କେନ୍ଦ୍ରାପଡ଼ା

ଲକ୍ଷ୍ୟଠାରୁ ଦୂରରେ ୩ ସାମୁଦ୍ରିକ ଥାନା

କେନ୍ଦ୍ରାପଡ଼ା ଅଫିସ, ୨୩ା୧:କେନ୍ଦ୍ରାପଡ଼ା ଜିଲାର ମାତ୍ର ୪୮ କିଲୋମିଟର ତଟାଞ୍ଚଳରେ ୩ ସାମୁଦ୍ରିକ ଥାନା ପ୍ରତିଷ୍ଠା ହୋଇଛି। ଅନୁପ୍ରବେଶ ରୋକିବା ସହିତ ସ୍ଥାନୀୟ ଅଞ୍ଚଳର ଆଇନଶୃଙ୍ଗଳା ପରିସ୍ଥିତିର ସମୀକ୍ଷା ସହ କାର୍ଯ୍ୟାନୁଷ୍ଠାନ ନେବା ଏହାର ଲକ୍ଷ୍ୟ ଥିଲା। ତେବେ ଥାନା ପ୍ରତିଷ୍ଠାର…

‘ଯାତ୍ରା ଗୀତ ଲେଖିବା କଷ୍ଟକର’

ଜଗତ୍‌ସିଂହପୁର ଅଫିସ,୨୨।୧: ‘ଚିରିଦେବା ଆଗରୁ ଚିଠି ଥରେ ପଢ଼ି ଦେଖ, ଭୁଲିଯିବା ଆଗରୁ ଆଉଥରେ ଭାବି ଦେଖ’, ଏହି ଲୋକାଦୃତ ସଙ୍ଗୀତ ଯେତେବେଳେ ଛକ, ବଜାରରେ ବାଜିଉଠେ ସେତେବେଳେ ଯାଉଥିବା ଲୋକଟିର ପାଦ ଆପେ ଆପେ ସ୍ଥିର ହୋଇଯାଏ। ଏହି କବିତାର…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୨।୧: କଟ୍‌ନୀ ଛଟ୍‌ନୀ ଓ ଅନ୍ୟ ସମସ୍ୟାକୁ ନେଇ ନବ ନିର୍ମାଣ କୃଷକ ସଙ୍ଗଠନ ଗତ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଦେଇଥିଲା। ସେହିପରି ମହାକାଳପଡ଼ା, ରାଜନଗରର ଚାଷୀ ସରକାରୀ ମଣ୍ଡିରେ ଧାନ ବସ୍ତା ଥୋଇ ବିକ୍ରି ପାଇଁ…

ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ଅନିୟମିତତା

ରାଜନଗର,୨୧ା୧(ଡି.ଏନ.ଏ.): ଗାଁ ଗହଳିରେ ମୁଣ୍ଡ ଗୁଞ୍ଜିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ ା ଏଥିପାଇଁ ଗତ ସାଢେ ୩ ବର୍ଷ ହେବ ଲୋକେ ସରକାରଙ୍କ ଆବାସ ତାଲିକାକୁ ଚାହିଁ ରହିଥିଲେ। ସରକାର ଘର ଦେବେ, ମାଟି ଘର ଭାଙ୍ଗିବୁ,…

କଟକ-ଚାନ୍ଦବାଲି ରାସ୍ତା ବୃକ୍ଷଶୂନ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା ା ଏହା ଜାଣିବା ସତ୍ତ୍ୱେ କଟକ ଚାନ୍ଦବାଲି ରାଜ୍ୟ…

କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ବନ୍ଧରୁ ଅତଡ଼ା ଖସିଲା

ଡେରାବିଶ,୨୦ା୧(ସ୍ବ.ପ୍ର.):ଖରିଫ ଧାନ ଫସଲ ଅମଳ ପରେ କେନାଲ ଉପରେ ନିର୍ଭରଶୀଳ ଚାଷୀମାନେ ଜାନୁୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରବି ଫସଲ ଚାଷ କରିଥାନ୍ତି। ପ୍ରତ୍ୟେକ ବର୍ଷ ଜାନୁୟାରୀ ପ୍ରଥମରୁ ଦ୍ୱିତୀୟ ସପ୍ତାହ ମଧ୍ୟରେ ଚାଷ ଜମିକୁ ପାଇଁ କେନାଲରେ ପାଣି ଛଡ଼ାଯାଇଥାଏ।…

ଉପକୂଳରେ ବିଦେଶୀ ପ୍ୟାସନ୍‌ କ୍ରିଷ୍ଣା ଫଳ ଚାଷ

ମହାକାଳପଡ଼ା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଖରିନାସୀ ଅଞ୍ଚଳରେ ବିଦେଶୀ ପ୍ୟାସନ୍‌ ଫଳ ବା ଭାରତୀୟମାନେ କହୁଥିବା କ୍ରିଷ୍ଣା ଫଳ ଚାଷ ହେଉଛି। ଏହା ଶରୀର ପାଇଁ ଖୁବ୍‌ ଉପକାରୀ। ଏହି ଫଳକୁ ଜୁସ୍‌ କରି ପାନୀୟ ରୂପେ…

ସାମୁଦ୍ରିକ ପ୍ରାଣୀଙ୍କ ଅମରାବତୀ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୧୯ା୧: ପ୍ରକୃତିପ୍ରେମୀଙ୍କ ପାଇଁ ଜାତୀୟ ଉଦ୍ୟାନ ଭିତରକନିକା ଖୁସି ଖବର ଦେଇଛି। ଜୈବ ବିବିଧତାରେ ପରିପୂର୍ଣ୍ଣ ଏହି ଅଞ୍ଚଳ ସାମୁଦ୍ରିକ ଜୀବଙ୍କ ପାଇଁ ଅମରାବତୀ ପାଲଟିଛି। ଓଡ଼ିଶାର ସାତପଡ଼ା, ଚିଲିକାକୁ ପଛରେ ପକାଇ ସର୍ବାଧିକ ଡଲ୍‌ଫିନ ଏହି ସାମୁଦ୍ରିକ…

ଓଲଟିଲା ବସ୍‌, ୨୧ ନିର୍ମାଣ ଶ୍ରମିକ ଗୁରୁତର

ରାଜକନିକା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଗଞ୍ଜା ନିକଟରେ ଗୁରୁବାର ସକାଳେ ‘ଦୟାଲ’ ନାମକ ଏକ ବସ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଥିଲେ। ଏମାନଙ୍କ ମଧ୍ୟରୁ ୨୧ ଜଣ ଗୁରୁତର ହୋଇଛନ୍ତି। ୧୮ ଜଣଙ୍କୁ…

ଶିଶୁଙ୍କୁ ଅଣ୍ଡା ବଦଳରେ ବଣଭୋଜି ବାସି ତରକାରି

ମହାକାଳପଡ଼ା,୧୮।୧(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଶିଶୁଙ୍କ କୁପୋଷଣ, ମୃତ୍ୟୁହାର ହ୍ରାସ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ଗର୍ଭସ୍ଥ ଶିଶୁର ବିକାଶ ପାଇଁ ପୁଷ୍ଟିକର ଭିଟାମିନ୍‌ ଖାଦ୍ୟ ଯୋଗାଇ ଦେଉଛନ୍ତି। ତେବେ କୋମଳମତି ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଅଣ୍ଡା ଦେବା…

ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧୭।୧: ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ସହରକୁ ମଙ୍ଗଳବାର ବନ୍ଦ କରାଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ବାନ କ୍ରମେ ସହରର ସମସ୍ତ ବ୍ୟବସାୟୀ ଏଥିରେ ସାମିଲ ହୋଇଛନ୍ତି। ସହର…

ରାଜନଗରରେ ଧାନକିଣା ନାଁରେ ଚାଷୀଙ୍କୁ ଶୋଷଣ

ରାଜନଗର, ୧୭ା୧(ଡି.ଏନ.ଏ.):ଚଳିତ ବର୍ଷ ଚାଷୀଙ୍କଠାରୁ ଧାନ କିଣିବାରେ କେହି ଯଦି ଶୋଷଣ କରନ୍ତି, ଏ ନେଇ ଯୋଗାଣ ବିଭାଗ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ରାଜ୍ୟ ସରକାର କହିଥିଲେ। କିନ୍ତୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଏହି ଧାନକିଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?