ନାନୋ ୟୁରିଆ ନେବାକୁ ଚାଷୀ ଅରାଜି
ଡେରାବିଶ,୫ା୯(ସ୍ବ.ପ୍ର.):ରାଜ୍ୟ ସରକାର ଚଳିତ ଖରିଫ ଚାଷ ପାଇଁ ବିଭିନ୍ନ ସମବାୟ ସମିତି ଜରିଆରେ ଚାଷୀଙ୍କୁ ସାର ଯୋଗାଇବାକୁ ଘୋଷଣା କରିଥିଲେ। ମାତ୍ର ଏହାର ବ୍ୟତିକ୍ରମ ଡେରାବିଶ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ବ୍ଲକ ଅଧୀନରେ ଥିବା ୧୦ଟି ସମବାୟ ସମିତି ଉପରେ…
ବାଟ ହୁଡୁଛି ସର୍ବଶିକ୍ଷା ଅଭିଯାନ ଯୋଜନା
ମହାକାଳପଡ଼ା,୫ା୯(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଉପାନ୍ତ ଅଞ୍ଚଳରେ ସର୍ବଶିକ୍ଷା ଅଭିଯାନ ଯୋଜନା ବାଟ ହୁଡିଛି। କୋମଳମତି ଶିଶୁ ନିଜର ଭୋକିଲା ପେଟ ପାଇଁ ମା’ ପଛରେ ଖାଦ୍ୟ ଅନ୍ବେଷଣରେ ବାରଦୁଆର ବୁଲି ଭିକ୍ଷା ବୃତ୍ତି କରୁଥିବା ଦେଖିବାକୁ ମିଳିଛି। ଏହି କୁନି ଶିଶୁଟିର…
ଚିହ୍ନଟରେ ସୀମିତ ସୁନାମି ପ୍ରବଣ ୬୪ ଗ୍ରାମ
କେନ୍ଦ୍ରାପଡ଼ା ଅଫିସ, ୫ା୯:ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୪୬ ଓ ମହାକାଳପଡ଼ା ବ୍ଲକ ଅଞ୍ଚଳର ୧୮ ଗ୍ରାମକୁ ସୁନାମି ପ୍ରବଣ ବୋଲି ଚିହ୍ନଟ କରାଯାଇଛି। ଓସ୍ଡମା ପକ୍ଷରୁ ସମୁଦ୍ର ତଟଠାରୁ ପ୍ରାୟ ଦେଢ଼କିମି ଭୂଭାଗ ଅଞ୍ଚଳରେ ସୁନାମି…
ହେନ୍ତାଳବନର ସୁରକ୍ଷା,ବୃଦ୍ଧି ପାଇଁ ପ୍ରୟାସ
ଋାଜନଗର,୪।୯(ଡି.ଏନ.ଏ.): ବଙ୍ଗୋପସାଗର ତଟବର୍ତ୍ତୀ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରାକୃତିକ ଭାବେ ଗଢି ଉଠିଥିବା ହେନ୍ତାଳବନର ସୁରକ୍ଷା ଏବଂ ବୃଦ୍ଧି ପାଇଁ ରାଜନଗର ବନବିଭାଗ ପକ୍ଷରୁ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଧିରେ ଧିରେ ଭିତରକନିକା ସୀମା ସରହଦରେ ବେଆଇନ ଭାବେ ଗଢି…
ବିପଦରେ ଭିତରକନିକାର ଜୈବ ବିବିଧତା
କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏହାର କାରଣ ସାଜିଛି ା ଗତ ୩୦ ତାରିଖରେ ପେଟ୍ରୋ କେମିକାଲ ପ୍ଲାଣ୍ଟ ନିବେଶ ଅଞ୍ଚଳର…
ପଟ୍ଟାମୁଣ୍ଡାଇରେ ନକଲି ଔଷଧ ବ୍ୟବସାୟ
ପଟ୍ଟାମୁଣ୍ଡାଇ୪।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିମ୍ନମାନର ଔଷଧ ସାଙ୍ଗକୁ ମିସ୍ବ୍ରାଣ୍ଡଡେଡ୍ ଔଷଧ କାରବାର ବଢି ଚାଲିଛି ା ଏନେଇ ଜିଲା ଭେଷଜ ବିଭାଗ ଚୁପ୍ ବସିଥିବା ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ…
ସପ୍ତାହେ ହେବ ଜଳୁନି ଷ୍ଟ୍ରିଟ ଲାଇଟ
ଆଳି,୩ା୯(ଡି.ଏନ.ଏ.): ରାଜ୍ୟ ସରକାର ଗଁା ଗହଳିଠାରୁ ଆରମ୍ଭ କରି ବଜାର ଘାଟ ସବୁ ସ୍ଥାନରେ ଆଲୋକୀକରଣ ନିମନ୍ତେ ଷ୍ଟ୍ରିଟ ଲାଇଟର ବ୍ୟବସ୍ଥା କରିଛନ୍ତି। ଏହି ଅବସରରେ ଆଳି ବ୍ଲକ ନିଆଳ ପଞ୍ଚାୟତର ହାଟ ନିକଟରୁ ଆଳି ରାଜବାଟି ପର୍ଯ୍ୟନ୍ତ ଆଲୋକୀକରଣ ନିମନ୍ତେ…
ସମବାୟ ସମିତିରେ ମିଳୁନି ସାର
ପଟ୍ଟାମୁଣ୍ଡାଇ, ୩ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ସମବାୟ ସମିତି ମାଧ୍ୟମରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍ ମାରିଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ୧୬ଟି ସମବାୟ ସମିତି ସାର ଉଠାଇ ନ ଥିବାବେଳେ ଚାଷୀମାନେ ଅସୁବିଧା ଭୋଗ କରୁଛନ୍ତି। ଚଳିତ ଖରିଫ…
ଟାଙ୍କିରୁ ମିଳୁନି ପାନୀୟ ଜଳ
ମାର୍ଶାଘାଇ, ୩ା୯(ଡି.ଏନ.ଏ.): ରାଜ୍ୟ ସରକାର ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ମାଧ୍ୟମରେ ପ୍ରତ୍ୟେକ ଘରକୁ ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇଦେବାର ବ୍ୟବସ୍ଥା କରାଯାଉଛି। ହେଲେ କେଉଁଠି ବିଦ୍ୟୁତ ସମସ୍ୟା ତ କେଉଁଠାରେ ଓଭରହେଡ଼ ପାଣି ଟାଙ୍କିକୁ ବୋରିଂରୁ ପାଣି ଯିବାରେ…
ଜମି ଦୁର୍ନୀତି ଗନ୍ତାଘର ପାଲଟିଛି କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଅଫିସ, ୩ା୯: କେନ୍ଦ୍ରାପଡ଼ା ଜିଲା ଜମି ଦୁର୍ନୀତିର ଗନ୍ତାଘର ପାଲଟିଛି। ଜିଲାର ପଟ୍ଟାମୁଣ୍ଡାଇ ବ୍ଲକ ତୋରେହୀ ଗ୍ରାମର ୨ ଏକର ସରକାରୀ ଜମିକୁ ଜଣେ ବ୍ୟକ୍ତି ହାତେଇ ନେଇଛନ୍ତି। ଏହା ସରକାରୀ ଖାତାକୁ ଫେରାଇ ଆଣିବା ଓ ଜମି ହସ୍ତାନ୍ତର…
ଜବରଦଖଲକାରୀଙ୍କ କବ୍ଜାରେ ଗୋବରୀ ନଦୀ
ପଟ୍ଟାମୁଣ୍ଡାଇ,୨ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡିଛି। ଏହି ନଦୀ ୬୦ ଦଶନ୍ଧି ପୂର୍ବରୁ ଚିରସ୍ରୋତା ବ୍ରାହ୍ମଣୀ ନଦୀରୁ ବାହାରି ପ୍ରାୟ ୩୦ କିମି ଅତିକ୍ରମ କଲା ପରେ ବଙ୍ଗୋପସାଗରରେ ମିଶିଛି। ଏହି ନଦୀ…
ତଥ୍ୟ ସୂଚନା ମାଗିବାରୁ ହତ୍ୟା ଧମକ
କେନ୍ଦ୍ରାପଡ଼ା ଅଫିସ,୨ା୯: ପଞ୍ଚାୟତ ଉନ୍ନୟନ ଖର୍ଚ୍ଚର ତଥ୍ୟ ମାଗିବାରୁ ମାର୍ଶାଘାଇ ଥାନା କରଞ୍ଜ ଗାଁର ଦଳିତ ବର୍ଗର ସୂଚନା ଅଧିକାର କର୍ମୀ ଜନକର ଜେନାଙ୍କୁ ହତ୍ୟା ଧମକ ଦିଆଯିବା ସହ ମାଡ ମରାଯାଇଛି। ଏ ନେଇ ଥାନାରେ ଅଭିଯୋଗପତ୍ର ଦିଆଯାଇଥିଲେ ମଧ୍ୟ…
Archives


