କେନ୍ଦ୍ରାପଡ଼ା

ବିଶ୍ୱ ପ୍ରସିଦ୍ଧ ଗହୀରମଥା ମହୋତ୍ସବ ଦାବି ଜୋର ଧରିଲା

ମହାକାଳପଡ଼ା,୧୫ା୩(ଡି.ଏନ.ଏ.):ବିଶ୍ୱପ୍ରସିଦ୍ଧ ଗହୀରମଥାରେ ମହୋତ୍ସବ ପାଳନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦାବି ଜୋର ଧରିଛି। ବିଶେଷକରି କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ଓ ବନ ବିଭାଗ ପକ୍ଷରୁ ରାଜନଗର ବ୍ଲକ ଅଧୀନ ନଳିତାପାଟିଆରେ ବିଶ୍ୱ ପ୍ରସିଦ୍ଧ ଭିତରକନିକା ମହୋତ୍ସବ ପାଳନ…

ପଲିଥିନ୍‌ ବ୍ୟବହାର ବଢ଼ୁଛି, ପ୍ରଶାସନ ନୀରବ

ପଟ୍ଟାମୁଣ୍ଡାଇ,୧୬ା୩(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଆଖପାଖ ଅଞ୍ଚଳରେ ପଲିଥିନ୍‌ ଏବଂ ଥର୍ମୋକୁଲ ବ୍ୟବହାର ଦିନକୁଦିନ ବଢ଼ିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ବଜାର ଡେଲି ମାର୍କେଟ, କଲେଜ ରୋଡ ଓ ରାଧାରମଣ ମଠ ନିକଟରେ ବ୍ୟବହାର କରାଯାଇଥିବା କୁଢ଼କୁଢ଼ ପଲିଥିନ ଗ୍ଲାସ ଓ…

ଭୁଶୁଡି ଗଲା ନିର୍ମାଣଧୀନ ପୋଲବାଡା, ଅଳ୍ପକେ ବଞ୍ଚିଲେ ଶ୍ରମିକ

କେନ୍ଦ୍ରାପଡା ଅଫିସ,୧୫।୩: କେନ୍ଦ୍ରାପଡା ସହର ତିନିମୁହାଣୀ ଛକ ନିକଟ ନିର୍ମାଣଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲବାଡା ବୁଧବାର ଭୁଶୁଡି ପଡ଼ିଛି। ଏହି ସମୟରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୂର୍ତ୍ତ ବିଭାଗ ଅଧିନ ଏହି ପୋଲ ଗତ ୨…

ରାମଚଣ୍ଡୀ ବିଦ୍ୟାନିକେତନ: ଶ୍ରାଦ୍ଧବାର୍ଷିକ ଉତ୍ସବକୁ ନେଇ ବିବାଦ

ଡେରାବିଶ,୧୫ା୩ (ସ୍ବ.ପ୍ର.): ଡେରାବିଶ ବ୍ଲ୍ଳକ ଅଧୀନ ଛୋଟି ଗଁାସ୍ଥିତ ରାମଚଣ୍ଡୀ ବିଦ୍ୟାନିକେତନରେ ବୁଧବାର ପବିତ୍ର କୁମାର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଓ ଛାତ୍ରୀଛାତ୍ରଙ୍କୁ ମେଧାବୃତି କାର୍ଯ୍ୟକ୍ରମ ପାଇଁ ତାଙ୍କ ପରିବାର ପକ୍ଷରୁ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ବିରୋଧ କରି ଡେରାବିଶ…

ଭୋଟର ବିକଳ୍ପ ଖୋଜିଲେଣି

କେନ୍ଦ୍ରାପଡ଼ା ଅଫିସ, ୧୫ା୩: ସାଧାରଣ ନିର୍ବାଚନକୁ ଆହୁରି ବର୍ଷେ ସମୟ ଅଛି। ଏହା ପୂର୍ବରୁ କେନ୍ଦ୍ରାପଡ଼ା ଜିଲା ରାଜନୀତି ଚଳଚଞ୍ଚଳ ହୋଇଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ପକ୍ଷରୁ ସ୍ଥାନୀୟ ସମସ୍ୟାକୁ ପ୍ରସଙ୍ଗ କରି ଭୋଟରଙ୍କ ମନ ଜିଣିବାକୁ ଚେଷ୍ଟା…

ଗହୀରମଥାରେ ୪ ଦିନରେ ୫ ଲକ୍ଷ ୪ ହଜାର ଅଣ୍ଡାଦାନ

ରାଜନଗର, ୧୪/୩(ଡି.ଏନ.ଏ.):କଇଁଛ ଅନ୍ତୁଡିଶାଳା ଗହୀରମଥାରେ ଏବେ ମା’ ଅଲିଭ୍‌ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଛି। ଲକ୍ଷାଧିକ ମା’ କଇଁଛ ଗହୀରମଥାର ବିଭିନ୍ନ ଦ୍ୱୀପ ଓ ବିସ୍ତୀର୍ଣ୍ଣ ବେଳାଭୂମିରେ ଅଣ୍ଡାଦାନ କରୁଛନ୍ତି। ଗହୀରମଥାରେ ସମୂହ ଅଣ୍ଡାଦାନରେ ସାମିଲ ହେଉଥିବା କଇଁଛଙ୍କ ଗତିବିଦ୍ଧି ଜାଣିବାକୁ…

ମାଷ୍ଟର ପ୍ଲାନ୍‌ ଅପେକ୍ଷାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା ଅଫିସ, ୧୪ା୩:ମାତ୍ର ୧୪ଟି ଗଁାକୁ ନେଇ ୧୫୪ ବର୍ଷ ପୂର୍ବେ କେନ୍ଦ୍ରାପଡ଼ା ପୌରାଞ୍ଚଳ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ ହୋଇଛି। ତେବେ କୌଣସି ମାଷ୍ଟର ପ୍ଲାନ୍‌ ନ ଥିବାରୁ ପ୍ରକଳ୍ପଗୁଡ଼ିକର ଉପଯୋଗିତା ରହୁନାହିଁ।…

ଟ୍ରେକରରେ ଯାତ୍ରୀ ପରିବହନ, କାର୍ଯ୍ୟାନୁଷ୍ଠାନ ଶୂନ

ପଟ୍ଟାମୁଣ୍ଡାଇ,୧୪ା୩(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଟ୍ରେକରରେ ଯାତ୍ରୀ ପରିବହନ ହେଉଛି। ରାସ୍ତାରେ ଗଡୁଥିବା ଟ୍ରେକରଗୁଡ଼ିକ ବିନା କାଗଜପତ୍ରରେ ଚାଲୁଥିବା ଅଭିଯୋଗ ହେଉଛି। ଟ୍ରେକରରେ ଯାତାୟତ କରୁଥିବା ଯାତ୍ରୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉନାହିଁ। ଗାଡ଼ିଗୁଡିକ ବେଆଇନ ଭାବେ ଯାତାୟତ କରୁଥିବାରୁ ସରକାରୀ ତହବିଲକୁ କର…

ଜଳାଶୟ ଶୁଖୁଛି, ବଢ଼ୁଛି ଜଳ ସଙ୍କଟ

ପଟ୍ଟାମୁଣ୍ଡାଇ, ୧୪ା୩(ସ୍ବ.ପ୍ର.):ମାର୍ଚ୍ଚ ଆରମ୍ଭରୁ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ଏହାର ପ୍ରତିକାର ପାଇଁ ଚିନ୍ତା କରାଯାଉନାହିଁ। ବ୍ୟାପକ ବୃକ୍ଷରୋପଣ, ଜଳାଶୟ ପୁନରୁଦ୍ଧାର ଆଦି କରାଗଲେ ତାପମାତ୍ରା କମ୍‌ ଅନୁଭୂତ ହେବ ବୋଲି ପ୍ରତିବର୍ଷ ଦାବି ହୋଇଆସୁଛି।…

ନାଳିଆ ଘାସ ବୃତ୍ତିଧାରୀଙ୍କୁ ପ୍ରୋତ୍ସାହନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୪ା୩:ନାଳିଆ ଘାସରେ ତିଆରି ଟୋକେଇ, ପାଛିଆ, ନାଳିଆ, ସେର, କୁଞ୍ଚା, ମାଣ, ଟୁକୁଲି ଆଦି ପ୍ରତ୍ୟେକଙ୍କ ଘରେ ପରିଚିତ। ପ୍ରାୟ ୫୦ବର୍ଷ ଧରି ଏହି ହସ୍ତଶିଳ୍ପ କୌଳିକ ବୃତ୍ତି ହୋଇ ରହିଆସିଛି। ଏଥିରେ ଆର୍ଥିକ ସଶକ୍ତୀକରଣ ଦିଗ ଆସିବା…

ଇଟାଭାଟି ଧୂଆଁରେ ଅଞ୍ଚଳବାସୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୩ା୩(ସ୍ବ.ପ୍ର.):ଚଳିତ ବର୍ଷ ମାର୍ଚ୍ଚ ଆରମ୍ଭରୁ ତାତି ଅସହ୍ୟ ହେଲାଣି । ସର୍ବୋଚ୍ଚ ତାପମାତ୍ର ୩୮ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଲାଣି ା ଆଗାମୀ ଦିନରେ ତାହା ଭୟଙ୍କର ହେବ ବୋଲି ପରିବେଶବିତ୍‌ମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି ା ତାତିର ଏହି ଭୟଙ୍କର ରୂପ…

ବଢ଼ୁଛି ପରିସୀମା, ମିଳୁନାହିଁ ମୌଳିକ ସେବା

କେନ୍ଦ୍ରାପଡ଼ା ଅଫିସ, ୧୩ା୩:ଗତ ୧୦ ତାରିଖରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ୧୫୫ ବର୍ଷରେ ପାଦ ଥାପିଛି ା ହେଲେ ରାଜ୍ୟର ଅନ୍ୟ ସହର ପରି ଏହି ସହର ବିକଶିତ ହୋଇ ପାରିନାହିଁ। ମୌଳିକ ସମସ୍ୟାର ସୁଧାର ସହ କେନ୍ଦ୍ରାପଡ଼ା ରାଜ୍ୟର ୧ ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?