ନିର୍ମାଣାଧୀନ ବାତ୍ୟା ଆଶ୍ରୟସ୍ଥଳ ନିମ୍ନମାନର ଅଭିଯୋଗ
ଡେରାବିଶ,୩୧ା୧୦(ସ୍ବ.ପ୍ର.): ବାତ୍ୟା, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସାଧାରଣ ଲୋକ ଓ ଗୃହପାଳିତ ପଶୁଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି। ହେଲେ ନିର୍ମାଣ ଚାଲିଥିବା ବତ୍ୟା ଆଶ୍ରୟସ୍ଥଳ ନିମ୍ନମାନର ହେଉଥିବା…
ବିଷାକ୍ତ ହେଉଛି ମହାନଦୀ, ମିଳୁନି ମାଛ
ମହାକାଳପଡ଼ା,୩୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ପାରମ୍ପରିକ ମତ୍ସ୍ୟଜୀବୀମାନେ ପୂର୍ବରୁ ମହାନଦୀ ଓ ଶାଖା ନଦୀଗୁଡ଼ିକରେ ଜାଲ ବସାଇ ବିପୁଳ ଦେଶୀ ମାଛ ମାରି ପରିବାର ପ୍ରତିପୋଷଣ କରୁଥିଲେ। ଏବେ ମହାନଦୀରେ ପାରାଦୀପ ଅଞ୍ଚଳର ଶିଳ୍ପ କାରଖାନାର ବର୍ଜ୍ୟଜଳ…
ଜରାଜୀର୍ଣ୍ଣ ବାତ୍ୟା ଆଶ୍ରୟସ୍ଥଳ, ତଟବନ୍ଧର ସୁରକ୍ଷା ଚିନ୍ତା
ପଟ୍ଟାମୁଣ୍ଡାଇ,୩୦।୧୦(ସ୍ବ.ପ୍ର.): ୧୯୯୯ ଅକ୍ଟୋବର ୨୯ ମହାବତ୍ୟାକୁ ୨୩ ବର୍ଷ ା ଆଜି ବି ଲୋକେ ଭୁଲି ପାରିନାହାନ୍ତି ସେଦିନ ା ସମୁଦ୍ରର ବିଶାଳ ଢ଼େଉ ,୩୦୦ କିମି ବେଗରେ ବହୁ ଥିବା ପବନରେ ଲୋଟି ଯାଉଥିଲା ବହୁ ମହାଦ୍ରୁମ ା ଏଥିରେ…
ବଦଳିନି ଆଦିବାସୀ ଅଧ୍ୟୁଷିତ ସାନ୍ତାଳପଡ଼ାର ଚିତ୍ର
ମହାକାଳପଡ଼ା,୨୯ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆର ସାନ୍ତାଳପଡ଼ା ଗାଁ ସମୁଦ୍ର ଆଁରେ ରହିଛି। ଅବହେଳିତ ସାନ୍ତାଳପଡ଼ାରେ ୧୯୯୯ ମହାବାତ୍ୟା ତାଣ୍ଡବ ରଚିଥିଲା। ସମୁଦ୍ର ଜୁଆରରେ ୧୫ରୁ ଅଧିକ ଲୋକଙ୍କ ଜୀବନ ସମୁଦ୍ର ଗର୍ଭରେ…
କୃଷ୍ଣଚନ୍ଦ୍ର ସଂସ୍କୃତ ମହିଳା ମହାବିଦ୍ୟାଳୟରେ ଅନିୟମିତତା
ଡେରାବିଶ, ୨୯ା୧୧(ସ୍ବ.ପ୍ର.): ଡେରାବିଶ ବ୍ଲକ ଯଅଁରାବାରିମୂଳ ପଞ୍ଚାୟତ ଭିତରବମ୍ପୁଠାରେ ଥିବା କୃଷ୍ଣଚନ୍ଦ୍ର ସଂସ୍କୃତ ମହିଳା ମହାବିଦ୍ୟାଳୟରେ ବ୍ୟାପକ ଅନିୟମିତତା ନେଇ ଶୁକ୍ରବାର ଉପଜିଲାପାଳଙ୍କ ନିକଟରେ ଅଧ୍ୟୟନରତ ଛାତ୍ରୀଙ୍କ ଅଭିଭାବକ, ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ଚେଷ୍ଟାରେ…
ବିପର୍ଯ୍ୟୟ ପରିଚାଳନା ପାଇଁ ଭିତ୍ତିଭୂମି ଆବଶ୍ୟକ
କେନ୍ଦ୍ରାପଡ଼ା ଅଫିସ, ୨୯ା୧୦: ସାମୁଦ୍ରିକ ଝଡ଼ ଅଥବା ଅକ୍ଟୋବର ୨୯ ତାରିଖ ଆସିଲେ, ୨୩ ବର୍ଷର ପୂର୍ବ ମହାବାତ୍ୟା ମନେପଡ଼େ। ୧୯୯୯ର ଏହି ମହାବାତ୍ୟାରେ ରାଜ୍ୟର ୧୪ ଜିଲାରେ ସମୁଦ୍ରକୂଳଠାରୁ ପ୍ରାୟ ୧୫୦ କିଲୋମିଟର ଆଭ୍ୟନ୍ତର ଅଞ୍ଚଳରେ ପ୍ରବଳ ବର୍ଷା ସହ…
ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ ଦରମା ବାଟମାରଣା
ଡେରାବିଶ ୨୮ା୧୦(ସ୍ବ.ପ୍ର.): ନିଯୁକ୍ତି ଦେଇଥିବା ଆଉଟସୋର୍ସିଂ ଠିକା ସଂସ୍ଥା ଦ୍ୱାରା ହରିଦାସପୁର-ପାରାଦୀପ ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମକଙ୍କ ଦରମା ବାଟମାରଣା ଓ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ ହୋଇଛି। ଡେରାବିଶ ଅଞ୍ଚଳର କେତେଜଣ ଯୁବକ ଏଥିରେ ନିୟୋଜିତ ହୋଇଥିବାବେଳେ…
ବିଦେଶରେ ଚାକିରି ଦେବାକୁ କହି ଏଜେଣ୍ଟ ଠକି ନେଲେ ଟଙ୍କା
ଆଳି,୨୮ା୧୦(ଡି.ଏନ.ଏ.): ବିଦେଶରେ ଚାକିରି କରାଇ ଦେବାକୁ କହି ୩୦ରୁ ଊର୍ଦ୍ଧ୍ୱ ଯୁବକଙ୍କ ନିକଟରୁ ୩୦ ଲକ୍ଷରୁ ଅଧିକ ଟଙ୍କା ନେଇ ଏଜେଣ୍ଟ ଫେରାର ହୋଇଯିବା ପରେ ଯୁବକମାନେ ଆଳି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଠକେଇରେ ଶିକାର ହୋଇଥିବା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ…
ହଜିଗଲାଣି ମୁକ୍ତା ଯୋଜନାର ପ୍ରକଳ୍ପ
ପଟ୍ଟାମୁଣ୍ଡାଇ,୨୮ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କରୋନା ସମୟରେ ଲୋକଙ୍କ ସହ ଶ୍ରମିକ ଶ୍ରେଣୀର ଲୋକେ ବେଶୀ ପ୍ରଭାବିତ ହୋଇଥିଲେ। ବିଭିନ୍ନ ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଘରକୁ ବାହୁଡି ଥିଲେ। ଏଠାରେ ମଧ୍ୟ କାମ ନ ମିଳିବାରୁ ଲୋକେ…
ଜୁନ୍ରୁ ମିଳୁନି ଗହମ, ରାଶନ ହିତାଧିକାରୀ ହତାଶ
କେନ୍ଦ୍ରାପଡ଼ା ଅଫିସ, ୨୮ା୧୦: ପରିବର୍ତ୍ତିତ ଖାଦ୍ୟ ସାରଣୀରେ ଅଟା ଏବେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଧନୀଠାରୁ ଗରିବ ପର୍ଯ୍ୟନ୍ତ ସମସ୍ତେ ଏବେ ଗହମ ଉପରେ ନିର୍ଭର କରୁଛନ୍ତି। ଏହା ଛଡା ଡାଇବେଟିସ ରୋଗୀଙ୍କ ନିତ୍ୟ ଆହାରରେ ରୁଟି ପ୍ରମୁଖ ଅଙ୍ଗ…
ଆର୍ଦ୍ରଭୂମି ସୁରକ୍ଷାରେ ଡ୍ରୋନ୍ ବ୍ୟବହାର କର: ହାଇକୋର୍ଟ
କେନ୍ଦ୍ରାପଡ଼ା ଅଫିସ,୨୭।୧୦: ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରେ ଡ୍ରୋନ୍ ବ୍ୟବହାର ହେବ। ଏହି ଆର୍ଦ୍ରଭୂମି ପରିବେଶକୁ ନଷ୍ଟ କରୁଥିବା ଚିଙ୍ଗୁଡି ଘେରି ସହ ତଟକ୍ଷୟ ସମ୍ପର୍କରେ ତଥ୍ୟ ମିଳିବ। ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ସହ ବନ୍ୟ…
ବ୍ରାହ୍ମଣୀ ନଦୀରେ ବାରମ୍ବାର ଭୁଶୁଡୁଛି ସ୍ପର
ପଟ୍ଟାମୁଣ୍ଡାଇ, ୨୭ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଜଳ ସମ୍ପଦ ବିଭାଗ ପକ୍ଷରୁ ବ୍ରାହ୍ମଣୀ ନଦୀର ପାଳପାଟଣା, କଦମ୍ବଦାଣ୍ଡି ଓ ଉତିକୋଣ ଘେରି ବନ୍ଧ ହୋଇଥିବା ପଥର ପ୍ୟାକିଂ କାମ ନିମ୍ନମାନର ହୋଇଥିବା ଅଭିଯୋଗ ହେଉଛି। କେଉଁଠି କାମ ଅଧାପନ୍ତିରିଆ ହୋଇ ବିଲ୍…
Archives


