କେନ୍ଦ୍ରାପଡ଼ା

ବୃତ୍ତିହରା ହୋଇ ଦାଦନ ଖଟିବାକୁ ଯୁବକ ଯାଉଛନ୍ତି

ପଟ୍ଟାମୁଣ୍ଡାଇ,୬ା୪(ସ୍ବ.ପ୍ର.): ଯୁଗ ସହ ତାଳ ଦେଇ ନ ପାରିବାରୁ ଆଜି ଅନେକ କୌଳିକ ବୃତ୍ତି ହଜିଯିବାକୁ ବସିଲାଣି। ଅନ୍ୟସବୁ କୌଳିକ ବୃତ୍ତି ପରି ଚାଷୀମାନଙ୍କ ହାତ ବାରିଶି ସାଜୁଥିବା କମାରଶାଳରେ ଆଗଭଳି ଠକ୍‌ଠକ୍‌ ଶବ୍ଦ କମିବାରେ ଲାଗିଲାଣି। ଏହାକୁ ନେଇ ଲୁହାରେ…

ନରସିଂହପୁର ପଞ୍ଚାୟତରେ ଦୁର୍ନୀତି, ଭିଜିଲାନ୍ସ ତଦନ୍ତ ଆରମ୍ଭ

ପଟ୍ଟାମୁଣ୍ଡାଇ,୬ା୪(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତରେ ସରକାରୀ ଅନୁଦାନ ଅର୍ଥ ବ୍ୟାପକ ଭାବେ ବାଟମାରଣା ହୋଇଥିବା ଅଭିଯୋଗ ହୋଇଥିଲା ା ଏହାର ଭିଜଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ବିଦ୍ୟାଳୟ ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ନାମରେ ସର୍ବାଧିକ ବିଲ…

ଆଦର୍ଶ କୃଷି ଉଦ୍ୟାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୬ା୪: ରାଜ୍ୟର ପ୍ରତି ଜିଲାରେ ଆଦର୍ଶ କୃଷି ଉଦ୍ୟାନ ପ୍ରତିଷ୍ଠା ହୋଇଛି। ଉଦ୍ୟାନ କୃଷି ମିଶନ ଅଧୀନରେ ଉଦ୍ୟାନରେ ଉନ୍ନତ ଧରଣର ଆମ୍ବ, ନଡ଼ିଆ, ପିଜୁଳି, ଅମୃତଭଣ୍ଡା, ସପୁରି ଆଦି ସହ ଫୁଲ ଚାରା ଘରୋଇ ବଗିଚା ପାଇଁ…

ପୋଲିସ ନାଁରେ ସରପଞ୍ଚ ୩୫ ହଜାର ହଡ଼ପ କଲେ

ଡେରାବିଶ,୫।୪(ସ୍ବ.ପ୍ର.): ପୋଲିସକୁ ୩୫ ହଜାର ଟଙ୍କା ଦେଲେ ଧାର ଦେଇଥିବା ଲକ୍ଷାଧିକ ଟଙ୍କା ଫେରିପାଇବ ବୋଲି ସାନ୍ତ୍ୱନା ଦେଇ ସରପଞ୍ଚ ଉକ୍ତ ଟଙ୍କାକୁ ହଡ଼ପ କରିଥିବା ଅଭିଯୋଗ ଏବେ ସାମ୍‌ନାକୁ ଆସିଛି। ଏହି ଚର୍ଚ୍ଚିତ ଘଟଣା ବାବଦରେ କେନ୍ଦ୍ରାପଡ଼ା ସଦର ଥାନା…

ସମ୍ପାଦକଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ,୫।୪(ସ୍ବ.ପ୍ର.): ସମବାୟ ସମିତିରେ ଧାନକିଣା ହେରଫେରକୁ ନେଇ କେନ୍ଦ୍ରାପଡ଼ା ଏଆରସିଏସ୍‌ ସମବାୟ ସମ୍ପାଦକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଆପରାଧିକ ମାମଲା ରୁଜୁ କରିବାକୁ ସମବାୟ ସଭାପତିଙ୍କୁ ଚିଠି କରିଛନ୍ତି। ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ କ୍ରମାଗତ ଧାନକିଣାରେ…

୮ମ ଶ୍ରେଣୀ ଛାତ୍ର ରୁଦ୍ରପ୍ରତାପ ମନୋନୀତ

ଆଳି,୪।୪(ଡି.ଏନ.ଏ.): ଆଳି ବ୍ଲକ ବଡାମ୍ବିଳା ପଞ୍ଚାୟତ କଳଦିଆ ଗ୍ରାମର ଲିପକ୍‌ ସାହୁଙ୍କ ପୁଅ ରୁଦ୍ରପ୍ରତାପ ରାଧାନାଥ ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ପଢ଼ନ୍ତି। ୧୪ ବର୍ଷରୁ କମ୍‌ ବାଳକ ଭଲିବଲ ବର୍ଗରେ ଜାତୀୟ ସ୍ତରରେ ଖେଳିବାକୁ କେନ୍ଦ୍ରାପଡ଼ା ଜିଲାର…

ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୪।୪: ନକଲି ସାର୍ଟିଫିକେଟ୍‌ରେ ଚାକିରି ମାମଲାରେ ରାଜ୍ୟ ଏବେ ଚର୍ଚ୍ଚାରେ ଅଛି। ବଲାଙ୍ଗୀର ଜିଲାରେ ଏପରି ଘଟଣା ପ୍ରକାଶ ପରେ କେନ୍ଦ୍ରାପଡ଼ା ଜିଲାରେ ଏପରି ଏକ ଘଟଣା ଗତ ମାର୍ଚ୍ଚ ୨୧ରେ ଦେଖିବାକୁ ମିଳିଥିଲା। ଡାକ ବିଭାଗର ଏକ…

ଅଦିନିଆ ବର୍ଷା ଡାଳୁଅ ଧାନ ଉଜାଡ଼ିଲା

ରାଜକନିକା,୩ା୪ (ଡି.ଏନ୍‌.ଏ.): କାଳ ବୈଶାଖୀ ପ୍ରଭାବରେ ୩ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ଅମଳ ହେବାକୁ ଥିବା ଶତାଧିକ ଏକର ଡାଳୁଅ ଧାନ ଉଜୁଡ଼ି ଯାଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଏମିତି ଅବସ୍ଥା ଦେଖିବାକୁ ମିଳିଛି ରାଜକନିକା ତହସିଲ ଅଧୀନ…

ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ

ପଟ୍ଟାମୁଣ୍ଡାଇ,୩ା୪(ସ୍ବ.ପ୍ର.): ରାଜ୍ୟର ପ୍ରମୁଖ ଜିଲା ଭାବେ କେନ୍ଦ୍ରାପଡ଼ାର ସ୍ବତନ୍ତ୍ର ପରିଚୟ ରହିଛି । ଏକଦା ମନ୍ତ୍ରୀପଡ଼ା ଭାବେ ପରିଚିତ କେନ୍ଦ୍ରାପଡ଼ା ଆଜି ବି ଶିଳ୍ପବିହୀନ। ଜିଲାର ଶତକଡା ୭୦ ଭାଗ ଲୋକ କୃଷି ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି।…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ଧିମା

କେନ୍ଦ୍ରାପଡ଼ା ଅଫିସ,୩ା୪: ମାର୍ଚ୍ଚ ୩୧ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷ ସରିଛି। ଏହି ଆର୍ଥିକ ବର୍ଷରେ ଜିଲାର ମାତ୍ର ୧୨.୬୪ ପ୍ରତିଶତ ପ୍ରକଳ୍ପ ସାରିବାକୁ ଜିଲା ପ୍ରଶାସନ ସକ୍ଷମ ହୋଇଛି। ଫଳରେ ୨୦୨୩-୨୪ ଆର୍ଥିକ ବର୍ଷ ଆରମ୍ଭରେ ଜିଲା ପ୍ରଶାସନ ପାଇଁ…

ବଢୁଛି ତାତି: ପକ୍ଷୀ ରାହା ଖୋଜୁଛନ୍ତି

ମହାକାଳପଡ଼ା, ୩ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ତଟ ସଂଲଗ୍ନ ସବୁଜିମା ଭରା ହେନ୍ତାଳ ଜଙ୍ଗଲରେ ବସା ବାନ୍ଧି ବସବାସ କରୁଥିବା ବିଭିନ୍ନ ପ୍ରଜାତିର ପକ୍ଷୀମାନଙ୍କ ପାଇଁ ଏବେ ଜଳକଷ୍ଟ ପ୍ରମୁଖ କାରଣ ପାଲଟିଛି। କାରଣ ଗହୀରମଥା…

ସାଙ୍ଗଙ୍କ ଯୌନାଙ୍ଗ କାଟି ସାଙ୍ଗ ଫେରାର

କେନ୍ଦ୍ରାପଡ଼ା ଅଫିସ,୨ା୪: କେନ୍ଦ୍ରାପଡ଼ା ଜିଲା ରାଜନଗର ପେଣ୍ଠ ବେଳାଭୂମିରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗଙ୍କ ଯୌନାଙ୍ଗ କାଟି ସାଙ୍ଗ ଫେରାର ହୋଇଯାଇଥିବା ବେଳେ ରକ୍ତାକ୍ତ ଅବସ୍ଥାରେ ବେଳାଭୂମିରେ ପଡ଼ିରହିଥିବା ପଟ୍ଟାମୁଣ୍ଡାଇ ବାଲିପାଟଣା ଗାଁର ଭାଗବତ ଦାସଙ୍କୁ ଗ୍ରାମବାସୀ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?