କେନ୍ଦ୍ରାପଡ଼ା

ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ

କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ ଗୁରୁବାର ଆଲୋଚନା ହୋଇଛି। ଅଭିଯୋଗକାରୀ ରାଜକନିକା ବ୍ଲକ ବଡରାଜାର ସୁକାନ୍ତ କୁମାର...

ମୌଳିକତା ହରାଇଛି ମୌଳିକ ବିଦ୍ୟାଳୟ

କେନ୍ଦ୍ରାପଡ଼ା ଅଫିସ, ୨।୧୨: ମାଧ୍ୟମିକସ୍ତରରେ ଗୁଣାତ୍ମକ ଶିକ୍ଷାର ବିକାଶ ଓ ଡ୍ରପ ଆଉଟ ରୋକିବାକୁ ରାଜ୍ୟର ସମସ୍ତ ସ୍କୁଲରେ ଧନ୍ଦାମୂଳକ ଶିକ୍ଷା ପ୍ରଚଳନ କରାଯିବ ବୋଲି ୨୦୧୬ରେ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିଥିଲେ। ଇତିମଧ୍ୟରେ ୫ ବର୍ଷ ବିତିଛି। ହେଲେ...

ସମ୍ଭାବ୍ୟ ଝଡ଼, ଫସଲ ନଷ୍ଟ ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧।୧୨: ସମ୍ଭାବ୍ୟ ସାମୁଦ୍ରିକ ଝଡକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ଓ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ଅମୃତ ଋତୁରାଜ ଗଣମାଧ୍ୟମକୁ ମଙ୍ଗଳବାର ଏ ସମ୍ପର୍କରେ ସୂଚନା ଦେଇ...

୬୫ ଟଙ୍କାରେ ୭ ଘଣ୍ଟା କାମ

କେନ୍ଦ୍ରାପଡ଼ା ଅଫିସ, ୨୯ା୧୧: କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇଛନ୍ତି। ଆସନ୍ତା ୨୦୨୩ ସୁଦ୍ଧା ପ୍ରତି ଘରକୁ ଟ୍ୟାପ ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ଯୋଜନା ପ୍ରଣୟନ କରିଛନ୍ତି। ତେବେ ତୃଣମୂଳରେ...

ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି ୩ ବର୍ଷର ଧଳା କୁମ୍ଭୀର

ରାଜନଗର, ୨୯ା୧୧(ଡି.ଏନ୍‌.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଧଳା କୁମ୍ଭୀର ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଭିତରକନିକାକୁ ବୁଲିବାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକମାନଙ୍କ ପାଇଁ...

କଟକଣା ମାନୁନାହାନ୍ତି ମତ୍ସ୍ୟଜୀବୀ

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୨ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ ରଖାଯାଇଛି। ତେବେ ମତ୍ସ୍ୟଜୀବୀ ଏହି କଟକଣାକୁ ମାନୁନାହାନ୍ତି। ଗତ ୨୬ ଦିନ...

ଜିଲାରେ ଚାଲିଛି ବିପଜ୍ଜନକ ନୌପରିବହନ

କେନ୍ଦ୍ରାପଡ଼ା ଅଫିସ,୨୭।୧୧: ରାଜ୍ୟ ପର୍ଯ୍ୟଟନ ବିଭାଗ ଆସନ୍ତା ଡିସେମ୍ବରରେ ରାଜନଗର ବ୍ଲକ ପେଣ୍ଠଠାରେ ଭିତରକନିକା ଇକୋ ରିଟ୍ରିଟ ଆରମ୍ଭ କରିବ। ଭିତରକନିକାର ପ୍ରାକୃତିକ ବିଭବ ସହିତ ହୁକିଟୋଲା, ହାବେଳିଖଟି, ବତିଘର ଆଦି ପର୍ଯ୍ୟଟକଙ୍କ ଆକର୍ଷଣ ରହିବ। ଏହି ପର୍ଯ୍ୟଟନ କ୍ଷେତ୍ରକୁ...

ଲକ୍ଷେ ଲୋକଙ୍କ ପାଇଁ ୫ ଡାକ୍ତର

କେନ୍ଦ୍ରାପଡ଼ା ଅଫିସ,୨୬ା୧୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟସେବା ପାଇଁ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ। ଏହି ପରିପ୍ରେକ୍ଷୀରେ ଦେଖିଲେ କେନ୍ଦ୍ରାପଡ଼ା ଜିଲାରେ ସ୍ୱାସ୍ଥ୍ୟସେବା ଦିନକୁ ଦିନ ଦୁର୍ବଳ ହେବାରେ...

ମଞ୍ଚା କରି ରାତିରେ ଫସଲ ଜଗୁଛନ୍ତି ଚାଷୀ

ମହାକାଳପଡ଼ା,୨୬ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଜଙ୍ଗଲି ବାର୍‌ହା ଉପଦ୍ରବ ଦେଖାଦେଇଛି। ବାର୍‌ହାମାନେ ଚାଷୀମାନଙ୍କ ଆଖିରୁ ନିଦ ହଜାଇ ଦେଇଛନ୍ତି। ପାଚିଲା ଧାନ ଫସଲ ଖାଇବାକୁ ବାର୍‌ହା ଗାଁ ମୁହାଁ ହେଉଛନ୍ତି ବୋଲି ଚାଷୀମାନେ କହିଛନ୍ତି। ସ୍ଥାନୀୟ ଚାଷୀ...

କାମ ନ କରି ୬୩ ଲକ୍ଷ ଟଙ୍କାର ବିଲ୍‌

ପଟ୍ଟାମୁଣ୍ଡାଇ,୨୬ା୧୧(ସ୍ବ.ପ୍ର.): ରାଜ୍ୟ ସରକାର କୋଭିଡ୍‌ ଗାଇଡ୍‌ ଲାଇନ୍‌କୁ କଡ଼ାକଡ଼ି ଲାଗୁ କରିବା ସହ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟକୁ ବନ୍ଦ ରଖିଥିଲେ। ହେଲେ ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ସବ୍‌ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି କରାଯାଇଥିବା କାଗଜପତ୍ରରେ ଦର୍ଶାଯାଇଛି। ୨୦୨୦-୨୧ଆର୍ଥତ୍କ...

ନିର୍ମାଣ ଶ୍ରମିକଙ୍କ ପ୍ରତି ଅବହେଳା

କେନ୍ଦ୍ରାପଡ଼ା ଅଫିସ,୨୫ା୧୧: ଶ୍ରମିକଙ୍କ ଆର୍ଥିକ ଓ ସାମାଜିକ ଉନ୍ନତି ପାଇଁ ସରକାରଙ୍କ ଯୋଜନା ପ୍ରଣୟନ ହୋଇଛି। ତାହାକୁ କାର୍ଯ୍ୟକାରୀ ପାଇଁ ପ୍ରଶାସନିକ ଅଧିକାରୀଙ୍କ ସମେତ କର୍ମଚାରୀ ଅଛନ୍ତି। ହେଲେ ନିଜ ଦାୟିତ୍ୱ ପ୍ରତି ଅବହେଳା ଏହି ସରକାରୀ କର୍ମଚାରୀଙ୍କ ପାଇଁ...

ମଧୁର ଜଳ ସୁନିଶ୍ଚିତ କରିବା ଆମ ଦାୟିତ୍ୱ:ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୪।୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଆଗାମୀ ପିଢ଼ି ପାଇଁ ମଧୁର ଜଳ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ କହିଛନ୍ତି।  ରାଜ୍ୟପାଳ ଡ. ଲାଲ ସହରର କାକଟସ୍ଥିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri