ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ
କେନ୍ଦ୍ରାପଡ଼ା ଅଫିସ, ୫ା୧: କେନ୍ଦ୍ରାପଡ଼ା ଜିଲାର ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିଛି। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ ଦିଆଯାଇଛି। ତେବେ ଚଳିତବର୍ଷ ପୂର୍ବବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ କମ ରହିବ ବୋଲି ପ୍ରାଥମିକ ଆକଳନ…
ଓଲଟିଲା ବସ୍: ୨୫ରୁ ଊର୍ଦ୍ଧ୍ୱ ଗୁରୁତର
ଆଳି ୪।୧(ଡି.ଏନ୍.ଏ.): କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଛପୋଲିଆଠାରେ ନାୟକ ଆଣ୍ଡ ନାୟକ ବସ୍ ବୁଧବାର ରାସ୍ତାର ତଳକୁ ଓଲଟି ପଡିଛି। ଏଥିରେ ଥିବା ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଜନସାଧାରଣ,…
କେନ୍ଦ୍ରାପଡ଼ା ସହରରେ ବଢ଼ୁଛି ଜବରଦଖଲ
କେନ୍ଦ୍ରାପଡ଼ା ଅଫିସ, ୪ା୧: କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଘୋଷଣାକୁ ଇତିମଧ୍ୟରେ ୧୫୪ ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବିବିଧ ସମସ୍ୟାରେ ବୁଡି ରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ଠିକ୍ ଧରଣର ଚାଲୁନାହିଁ।…
ଧାନବିକ୍ରିକୁ ନେଇ ଚିନ୍ତାରେ ଚାଷୀ
ପଟ୍ଟାମୁଣ୍ଡାଇ, ୪ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଚାଷୀମାନେ ଅଭାବୀ ଧାନ ବିକ୍ରିର ସମ୍ମୁଖୀନ ହୋଇ ନିରାଶ ହୋଇପଡିଲେଣି। ଚାଷୀଙ୍କୁ ଅଭାବୀ ଧାନ ବିକ୍ରି କରିବାକୁ ପ୍ରଶାସନ ପକ୍ଷରୁ ପ୍ରୋତ୍ସାହନ ଦିଆଯାଉଛି। ଧାନ କିଣା ତ୍ୱରାନ୍ବିତ ନ ହେବା ପଛରେ ମନ୍ଦ…
ମହାକାଳପଡ଼ା: ଅପପୁଷ୍ଟିରେ ଶିକାର ୧୪୫ ଶିଶୁ ଚିହ୍ନଟ
ମହାକାଳପଡ଼ା,୪ା୧(ଡି.ଏନ୍.ଏ.): ରାଜ୍ୟରେ ଗର୍ଭବତୀ ମହିଳା ଓ ଶିଶୁ ମୃତ୍ୟୁହାର ହ୍ରାସ ପାଇଁ ସରକାରଙ୍କ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ମାଧ୍ୟମରେ ଗ୍ରାମାଞ୍ଚଳରେ ଅଙ୍ଗନୱାଡ଼ି କେନ୍ଦ୍ର କାର୍ଯ୍ୟ କରୁଛି। ତେବେ ପ୍ରତ୍ୟେକ କେନ୍ଦ୍ର ଅଧୀନରେ ଆସୁଥିବା ଶିଶୁ, ଗର୍ଭବତୀ ମହିଳା, ପ୍ରସୂତିମାନଙ୍କର ପୂର୍ଣ୍ଣାଙ୍ଗ…
ମରଣମୁହଁରୁ ଫେରିଲେ ୬ ପର୍ଯ୍ୟଟକ
ରାଜନଗର, ୪ା୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ବେଳାଭୂମିରେ ଇକୋ ରିଟ୍ରିଟ୍ ଖୋଲିଛି। ବ୍ୟୟବହୁଳ ଏହି ଇକୋ ରିଟ୍ରିଟ୍ର ପରିଚାଳନାରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ସୋମବାର ଅପରାହ୍ନରେ ପଟ୍ଟାମୁଣ୍ଡାଇ ବ୍ଲକ ଚଉଦକୁଲାଟ ଗଁାର କେତେଜଣ ପର୍ଯ୍ୟଟକ ପେଣ୍ଠ ବେଳାଭୂମି…
୪ରୁ ଭିତରକନିକାରେ ହେବ କୁମ୍ଭୀର ଗଣନା
ରାଜନଗର,୩ା୧(ଡି.ଏନ୍.ଏ.):ଭିତରକନିକାରେ ବିରଳ ବଉଳା କୁମ୍ଭୀରଙ୍କ ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଏହାର ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…
ଅନିଶ୍ଚିତତାରେ ଚଣ୍ଡିଆପଲ୍ଲୀ-ମହାକାଳପଡ଼ା ଗୋବରୀ ସେତୁ
ମହାକାଳପଡ଼ା, ୩ା୧ (ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନିକଟ ଗୋବରୀ ନଦୀ ଉପରେ ସେତୁ ନିର୍ମାଣକୁ ନେଇ ଅନିଶ୍ଚିତତା ଲାଗି ରହିଛି ବୋଲି କୁହାଯାଇଛି। ଏହି ସେତୁ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିଲେ ମଧ୍ୟ ଦାୟିତ୍ୱ ନିର୍ବାହ କରୁଥିବା…
ନଦୀରୁ ବେଧଡ଼କ ବାଲି ଉଠାଣ: ଦୁର୍ବଳ ହେଉଛି ନଦୀବନ୍ଧ
ପଟ୍ଟାମୁଣ୍ଡାଇ, ୩।୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ରାଜସ୍ବ ସମ୍ପତ୍ତିର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ଏନ୍ଜିଟି (ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ) ରାଜସ୍ବ ବିଭାଗକୁ କଡ଼ା ଚେତାବନୀ ଦେଇଛନ୍ତି। ଏହାର ବ୍ୟତିକ୍ରମ କରୁଥିବା ବାଲି ବ୍ୟବସାୟୀ ଓ ଅଧିକାରୀମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
ପୋଖରୀ ଜଳ ମେଣ୍ଟାଉଛି ଶୋଷ
ମହାକାଳପଡ଼ା,୨ା୧(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ତେନ୍ତୁଲୀକନ୍ଧା ଗଁାରେ ଜଳ ମୁନ୍ଦେ ପାଇଁ ଲୋକେ ବିଭିନ୍ନ ସମସ୍ୟାରେ ସମ୍ମୁଖିନ ହେଉଛନ୍ତି। ଗଁାରେ ଖନନ କରାଯାଇଥିବା ନଳକୂପରୁ ବାହାରୁଛି ଲୌହ ମିଶ୍ରିତ ହଳଦିଆ ରଙ୍ଗର ଲୁଣା ପାଣି। ଫଳରେ ଗଁାରେ ଦୀର୍ଘବର୍ଷ…
ପଦନିପାଳ ସରପଞ୍ଚ, ଅନ୍ୟମାନଙ୍କ ନାମରେ ମାମଲା ରୁଜୁ
ଆଳି,୩୧।୧୨(ଡି.ଏନ.ଏ.): ଆଳି ଥାନା ପଦନୀପାଳ ଗ୍ରାମର ମାଳତି ମଲ୍ଲିକଙ୍କ ସ୍ଥିତିବାନ ସତ୍ତ୍ୱକୁ ଜଣେ ବ୍ୟକ୍ତି ଉପଯୋଗ କରି ବାଲି ଚାଲାଣ କରୁଛନ୍ତି। ସେ ଗ୍ରାମର କେତେଜଣ ମହିଳାଙ୍କୁ ନେଇ ଗାଡି ଅଟକ ରଖିଥିବା ବେଳେ ପଦନୀପାଳ ସରପଞ୍ଚ କେତେଜଣ ବ୍ୟକ୍ତିଙ୍କ ସହ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ
କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା ମୁଖ୍ୟ…

