାଭୂମିରେ ଇକୋ ରିଟ୍ରିଟ୍‌ ଖୋଲିଛି। ବ୍ୟୟବହୁଳ ଏହି ଇକୋ ରିଟ୍ରିଟ୍‌ର ପରିଚାଳନାରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ସୋମବାର ଅପରାହ୍ନରେ ପଟ୍ଟାମୁଣ୍ଡାଇ ବ୍ଲକ ଚଉଦକୁଲାଟ ଗଁାର କେତେଜଣ ପର୍ଯ୍ୟଟକ ପେଣ୍ଠ ବେଳାଭୂମି…

୪ରୁ ଭିତରକନିକାରେ ହେବ କୁମ୍ଭୀର ଗଣନା

ରାଜନଗର,୩ା୧(ଡି.ଏନ୍‌.ଏ.):ଭିତରକନିକାରେ ବିରଳ ବଉଳା କୁମ୍ଭୀରଙ୍କ ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଏହାର ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri