କେନ୍ଦ୍ରାପଡ଼ା

ଉଦ୍‌ଘାଟନକୁ ମାସେ ନ ପୂରୁଣୁ ସ୍ମାର୍ଟ ପାର୍କରେ ଅବ୍ୟବସ୍ଥା

ପଟ୍ଟାମୁଣ୍ଡାଇ,୧୦ା୧୦(ସ୍ବ.ପ୍ର.): ସହରୀ ଜୀବନରେ ବିନୋଦନ ପାଇଁ ସର୍ବାଧିକ ପସନ୍ଦର ସ୍ଥାନ ହେଉଛି ପାର୍କ। ବର୍ତ୍ତମାନର ଟେକ୍ନୋଲୋଜି ଯୁଗରେ ପାର୍କର ଚାହିଦା ଆଦୌ କମିନାହିଁ। ସକାଳେ ମର୍ନିଂ ୱାକ୍‌ ହେଉ କି ଅପରାହ୍ନରେ ହାଲ୍‌କା ପବନରେ କିଛି ସମୟ ନିରୋଳାରେ କାଟିବା ପାଇଁ…

ପ୍ଲାଷ୍ଟିକ୍‌ମୁକ୍ତ ଭାରତ ସ୍ଲୋଗାନ ପ୍ରହସନ

ପଟ୍ଟାମୁଣ୍ଡାଇ,୮ା୧୦(ସ୍ବ.ପ୍ର.): ଦେଶକୁ ଆବର୍ଜନାମୁକ୍ତ କରିବାକୁ କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିଲେ। ପରିବେଶକୁ ଦୂଷିତ କରୁଥିବା ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନମୁକ୍ତ କରିବା ପାଇଁ ସରକାର ଆଇନ ପ୍ରଣୟନ କରିବା ସହ ଜନସଚେତନତା ସୃଷ୍ଟି କରୁଛନ୍ତି। ରାଜ୍ୟ…

ବିଦ୍ୟାଳୟ ଗୃହ ସିଲିଂ ଭୁଶୁଡ଼ିଲା: ବର୍ତ୍ତିଲେ ଅଙ୍ଗନୱାଡି, ସ୍ବାସ୍ଥ୍ୟ କର୍ମୀ

ଡେରାବିଶ, ୮ା୧୦(ସ୍ବ.ପ୍ର.): ଡେରାବିଶ ବ୍ଲକ ଦାନପୁର ପଞ୍ଚାୟତ ଅନ୍ତର୍ଗତ ଗହଗା ନରସିଂହପୁର ଉପ୍ରା ବିଦ୍ୟାଳୟରେ ଶୁକ୍ରବାର ସମନ୍ବିତ ଶିଶୁ ବିକାଶ ଯୋଜନାର ‘ମମତା ଦିବସ’ ପାଳନ କରାଯାଉଥିଲା। ନରସିଂହପୁର ଗ୍ରାମରେ ଥିବା ଦୁଇ ଅଙ୍ଗନୱାଡି କେନ୍ଦ୍ରର କର୍ମୀ ଲକ୍ଷ୍ମୀପ୍ରିୟା ମଙ୍ଗରାଜ ଓ…

୨୪ ପୋଖରୀରୁ ପୋତିହେଲେଣି ୧୮

କେନ୍ଦ୍ରାପଡ଼ା ଅଫିସ, ୮ା୧୦: ରାଜ୍ୟର ଅଧିକାଂଶ ଜଳଉତ୍ସ ପ୍ରଦୂଷିତ। ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିକଟରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ପକ୍ଷରୁ ଏପରି ରିପୋର୍ଟ ପ୍ରଦାନ କରାଯାଇଛି। ଏଥିରେ କେନ୍ଦ୍ରାପଡା…

ପାରାଦୀପରୁ କେନ୍ଦୁଝର ପର୍ଯ୍ୟନ୍ତ ମେମୁ ଟ୍ରେନ

କେନ୍ଦ୍ରାପଡ଼ା ଅଫିସ,୭ା୧୦: ୨୦୨୦ ଜୁଲାଇରୁ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ା ବାଦ ପଡିଛି। ସେହିବର୍ଷ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ ପାଖାପାଖି ମାଲବାହୀ ଟ୍ରେନ ଗଡୁଛି। ହେଲେ ଯାତ୍ରୀବାହୀ ଟ୍ରେନ ଅଦ୍ୟାବଧି ଚଳାଚଳ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୦ରୁ ଆମରଣ ଅନଶନ

ରାଜନଗର,୭ା୧୦(ଡି.ଏନ.ଏ.): ବଙ୍ଗୋପସାଗର ତଟବର୍ତ୍ତୀ କିମ୍ବଦନ୍ତୀର ଅନନ୍ୟ ସ୍ବାକ୍ଷର ସାତଭାଇର ଗାଁ ସାତଭାୟାର ସମସ୍ତ ପରିବାର ଭିଟାମାଟି ହରାଇବା ପରେ ଏବେ ବଗପାଟିଆଠାରେ ନୂଆ ଠିକଣାରେ ବସବାସ କରୁଛନ୍ତି। ବାପ ଅଜା ଅମଳର ଭିଟାମାଟିକୁ ବଙ୍ଗୋପସାଗର ନିଜ ଗର୍ଭକୁ ନେଇଯିବା ପରେ ସବୁକିଛି…

ଭିତରକନିକାର ମା’ଜୟଦୁର୍ଗା

ରାଜନଗର,୪ା୧୦(ଭାସ୍କର ରାଉତରାୟ):ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନରେ ଅନନ୍ୟ ସ୍ବାକ୍ଷର ବହନ କରିଛନ୍ତି ମା’ଜୟଦୁର୍ଗା। ମା’ଜୟଦୁର୍ଗା ଏଠାରେ ବନଦୁର୍ଗା ଭାବେ ଆବିର୍ଭୁତା ହୋଇଥିଲେ ବି ଜଗତ ଜନଙ୍କର ମଙ୍ଗଳ ବିଧାନ ପାଇଁ ତାଙ୍କୁ ଅଷ୍ଟଭୂଜା କୁଷ୍ମାଣ୍ଡା ଦେବୀ ଭାବେ ଗ୍ରହଣ କରାଯାଇପାରେ।…

ପ୍ରେମିକ ପାଇଁ ଶିଶୁପୁତ୍ରକୁ ହତ୍ୟାକରି ପୋତିଦେଲେ ମା’

ପଟ୍ଟାମୁଣ୍ଡାଇ,୪ା୧୦(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ଦିହୁଡିପୁର ପଞ୍ଚାୟତ ମାଟିଆପଡ଼ା ଗଁାରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ପ୍ରେମରେ ପାଗିଳୀ ହୋଇ ମା’ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ୩ ବର୍ଷର ପୁଅକୁ ସବୁଦିନ ପାଇଁ ହଟାଇବା…

ପ୍ରେମିକ ପାଇଁ ଶିଶୁପୁତ୍ରକୁ ହତ୍ୟାକରି ପୋତିଦେଲେ ମା’

ପଟ୍ଟାମୁଣ୍ଡାଇ,୩ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ଦିହୁଡିପୁର ପଞ୍ଚାୟତ ମାଟିଆପଡ଼ା ଗାଁ ରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ପ୍ରେମରେ ପାଗିଳୀ ହୋଇ ମା’ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ୩ ବର୍ଷର ପୁଅକୁ ସବୁଦିନ…

କେନ୍ଦ୍ରାପଡ଼ାରେ ଚକ୍ରାକାର ଧଳା ମାଛିର ଆତଙ୍କ

କେନ୍ଦ୍ରାପଡ଼ା ଅଫିସ, ୩ା୧୦: ପ୍ରଥମେ ନଡ଼ିଆ ଗଛ ପତ୍ରରେ ଧଳା ଫିମ୍ପି ଦେଖା ଦେଉଥିଲା। ଏବେ କଦଳୀ ଗଛରୁ ଆରମ୍ଭ କରି ପନିପରିବା ଗଛରେ ଏହି ରୋଗ ଦେଖାଯାଇଛି। ଧଳା ଫିମ୍ପି ଗଛକୁ ଦୁର୍ବଳ କରୁଥିବା ବେଳେ ଉତ୍ପାଦକୁ କମ୍‌ କରୁଛି।…

ବ୍ୟାପକ ହେଉଛି ଚାଷଜମିର କିସମ ପରିବର୍ତ୍ତନ

ପଟ୍ଟାମୁଣ୍ଡାଇ,୨।୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ୨୦୧୮ରୁ ୨୦୨୧ ମଧ୍ୟରେ ପ୍ରାୟ ୧ ହଜାର ହେକ୍ଟର ଅଧିକ ଅମଳକ୍ଷମ ଉର୍ବର ଚାଷଜମି ହ୍ରାସ ପାଇଛି। ଯଦି ଏଭଳି ଧାରାରେ ଚାଷଜମି ସଂଖ୍ୟା ହ୍ରାସ ପାଏ ତେବେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ଚାଷଜମି…

ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଦାବି

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାର୍‌ହାପୁରଠାରେ ଗହୀରମଥା ମେରାଇନ ଟର୍ଟଲ ପ୍ରୋଟେକ୍ସନ ଆଣ୍ଡ ମ୍ୟାନ୍‌ଗ୍ରୁଭ କଞ୍ଜରଭେଶନ ସୋସାଇଟିର ଏକ ଆଲୋଚନାଚକ୍ର ଶନିବାର ଅନୁଷ୍ଠିତ ହୋଇଥିଲା। ସୋସାଇଟି ସଭାପତି ସତ୍ୟପ୍ରକାଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ସାମୁଦ୍ରିକ ଜୀବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri