କେନ୍ଦ୍ରାପଡ଼ା

ସଂଯୋଗୀକରଣ ରାସ୍ତା କାର୍ଯ୍ୟ ସରୁନି

କେନ୍ଦ୍ରାପଡ଼ା ଅଫିସ,୨୩ା୩: କେନ୍ଦ୍ରାପଡ଼ା ଜିଲାରେ ୩ଦିନ ଧରି ପଶ୍ଚିମା ଝଡ଼ ହେଉଛି। ଜିଲାର ୯ ବ୍ଲକରେ ହାରାହାରି ବର୍ଷା ପରିମାଣ ୪୧.୪ ମିଲିମିଟର ଥିବା ବେଳେ ମୋଟ ୩୭୩ ମି.ମି. ବର୍ଷା ହୋଇଥିବା ରେକର୍ଡ ହୋଇଛି। ଏହି ଝଡ଼ବର୍ଷାରେ ଫସଲ ସହିତ…

ଅସରାଏ ବର୍ଷାରେ ରାସ୍ତାକଡ଼ ମାଟି ଧସିଲା

ପଟ୍ଟାମୁଣ୍ଡାଇ,୨୩ା୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପୂର୍ତ୍ତ ବିଭାଗ ଡିଭିଜନ-୧ ପକ୍ଷରୁ ପଟ୍ଟାମୁଣ୍ଡାଇ-ରାଜନଗର ଦକ୍ଷିଣପାର୍ଶ୍ୱ ବନ୍ୟା ବନ୍ଧ ପ୍ରଶସ୍ତିକରଣ ଓ ସୁଦୃଢିକରଣ କାର୍ଯ୍ୟ ଚାଲିଛି। ନିମ୍ନମାନର କାମ ଯୋଗୁ ଅସରାଏ ବର୍ଷାରେ ରାସ୍ତା ପାର୍ଶ୍ୱ ମାଟି ଧୋଇ ହୋଇଯାଇଛି। ପଟ୍ଟାମୁଣ୍ଡାଇ କେନାଲ ପୋଲଠାରୁ ଅଳଭା…

ମଣ୍ଡିରେ ପଡ଼ି ରହିଛି ଚାଷୀଙ୍କ ଧାନ

କେନ୍ଦ୍ରାପଡ଼ା ଅଫିସ, ୨୨।୩: କେନ୍ଦ୍ରାପଡ଼ା ଜିଲାର ଧାନମଣ୍ଡିରେ ଏବେ ଭିଡ ଅଧିକ ହୋଇଛି। ସରକାରୀ ମଣ୍ଡି ବନ୍ଦ ହେବାକୁ ମାର୍ଚ୍ଚ ମାସର ହାତଗଣତି ଦିନ ବାକି ରହିଥିବାରୁ ଚାଷୀ ବ୍ୟସ୍ତ ହୋଇପଡ଼ିଛନ୍ତି। ଟୋକନ ନାହିଁ, ଅପେକ୍ଷା କର ବୋଲି ସମିତି କାର୍ମକର୍ତ୍ତା…

ମାର୍ଶାଘାଇରେ କାଳବୈଶାଖୀର ତାଣ୍ଡବ

ମାର୍ଶାଘାଇ,୨୨।୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୨ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାଳବୈଶାଖୀର ତାଣ୍ଡବ ସାଙ୍ଗକୁ କୁଆପଥର ବର୍ଷା ହୋଇଯାଇଛି। ପ୍ରବଳ ପବନ ଯୋଗୁ ବ୍ଲକ ଅନ୍ତର୍ଗତ ଦରବଛା ନିକଟରେ ଥିବା ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ଗାଡ଼ିଟି…

ପାନୀୟ ଜଳ ସମସ୍ୟା ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୨୧ା୩:ଖରା ପାଇଁ ନଦୀ ନାଳ ଶୁଖିଲା ପଡ଼ିଛି। ଅଚଳ ନଳକୂପର ମରାମତି ହେଉନାହିଁ। ଗ୍ରାମକୁ ଏବେ ବି ପାଇପ ଯୋଗେ ପାନୀୟ ପାଣି ଯୋଗାଇ ଦିଆଯାଇନାହିଁ। ଏପରି ବହୁ ଅଭିଯୋଗ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ସୋମବାର ଆୟୋଜିତ…

ଶୁଷ୍କ ଗୋବରୀ ନଦୀ ଜମି ଜବରଦଖଲ ବଢ଼ୁଛି

ପଟ୍ଟାମୁଣ୍ଡାଇ,୨୦ା୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଶୁଷ୍କ ହୋଇଯିବାରୁ ଜବରଦଖଲକାରୀମାନେ ନଦୀ କିସମ ଜମିକୁ ଜବରଦଖଲ କରି ଘରଦ୍ୱାର କରିବାରେ ଲାଗିପଡ଼ିଛନ୍ତି। ଏହି ନଦୀ ୧୫ ଦଶନ୍ଧି ପୂର୍ବରୁ ଚିରସ୍ରୋତା ସହ ନୌକା ଚଳାଚଳ…

ରିଚାର୍ଜ ପିଟ୍‌ ପ୍ରକଳ୍ପରେ ଅନିୟମିତତା

ପଟ୍ଟାମୁଣ୍ଡାଇ,୧୯।୩ (ଡି.ଏନ.ଏ.): ଦିନକୁ ଦିନ କମିବାରେ ଲାଗିଛି ଭୂତଳ ଜଳସ୍ତର । ସେହି ଜଳକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଜଳ ଅମଳ ପ୍ରକଳ୍ପ ଭଳି କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଉଛନ୍ତି ା ସେଥିପାଇଁ ଭୂତଳ ଜଳକୁ କିପରି ସଂରକ୍ଷିତ ରଖାଯିବ ସେନେଇ…

କୁମ୍ଭୀର ଆକ୍ରମଣରେ ମହିଳା ମୃତ

ମହାକାଳପଡ଼ା,୧୯।୩ (ଡି.ଏନ୍‌.ଏ.): କୁମ୍ଭୀର ଆକ୍ରମଣରେ ଶନିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ା ଅନ୍ୟ ୩ ମହିଳା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାଶି ଗଁା ୬ନଂ. ୱାର୍ଡର କୌଶଲ୍ୟା ମଣ୍ଡଳ(୪୨)। ତାଙ୍କ ସହିତ…

ଭିତରକନିକା ଭିତ୍ତିଭୂମିର ବିକାଶ ପାଇଁ ୫୯ କୋଟି ମଞ୍ଜୁର

କେନ୍ଦ୍ରାପଡ଼ା ଅଫିସ/ରାଜନଗର,୧୮ା୩ (ଡି.ଏନ୍‌.ଏ.): ଭିତରକନିକାକୁ ବିଶ୍ୱଦରବାରରେ ଅଧିକ ପରିଚିତ କରାଇବା ସହ ଏହାର ଭିତ୍ତିଭୂମି ଏବଂ ଇକୋ ଟୁରିଜମ୍‌ର ବିକାଶ ପାଇଁ ରାଜ୍ୟ ସରକାର ପ୍ରକୃତି ଓ ପରିବେଶ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ୱାରୋପ କରିବା ସହ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ…

ପ୍ରଥମେ ସ୍ଥାୟୀ ଜମି ପଟ୍ଟା ଦିଅ, ତା’ପରେ ଶିଳ୍ପ କର

ମହାକାଳପଡ଼ା,୧୭ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା ହେବା ନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଗୁରୁବାର ପୂର୍ବାହ୍ନରେ ଏକ ମୃତ୍ତିକା ଖନନ ଟିମ୍‌ ସହ ସ୍ଥାନୀୟ ତହସିଲଦାର ମାନସ କୁମାର ତ୍ରିପାଠୀ, ଜମ୍ବୁ ସାମୁଦ୍ରିକ…

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ଅପହରଣ ଉଦ୍ୟମ

ପଟ୍ଟାମୁଣ୍ଡାଇ, ୧୭ା୩(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଛାତ୍ରୀ କାର କାଚ ଭାଙ୍ଗି ଅପହରଣକାରୀଙ୍କ କବଳରୁ ଖସି ଆସିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟା୧୫ରେ ଏହି ଘଟଣା ଘଟିଛି। ଦୁର୍ବୃତ୍ତମାନେ ଏକ…

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌, ୧୮ ଘଣ୍ଟାରେ ଖସିପଡ଼ିଲା ସ୍ଲାବ୍‌

କେନ୍ଦ୍ରାପଡ଼ା ଅଫିସ,୧୬ା୩: କେନ୍ଦ୍ରାପଡ଼ା ସହର ତିନିମୁହାଣୀ ଛକ ନିକଟ ନିର୍ମାଣାଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲ ବୁଧବାର ଭୁଶୁଡି ପଡିଛି। ଏହି ଦୁର୍ଘଟଣାରୁ କାର୍ଯ୍ୟରତ ଶ୍ରମିକମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ସେହିପରି ରାସ୍ତାଠାରୁ ପ୍ରାୟ ୧୦୦ ମିଟର ଦୂରରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?