ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ
ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ ସାନ୍ତାଳୀ ଗଁା ସଂଲଗ୍ନ ମୁଖ୍ୟ ରାସ୍ତାରେ ଶହ ଶହ ମଇଁଷି ଶୋଇଛନ୍ତି। ଫଳରେ…
ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ
ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ ବ୍ୟକ୍ତି ଭାସିଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଜଣଙ୍କୁ ଉଦ୍ଧାର କରାଯାଇଛି ଏବଂ…
ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ
ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ ଲମ୍ବା ବ୍ରିଟିଶ ନିର୍ମିତ କେନାଲ, ଜମ୍ବୁ ଲକ୍ଠାରେ ଗେଷ୍ଟ ହାଉସ୍ ଭଳି ଅନେକ…
ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ
ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ ବୁଡ଼ିଯାଇ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ…
ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…
ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ ଚନ୍ଦନ ଦାସ ଓରଫ ହାପି (୩୦)ଙ୍କ ମୃତଦେହ ତାଙ୍କ ଘର ସମ୍ମୁଖରୁ ହାତଗୋଡ଼…
ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ
ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ ମାର୍ଶାଘାଇ ପଞ୍ଚାୟତ ସରପଞ୍ଚ ଭାଗବତ ବେହେରାଙ୍କୁ ଗିରଫ କରିଛି। ମହିଳା ଡାକ୍ତର ଉପାଳି…
ଆଖଡ଼ାଶାଳୀ ସ୍ଲୁଇସ୍ କ୍ରୀକ୍ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍ଶୀଘ୍ର ହେବ…
ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା…
୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା
ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ ରାତିରେ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଅପହୃତାଙ୍କ ଅଜା ନାରାୟଣ…
ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍
ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ। ଗଁା ଠାକୁରାଣୀଙ୍କ ଜାଗାରେ ଛପର କରି ପରିବାର ପୋଷଣ କରନ୍ତି।…
ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ
ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ ଘେରା ଗଁାରେ ବନ୍ୟପ୍ରାଣୀ, ବିଷାକ୍ତ ସରୀସୃପ ପ୍ରବେଶ କରି ଧନ ଜୀବନ, ଜୀବିକା…
ପିଏମ୍ ସୂର୍ଯ୍ୟଘର ଯୋଜନା: ସବ୍ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି
କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କ୍ଷୋଭ ପ୍ରକାଶ କରିଥିଲେ। କଟକ ସଦର ବ୍ଲକ…
ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…
ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା ଓ କାଇତାଲା ରାଜସ୍ବ ମୌଜାର ୫୩୨ଜଣ ସ୍ବତ୍ୱାଧିକାରୀ ଜମି ମାଲିକଙ୍କୁ ପଟ୍ଟା ପ୍ରଦାନ…

