ଦୋଳବିମାନ ଉପରକୁ ମାଡ଼ିଗଲା ଗାଡ଼ି: ୨ ମୃତ, ୬ ଆହତ
କେନ୍ଦ୍ରାପଡ଼ା ଅଫିସ, ୧୩ା୩: ଦୋଳବିମାନ କାନ୍ଧେଇ ଯାଉଥିବା ଲୋକଙ୍କ ଉପରକୁ ଏକ ପିକ୍ଅପ୍ ଭ୍ୟାନ୍ ମାଡ଼ିଯିବା ଯୋଗୁ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ବଡ଼ମେଡିକାଲରେ ଚିକିତ୍ସା କରାଯାଉଛି।…
ଗହୀରମଥାରେ ଅଲିଭ୍ ରିଡ୍ଲେଙ୍କ ସମୂହ ଅଣ୍ଡାଦାନ
ରାଜନଗର, ୧୨।୩(ଡି.ଏନ୍.ଏ.): ବିରଳ ଅଲିଭ୍ ରିଡ୍ଲେଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖରେ ୮୮ ହଜାର, ୧୦ ରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭ୍ ରିଡ୍ଲେ ମା’ କଇଁଛ…
ଗୁପ୍ତଚର ପାରାକୁ ନେଇ ଚିନ୍ତା
କେନ୍ଦ୍ରାପଡ଼ା ଅଫିସ, ୧୧ା୩: ଜଗତସିଂହପୁର ଜିଲା ପାରାଦୀପ ନିକଟ ସମୁଦ୍ରରେ ଗୁପ୍ତଚର ପାରା ଧରା ପଡିଛି। ପାରା, କ୍ୟାମେରାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ବୁଦ୍ଧିଜୀବୀମାନେ ଜାତୀୟ ଉଦ୍ୟାନର ସାମୁଦ୍ରିକ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା, ଜିଲାର ସମୁଦ୍ର ତଟାଞ୍ଚଳ…
ପ୍ଲାଷ୍ଟିକ୍ ଅଲିଭ ରିଡ୍ଲେଙ୍କ ପାଇଁ ବିପଦ ସାଜିଛି
କେନ୍ଦ୍ରାପଡା ଅଫିସ,୧୦ା୩:ରାଜନଗର ବ୍ଲକ ପେଣ୍ଠଠାରେ ସାଗରବେଳା ମହୋତ୍ସବ ଗତ ୩ ତାରିଖରୁ ୩ ଦିନ ଧରି ଅନୁଷ୍ଠିତ ହୋଇଥିଲା। ମହୋତ୍ସବ ସରିଯାଇଥିବା ବେଳେ ଏହି ପର୍ଯ୍ୟଟନ କ୍ଷେତ୍ରରେ ଆବର୍ଜନା କୁଢ଼ କୃଢ଼ ପଡ଼ି ରହିଛି; ଯାହା ପର୍ଯ୍ୟଟକଙ୍କ ପାଇଁ ବିରକ୍ତି ଆଣୁଥିବା…
୫୪ କୋଟି ଖର୍ଚ୍ଚ ପରେ ବି ପାଣି ମିଳୁନି
ପଟ୍ଟାମୁଣ୍ଡାଇ, ୧୦ା୩ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପିଇବା ପାଣି ଏବେବି ପ୍ରମୁଖ ସମସ୍ୟା ହୋଇ ରହିଛି। ସରକାର ଅମୃତ ଯୋଜନାରେ ବିଶୁଦ୍ଧ ପାଣି ଯୋଗାଣ ବାବଦରେ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। କେଉଁ ୱାର୍ଡରେ ପାଣି…
ହୋଲିରେ ଅଘଟଣ: ପାଣିରେ ବୁଡ଼ି ଦୁଇଭାଇଙ୍କ ଜୀବନ ଗଲା
କେନ୍ଦ୍ରାପଡ଼ା ଅଫିସ,୮ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ହୋଲିରେ ଏକ ଅଘଟଣ ଘଟିଛି। ରଙ୍ଗ ଖେଳି ସାରି ବ୍ରାହ୍ମଣୀ ନଦୀକୁ ଦୁଇ ଭାଇ ଗାଧୋଇବାକୁ ଯାଇ ବୁଡ଼ି ଯାଇଛନ୍ତି। କେଶପୁର ପଞ୍ଚାୟତ ମୂଷାଡିଆ ଗାଁର ୪୩ ବର୍ଷୀୟ ସୁଜିତ ଦାସ,…
ପାଣି ପାଇଁ ହରିଣ ଗାଁମୁହାଁ
ମହାକାଳପଡ଼ା,୭ା୩ (ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ଉପକୂଳ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଯୋଗୁ ଜନଜୀବନ ଓ ଜଙ୍ଗଲୀ ପ୍ରାଣୀ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମୁନ୍ଦେ ପାଣି ପାଇଁ ସୋମବାର ମହାକାଳପଡ଼ା ବନାଞ୍ଚଳ ଅଧୀନ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲର ପାରେଶ୍ୱରପୁର (ବାଲିଗଣ୍ଡ) ଜେନାସାହି ନିକଟରେ…
ରାସ୍ତାକଡରେ ମୁକୁଳା ପଡ଼ିଛି ଟ୍ରାନ୍ସଫରମର
ପଟ୍ଟାମୁଣ୍ଡାଇ,୫।୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରପରିଷଦ କାର୍ଯ୍ୟାଳୟ ନିକଟ ମଙ୍ଗଳା ମଣ୍ଡପ ପାଖ ବଜାରରେ ରହିଛି ୫୦୦ କେଭି ବିଶିଷ୍ଟ ବିଦ୍ୟୁତ୍ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି ବଜାରରେ ଥିବା ମଣ୍ଡପ ଘର ଆରଡି…
ମୁଖ୍ୟ ଜୀବିକାରେ ବାଧକ ଜଳସେଚନ
କେନ୍ଦ୍ରାପଡ଼ା ଅଫିସ, ୫।୩: କେନ୍ଦ୍ରାପଡ଼ା ଜିଲାର ୬୯ ପ୍ରତିଶତ ଅଧିବାସୀ କୃଷି ଉପରେ ନିର୍ଭରଶୀଳ ା ପରିବାର ପ୍ରତିପୋଷଣ ପାଇଁ ସେମାନେ ମୁଖ୍ୟତଃ କୃଷି ଉପରେ ନିର୍ଭର କରିଥିବା ବେଳେ ଚାଷ ଜମିର ଜଳସେଚନ ଓ ନିଷ୍କାସନ ପରିଚାଳନା ବାଧକ ହୋଇଛି…
ନଦୀବନ୍ଧରୁ ୫ ଫୁଟ ମାଟି ନେଇ ରାସ୍ତା ନିର୍ମାଣ
ପଟ୍ଟାମୁଣ୍ଡାଇ,୪ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବାଇପାସ ପାଖରୁ ବାହାରିଥିବା ପଟ୍ଟାମୁଣ୍ଡାଇ-ରାଜନଗର ଉତିକଣ ଘେରି ବନ୍ଧ ପୁରୁଣା ରାସ୍ତା ଅଞ୍ଚଳବାସୀଙ୍କ ପାଇଁ ଗୁରୁତ୍ୱ ବହନ କରେ। ରାସ୍ତା ନିର୍ମାଣ ଶେଷ ହୋଇ ନ ଥିବା ବେଳେ ପିଚୁ ଉଠି ଯାଉଛି। କୋଟି କୋଟି ଟଙ୍କାର ରାସ୍ତା…
ଅଣୁ, କ୍ଷୁଦ୍ର ଉଦ୍ୟୋଗକୁ ଅନୁମୋଦନ ମିଳୁଛି, ଋଣ ମିଳୁନି
ପଟ୍ଟାମୁଣ୍ଡାଇ, ୪ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ। ଉଦ୍ୟୋଗ ଭଳି କ୍ଷେତ୍ରରେ କେନ୍ଦ୍ରାପଡ଼ା ଜିଲା ଅଗ୍ରଣୀ ହୋଇପାରିନାହିଁ। ଉଦ୍ୟୋଗ କ୍ଷେତ୍ରରେ ଜିଲାକୁ ଆଗକୁ ବଢ଼ାଇବା ପାଇଁ ଯେଉଁ ସାମଗ୍ରୀକ ଚେଷ୍ଟା ଆବଶ୍ୟକ ତାହା ଦେଖିବାକୁ ମିଳିପାରୁନାହିଁ।…
ହଜାରେ ଅଣ୍ଡାରୁ ଗୋଟିଏକୁ ପୂର୍ଣ୍ଣ ଜୀବନ
କେନ୍ଦ୍ରାପଡା ଅଫିସ, ୪ା୩: ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ସଂଲଗ୍ନ ଗହୀରମଥା ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ୍ରିଡ୍ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ପୂର୍ଣ୍ଣିମା ତିଥି ମଧ୍ୟରେ ଅନୂକୂଳ ପବନ ଆସିଲେ ଗହୀରମଥା ନିଷିଦ୍ଧାଞ୍ଚଳରେ ସାମୂହିକ…

