କେନ୍ଦ୍ରାପଡ଼ା

ଶତାଧିକ ତାଳ ଗଛ କାଟି ନେଲେ ଦୁର୍ବୃତ୍ତ, ପ୍ରଶାସନ ଚୁପ

ପଟ୍ଟାମୁଣ୍ଡାଇ,୭ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ବାଲିପାଟଣା ପଞ୍ଚାୟତର ଖଡିପାଳ-ଆଗାଡିଆ ମୌଜାରୁ ଶତାଧିକ ତାଳ ଗଛ ଦୁର୍ବୃତ୍ତମାନେ କାଟି ନେଇଛନ୍ତି। ଏ ନେଇ ୧୫ ଦିନ ତଳେ ତହସିଲରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଥିଲା। ପଟ୍ଟାମୁଣ୍ଡାଇର ତତ୍‌କାଳିନ ତହସିଲଦାର ଓ…

ଅର୍ଥକରୀ ଫସଲ ହିଁ ଚାଷୀଙ୍କୁ ସ୍ବାବଲମ୍ବୀ କରିବ

କେନ୍ଦ୍ରାପଡ଼ା ଅଫିସ,୭ା୨:କେନ୍ଦ୍ର ସରକାରଙ୍କ ବଜେଟରେ କୃଷିକୁ ପ୍ରାଧାନ୍ୟ ଦିଆଯାଇଛି। ପ୍ରତି ଜିଲାରେ ଗୋଟିଏ ଉପତ୍ାଦକୁ ଗୁରୁତ୍ୱ ଦେବା ପାଇଁ ଏଥିରେ ଯୋଜନା କରାଯାଇଛି। ପାରମ୍ପରିକ କୃଷିକୁ ପ୍ରାଧାନ୍ୟ ଦେବା ସହ ଏଥିପାଇଁ ୫ ବର୍ଷୀୟା ଯୋଜନା କରିବାକୁ ହେବ। ଅର୍ଥକରୀ ଫସଲ…

୨୨ ଦିନ ପରେ ବି ଚାଷୀଙ୍କୁ ଟଙ୍କା ମିଳୁନି

ପଟ୍ଟାମୁଣ୍ଡାଇ,୭ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତବର୍ଷ ଖରିଫ ଧାନକିଣାରେ ଅବ୍ୟବସ୍ଥା ସାମନାକୁ ଆସିଛି। ମଣ୍ଡିରେ ଧାନ ବିକ୍ରିର ପ୍ରାପ୍ୟ ଚାଷୀଙ୍କୁ ୪୮ ଘଣ୍ଟା ମଧ୍ୟରେ ପ୍ରଦାନ ପାଇଁ ପ୍ରାବଧାନ ରହିଛି। ମାତ୍ର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚାଷୀଙ୍କୁ ଧାନ ବିକ୍ରି ପ୍ରାପ୍ୟ ୨୦ଦିନରୁ…

ଲାଲ୍‌ କଙ୍କଡ଼ାଙ୍କ ପ୍ରତି ଘନାଉଛି ବିପଦ

ମହାକାଳପଡ଼ା,୬ା୨(ଡି.ଏନ.ଏ.):ବିସ୍ତୀର୍ଣ୍ଣ ବେଳାଭୂମି ଆଉ ତାରି ଭିତରେ ମେକ୍ରୋ ସେରା ବା ଲାଲ୍‌ ରଙ୍ଗର କଙ୍କଡ଼ାଙ୍କ ମେଳି ସମୁଦ୍ର ବେଳାଭୂମିର ସୌନ୍ଦର୍ଯ୍ୟ ଦ୍ୱିଗୁଣିତ କରେ। ଏହି କଙ୍କଡା ଓଡ଼ିଶା ଉପକୂଳର ବିଶେଷ ଭାବେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଗହୀରମଥା ସାମୁଦ୍ରିକ…

୪ ଅନାଥ ଶିଶୁଙ୍କ ପାଇଁ ଗାଁରେ ବସିଲା କୋର୍ଟ

ରାଜନଗର,୬ା୨(ଡି.ଏନ.ଏ.):ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଥିବା ବେଳେ ବାପାଙ୍କୁ ଦୁର୍ବୃତ୍ତମାନେ ମାରିଦେଲେ। ଗାଁରେ ମା’ଙ୍କ ପାଖରେ ଥିବା ୪ ଶିଶୁ ବାପଛେଉଣ୍ଡ ହେଲେ। ତଥାପି ଭାଗ୍ୟକୁ ଆଦରି ମା’ଙ୍କ ସହିତ ପିଲାମାନେ ରହୁଥିଲେ। ହେଲେ ଜନ୍ମକଲା ମା’ ୪ ଶିଶୁଙ୍କୁ ଛାଡି କେଉଁଆଡ଼େ…

ଇକୋ ଟଏଲେଟ ନିର୍ମାଣ ପରେ ତାଲା ଖୋଲୁନି

ପଟ୍ଟାମୁଣ୍ଡାଇ,୫ ।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ଭାରତ ମିଶନରେ ସାମିଲ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ୨୦ଟି ଇକୋ ଟଏଲେଟ ନିର୍ମାଣ କରାଯାଇଛି। ଏଥିଲାଗି ୧ କୋଟି ୫୧ ଲକ୍ଷ ୨୦ ହଜାର ଟଙ୍କା ମଞ୍ଜୁର କରାଯାଇଥିଲା। ସହରର ବିଭିନ୍ନ…

ସିଟି ହସ୍ପିଟାଲ ସ୍ଥାପନ ଘୋଷଣା ପର୍ଯ୍ୟନ୍ତ ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ, ୪ା୨: ଗୁରୁବାର କଥାବାର୍ତ୍ତା ସରିଥିଲା। ଜିଲାପାଳ ରାଜ୍ୟ ସରକାରଙ୍କୁ ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସିଟି ହସ୍ପିଟାଲ ସ୍ଥାପନ ପାଇଁ ଚିଠି ଲେଖିବେ। ଏହାପରେ ଗତ ୨୪ ତାରିଖଠାରୁ ସିଟି ହସ୍ପିଟାଲ ଦାବିରେ ଚାଲିଥିବା…

କେନ୍ଦ୍ରାପଡ଼ା ଜିଲା ଆଉ ଶିଳ୍ପବିହୀନ ରହିବନି

କେନ୍ଦ୍ରାପଡ଼ା ଅଫିସ, ୪ା୨: କେନ୍ଦ୍ରାପଡ଼ା ଜିଲା ଆଗକୁ ଶିଳ୍ପ ବିହୀନ ହୋଇରହିବ ନାହିଁ। ଷ୍ଟିଲ ପ୍ଲାଣ୍ଟ ସମେତ ଶିଳ୍ପ କରିଡରରେ ଛୋଟବଡ ଶିଳ୍ପ ଚଳିତ ବର୍ଷ ଶେଷ ସୁଦ୍ଧା ଦେଖିବାକୁ ମିଳିବ। ଏ ନେଇ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ପାର୍ଶ୍ୱରେ ୩ଟି…

ଭିଜିଲାନ୍ସ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ

ଗୋପ,୪।୨(ଡି.ଏନ୍‌.ଏ.): ଗୋପ ବ୍ଲକ ନାଗପୁର ପଞ୍ଚାୟତରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ଶୁକ୍ରବାର ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଦୁଇଜଣିଆ ଟିମ୍‌ ଉକ୍ତ ପଞ୍ଚାୟତର ନାରୁଅ, ତେଲିପଡା ଗ୍ରାମରେ ପହଞ୍ଚତ୍ ସ୍ବଚ୍ଛ ଭାରତ ଅଭିଯାନ ଯୋଜନାରେ ହିତାଧିକାରୀମାନଙ୍କୁ ମିଳିଥିବା ପାଇଖାନାଗୁଡ଼ିକ…

୪ ପିଲାଙ୍କ ଭାଗ୍ୟ ଜେଜେମା’ ଜେଜେଙ୍କ କାନ୍ଧରେ

ରାଜନଗର, ୩ା୨( ଡି.ଏନ.ଏ.):ଅଗ୍ନିକୁ ସାକ୍ଷୀ ରଖି ସାରା ଜୀବନ ସ୍ବାମୀଙ୍କ ସହ ଜୀବନ କାଟିବା ପାଇଁ ପ୍ରତିଜ୍ଞା କରିଥିବା ସ୍ତ୍ରୀ ସ୍ବାମୀଙ୍କ ମୃତ୍ୟୁ ପରେ ନିଜ ଗର୍ଭରୁ ଜନ୍ମ ଦେଇଥିବା ୪ ପିଲାଙ୍କୁ ପର କରି ଘର ଛାଡି ଚାଲି ଯାଇଛନ୍ତି।…

ଆବାସ ଯୋଜନା ବାଟବଣା

ପଟ୍ଟାମୁଣ୍ଡାଇ, ୧।୨(ସ୍ବ.ପ୍ର.): ଅସହାୟ ନିରୀହ ଗରିବ ଶ୍ରେଣୀର ଲୋକମାନଙ୍କ ଥଇଥାନ କରିବା ସରକାରଙ୍କ ପକ୍ଷରୁ ଆବାସ ଯୋଜନା ଚାଲିଛି। ପ୍ରଶାସନିକ ଅଧିକାରୀଙ୍କ ମନମୁଖି କାର୍ଯ୍ୟ ଯୋଗୁ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ମିଳୁ ନ ଥିବା ବେଳେ କୋଠା ଘରେ ରହୁଥିବା ଲୋକଙ୍କୁ…

ଆନ୍ଦୋଳନକୁ ସମର୍ଥନ ମିଳୁଛି, ଜନ ଅସନ୍ତୋଷ ବଢ଼ୁଛି

କେନ୍ଦ୍ରାପଡ଼ା ଅଫିସ, ୧।୨: ଖଡିଅଙ୍ଗସ୍ଥିତ ପୁରୁଣା କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ଅପନ୍ତରା ହୋଇଛି। ଅପରପାର୍ଶ୍ୱରେ ଏହି ସ୍ଥାନରେ ସିଟି ହସ୍ପିଟାଲ ସ୍ଥାପନ ଦାବି ସହରବାସୀଙ୍କ ଜିଦ୍‌ରେ ପରିଣତ ହୋଇଛି। ପ୍ରତି ୱାର୍ଡରୁ ମହିଳାମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?