କେନ୍ଦ୍ରାପଡ଼ା

ନାମକୁ ମାତ୍ର ନିଷିଦ୍ଧାଞ୍ଚଳ ଘୋଷଣା

କେନ୍ଦ୍ରାପଡ଼ା ଅଫିସ, ୨୭ା୧୦: ସମୁଦ୍ର ମଧ୍ୟରେ ମାଛ ହାଟ ହେଉଛି। ଟ୍ରଲର ମାଲିକମାନେ ସେଠାରୁ ମାଛ ନେଇ ଯାଉଛନ୍ତି । ଗହୀରମଥାରେ ମାଛ ମାରିବା କଟକଣା ସମୟରେ ସେଠାକୁ ଅବାଧ ପ୍ରବେଶ ଚାଲିଛି । ବନ କର୍ମଚାରୀ ଏଥିପାଇଁ ୮୦ ଲକ୍ଷ…

ବ୍ଲକ କଲୋନୀରୁ ୫ ଶିଶୁଗଛ କଟାକୁ ନେଇ ଉତ୍ତେଜନା

ପଟ୍ଟାମୁଣ୍ଡାଇ, ୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନୀ ମଧ୍ୟରେ ମୂଲ୍ୟବାନ ଶିଶୁଗଛ କଟା ଯାଇଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହାର ବିହିତ କାର୍ଯ୍ୟନୁଷ୍ଠାନ ନେବାକୁ ନଗର କଂଗ୍ରେସ ପକ୍ଷରୁ ଦାବି ହୋଇଛି। ପ୍ରାୟ ୫ଟି ମୂଲ୍ୟବାନ ଶିଶୁଗଛ…

କେନ୍ଦ୍ରାପଡ଼ାରେ ଡେରା ପକାଇଛି କେରଳ ବସ୍‌

କେନ୍ଦ୍ରାପଡ଼ା ଅଫିସ, ୨୬ା୧୦: ଦୀପାବଳି ପର୍ବ ଶେଷ ହୋଇନାହିଁ। କେନ୍ଦ୍ରାପଡ଼ା ଜିଲାର ଗଣପର୍ବରେ ସାମିଲ ହେବାକୁ ପ୍ରବାସରୁ ଆସିଥିବା ଶ୍ରମିକ କର୍ମସ୍ଥଳକୁ ବାହୁଡିଲେଣି। ଏଥିପାଇଁ ବିଭିନ୍ନ ରାଜ୍ୟରୁ ବସ ଆସି ଜିଲାର ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ରାଜକନିକା ଆଦି ବ୍ଲକ ଅଞ୍ଚଳରେ…

ଉପକୂଳ ପାଲଟିଛି ନକଲି ବ୍ୟବସାୟୀଙ୍କ ଚରାଭୂଇଁ

ମହାକାଳପଡ଼ା,୨୪ା୧୦ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବହୁସଂଖ୍ୟାରେ ନକଲି ବ୍ୟବସାୟୀ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ ହେଉଛି। ବ୍ଲକର ଉପାନ୍ତ ଅଞ୍ଚଳରେ ଖୁଲୁମଖୁଲା ଭାବେ ବାହାର ଦେଶ ଓ ବାହାର ରାଜ୍ୟର ବହୁ ବେଆଇନ ବେପାରୀ ବିଭିନ୍ନ…

ଆକାଶ ମେଘାଚ୍ଛନ୍ନ, ଡରାଉଛି ବାତ୍ୟା

କେନ୍ଦ୍ରାପଡ଼ା ଅଫିସ, ୨୪ା୧୦:କେନ୍ଦ୍ରାପଡ଼ା ଜିଲାରେ ରବିବାର ଅପରାହ୍ନରୁ ଆକାଶ ମେଘାଚ୍ଛନ୍ନ ରହିଛି। ସାମୁଦ୍ରିକ ଝଡକୁ ନେଇ ବିପଦ ନ ଥିବା ପାଣିପାଗ ବିଭାଗର ସୂଚନା ସତ୍ତ୍ୱେ କେନ୍ଦ୍ରାପଡ଼ା ତଟାଞ୍ଚଳବାସୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ବାତ୍ୟା ସମ୍ପର୍କରେ ସତର୍କତା ଅବଲମ୍ବନ ପାଇଁ ସଚେତନତା…

ସୁରକ୍ଷା ଖୋଜୁଛି ସୁରକ୍ଷାକବଚ

ଭୁବନେଶ୍ୱର(ବ୍ୟୁରୋ)/ରାଜନଗର, ୨୪।୧୦(ଡି.ଏନ୍‌.ଏ):ହେନ୍ତାଳ ହେଉଛି ଲବଣ ପ୍ରତିରୋଧୀ ପ୍ରଜାତିର ବୃକ୍ଷ, ଯାହାକି ସମୁଦ୍ର ଉପକୂଳ ଏବଂ ନଦୀ ମୁହାଣରେ ଥିବା ଆର୍ଦ୍ର ଅଞ୍ଚଳରେ ଦେଖିବାକୁ ମିଳିଥାଏ। ଏହା ବାତ୍ୟା, ଜୁଆର ସମୟରେ ମାଡ଼ି ଆସୁଥିବା ସମୁଦ୍ର ପାଣିରୁ ଉପକୂଳକୁ ସୁରକ୍ଷା ଦେଇଥାଏ। ସମୁଦ୍ର…

ବିଗୁଡୁଛି ଗହୀରମଥା ପରିବେଶ

କେନ୍ଦ୍ରାପଡ଼ା ଅଫିସ, ୨୩।୧୦: ଜାତୀୟ ଉଦ୍ୟାନ ଭିତରକନିକା ନିକଟ ହୁଇଲର ଦ୍ୱୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଶୁକ୍ରବାର ହୋଇଛି। ଦି ଡିଫେନ୍‌ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ (ଡିଆର୍‌ଡିଓ) ପକ୍ଷରୁ ଦୁଇମାସ ମଧ୍ୟରେ ଲଗାତର ମିଶାଇଲ ପରୀକ୍ଷଣ ଜାରି…

ବ୍ରାହ୍ମଣୀ ନଦୀପଠାରୁ ବେଆଇନ ମାଟିବାଲି ଉଠାଣ

ପଟ୍ଟାମୁଣ୍ଡାଇ,୨୨ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାରେ ୨ ବର୍ଷ ମଧ୍ୟରେ ୪ଟି ଏନ୍‌ଜିଟି (ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ) ମାମଲା ଜିଲା ପ୍ରଶାସନକୁ ଅଡୁଆରେ ପକାଉ ଥିଲେ ମଧ୍ୟ ବିଭିନ୍ନ ନଦୀ ସଇରାତରୁ ବାଲି ଉଠାଣ ହେଉଛି। ପରିବେଶ ମଞ୍ଜୁରୀ ପ୍ରତି କାହାରି ନିଘା ନ…

ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରିବାକୁ ଅନୁରୋଧ

ମହାକାଳପଡ଼ା, ୨୨ା୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ବାତ୍ୟା ଆଶଙ୍କାକୁ ନେଇ ବିଭିନ୍ନ ସ୍ଥାନରେ ଡାକବାଜି ଯନ୍ତ୍ର ଜରିଆରେ ଶୁକ୍ରବାର ପ୍ରଚାର କରାଯାଇଛି। ଆସନ୍ତା ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଅଶାନ୍ତ ରହୁଥିବା ସମୁଦ୍ର ଭିତରକୁ ଯିବା…

ଅନୁପ୍ରବେଶକାରୀଙ୍କ ତଥ୍ୟ ଦେବାକୁ ଥାନାକୁ ଚିଠି

ରାଜନଗର, ୨୧ା୧୦(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ସମୁଦ୍ର ଗର୍ଭରେ ଲୀନ ହୋଇଯିବା ପରେ ବିପନ୍ନ ଅଧିବାସୀଙ୍କୁ ବଗପାଟିଆଠାରେ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୫୭୧ ପରିବାରକୁ ଥଇଥାନ କରାଯାଇଥିଲା। ଏବେ ସାତଭାୟାର ଆଉ ୧୪୮ପରିବାରଙ୍କ ସହ ଭିତରକନିକା…

ହେନ୍ତାଳ, ଲୁଣା ଜଙ୍ଗଲ: ବାତ୍ୟାର ପ୍ରଭାବ କମ୍‌ ରହିବ

ମହାକାଳପଡା,୨୧ା୧୦(ଡି.ଏନ.ଏ.):ବଙ୍ଗୋପସାଗରରେ ଲଘୁଚାପଜନିତ ପ୍ରଭାବ ଓ ବାତ୍ୟାକୁ ମୁକାବିଲା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ରାପଡ଼ା ଜିଲା ବାତ୍ୟାପ୍ରବଣ ଅଞ୍ଚଳ ହୋଇଥିବାରୁ ଜିଲା ପ୍ରଶାସନ ଉପକୂଳ ତଳିଆ ଅଞ୍ଚଳର ବାସିନ୍ଦାମାନଙ୍କ ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ସେହିପରି ମହାକାଳପଡ଼ା ବ୍ଲକ…

ବିଦେଶରୁ ଘରକୁ ଆସୁଛି ଅଧିକ ଅର୍ଥ

କେନ୍ଦ୍ରାପଡା ଅଫିସ, ୨୧ା୧୦:ଆନ୍ତର୍ଜାତିକ ମୁଦ୍ରା ବିନିମୟ କ୍ଷେତ୍ରରେ ଟଙ୍କାର ଅବମୂଲ୍ୟାୟନ ବଢ଼ି ଚାଲିଛି। ଏହା ଭାରତୀୟ ଅର୍ଥନୀତି ଉପରେ ପ୍ରଭାବ ପକାଉଛି ବୋଲି ଅର୍ଥନୀତିଜ୍ଞମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଅପରପକ୍ଷରେ ଟଙ୍କାର ଏହି ଅବମୂଲ୍ୟାୟନ କେନ୍ଦ୍ରାପଡ଼ା ଜିଲାର ପ୍ରବାସୀ ଶ୍ରମିକଙ୍କ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri