କେନ୍ଦ୍ରାପଡ଼ା

କେନାଲ ନାହିଁ, ଜଳକର ଦାବିକୁ ବିରୋଧ

କେନ୍ଦ୍ରାପଡ଼ା ଅଫିସ,୧୭ା୧୧: କେନ୍ଦ୍ରାପଡ଼ା ତହସିଲ ଅନ୍ତର୍ଗତ ଦୋବନ୍ଧା, ସୋବଳା, ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଚନ୍ଦନପୁର, ନୀଳକଣ୍ଠପୁର, ତମାଳଶାସନ, ଅରୁଆ, କେଶପୁର ଆଦି ଜମିକୁ ଏ ପର୍ଯ୍ୟନ୍ତ ଜଳସେଚନ ପାଇଁ କେନାଲ ନାହିଁ। ତେବେ ରାଜସ୍ବ ବିଭାଗ ଏହି ଅଞ୍ଚଳର ଅଧିବାସୀଙ୍କଠାରୁ ଜଳକର…

ଶିକ୍ଷଣ ଆକଳନରୁ ବାଦ୍‌ପଡ଼ିଲା ୭୭ ବିଦ୍ୟାଳୟ

ଡେରାବିଶ, ୧୭ା୧୧(ସ୍ବ.ପ୍ର.): ମହାମାରୀ କରୋନା ସମୟରେ ଛାତ୍ରୀଛାତ୍ରଙ୍କୁ କରୋନା ବିପଦରୁ ରକ୍ଷା ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ପରବର୍ତ୍ତୀ ଅବସ୍ଥାରେ କରୋନା କଟକଣା ହଟିବା ପରେ ଶିକ୍ଷାନୁଷ୍ଠାନଗୁଡ଼ିକ ପୁନର୍ବାର ଖୋଲିଥିଲା। ତେବେ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ…

ସଙ୍କୁଚିତ ହେଉଛି ଗୋବରୀ ସମ୍ପ୍ରସାରିତ କେନାଲ

ପଟ୍ଟାମୁଣ୍ଡାଇ, ୧୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳର ଜୀବନରେଖା ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ କେନାଲ ଓ ଶାଖା କେନାଲ ଏବେ ସଙ୍କୁଚିତ ହେବା ସହ ପୋତି ହେବାରେ ଲାଗିଛି। ଫଳରେ ଏହାର ଜଳଧାରଣ କ୍ଷମତା ହ୍ରାସ ପାଇବାର ଲାଗିଛି। ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ…

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କକୁ ୫୦ହଜାର ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୧୬ା୧୧: ନନ୍‌ ପରଫର୍ମିଂ ଆସେଟସ(ଏନ୍‌ପିଏ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ସମସ୍ୟାରେ ପଡିଛି। ଗତ ଅଗଷ୍ଟ ୨୯ରେ ଗାଇଡ୍‌ ଲାଇନ ଉଲ୍ଲଂଘନ କରିଥିବାରୁ ୧ଲକ୍ଷ ଟଙ୍କା ରିଜର୍ଭ ବ୍ୟାଙ୍କ ଅଫ୍‌…

ନାବାଳିକାଙ୍କ ବିବାହ ନା ଚାଲାଣ

କେନ୍ଦ୍ରାପଡ଼ା ଅଫିସ, ୧୫ା୧୧:ଝିଅ ନବମ ଶ୍ରେଣୀରେ ପଢୁଥିଲା। ଅଗଷ୍ଟ ୧୫ରେ ସ୍କୁଲରେ ସ୍ବାଧୀନତା ଦିବସ ପାଳନ ପରେ ଫେରିବା ବାଟରେ ଜଣେ କୋଲ୍‌କାତା ମେଦିନାପୁର ଅଞ୍ଚଳର ବୁଲା ବେପାରୀ ସହ ପଳାଇବା ଖବର ମିଳିଲା। ଏ ନେଇ ଥାନାରେ ଅଭିଯୋଗ ସହ…

ଜବରଦଖଲକାରୀଙ୍କ କବ୍‌ଜାରେ ତାରପୁର ବାଇପାସ ରୋଡ୍‌

ରଘୁନାଥପୁର,୧୪।୧୧(ଡି.ଏନ୍‌.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥର ତାରପୁର ବାଇପାସ୍‌ ରୋଡ୍‌କୁ କେତେଜଣ ସ୍ଥାନୀୟ ବ୍ୟବସାୟୀ ମାଡ଼ିବସି ଜବରଦଖଲରେ ରଖିଛନ୍ତି। ଫଳରେ ପଥଚାରୀମାନେ ଯାତାୟାତ ସମୟରେ ଅସୁବିଧା ଭୋଗୁଛନ୍ତି। ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏହି ରାସ୍ତାରେ…

ସରକାରୀ କାର୍ଯ୍ୟାଳୟ ନିର୍ମାଣରେ ବ୍ୟବହାର ହେଉଛି ନାଲି ଇଟା

ପଟ୍ଟାମୁଣ୍ଡାଇ,୧୪ା୧୧(ସ୍ବ.ପ୍ର.): ସରକାରୀ ଦପ୍ତର ଘର ନିର୍ମାଣରେ ଫ୍ଲାଇଆସ୍‌ ଇଟା ବ୍ୟବହାର କରାଯିବ ବୋଲି ନିୟମ ରହିଛି। ଏଥିପାଇଁ ସମସ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ବିଲଡିଂ ବାଇ ଲ’ ଦିଆଯାଇଛି। ମାଟି ଇଟା ପୋଡ଼ିବା ଦ୍ୱାରା ସେହି ଧୂଆଁରେ ପରିବେଶ ପ୍ରଦୂଷିତ ହେଉଛି। ତେଣୁ…

ଆଗକୁ ନିଅଣ୍ଟ ପଡ଼ିବ ଜଳ

କେନ୍ଦ୍ରାପଡ଼ା ଅଫିସ,୧୪ା୧୧: ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀରେ ବ୍ୟାରେଜ ନିର୍ମାଣ ପରେ ଏହି ସମସ୍ୟା କେନ୍ଦ୍ରାପଡ଼ା ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମରେ…

ଜାନୁୟାରୀ ୪ରୁ କୁମ୍ଭୀର ଗଣନା: ପର୍ଯ୍ୟଟକଙ୍କ ପାଇଁ ୧୦ଦିନ ଭିତରକନିକା ବନ୍ଦ

ରାଜନଗର,୧୪ା୧୧(ଡି.ଏନ.ଏ.): ଜାନୁୟାରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳରେ ରହୁଥିବା କୁମ୍ଭୀରଙ୍କ ବି ଗଣନା ହେବ। ସେଥିପାଇଁ ଏହି ୧୦ ଦିନ ଭିତରକନିକା ଜାତୀୟ…

୨୪ ଘଣ୍ଟା ସମାଧି ନେବା ଇଚ୍ଛା ଫସର ଫାଟିଲା

କେନ୍ଦ୍ରାପଡ଼ା ଅଫିସ, ୧୩।୧୧: କେନ୍ଦ୍ରାପଡା ସହରରେ କ୍ରୀଡା ପ୍ରତିଭା ଦେଖାଉଥିବା କୋଲକତାର ସେକ୍‌ ଜୟିନୁଲ ୨୪ ଘଣ୍ଟା ଧରି ମାଟି ଭିତରେ ରହିବା ପ୍ରଚାର କରିଥିଲେ। ତେବେ ତାଙ୍କର ଏହି ଇଚ୍ଛା ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ଫସର ଫାଟିଛି। ଉପଜିଲାପାଳ…

ଅବହେଳିତ ଅବସ୍ଥାରେ ଡେରାବିଶ ବ୍ଲକର ୧୪ ନଂ. ଜୋନ୍‌

ଡେରାବିଶ,୧୩।୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାବିଶ ବ୍ଲକ ୧୪ ନଂ. ଜିଲା ପରିଷଦ ଜୋନ୍‌ ଅବହେଳିତ ଅବସ୍ଥାରେ ଥିବା ଶନିବାର ଭାଜପା ନେତୃମଣ୍ଡଳୀଙ୍କ ଖବରଦାତା ସମ୍ମିଳନୀରେ ଅଭିଯୋଗ କରିଛନ୍ତି। ଜିଲା ଭାଜପା ସଭାପତି କିଶୋର ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ମାଡ଼ମାରି ନୋଳା ବସାଇ ଦେଲେ

ଡେରାବିଶ,୧୩।୧୧ (ସ୍ବ.ପ୍ର.): ସରକାର ବିଭିନ୍ନ ଶିକ୍ଷାନୁଷ୍ଠାନ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି। ହେଲେ ପ୍ରଧାନ ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତିଙ୍କ ସ୍ବାମୀ ବାପା ଛେଉଣ୍ଡ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରି ତାଙ୍କ ଶରୀରର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri