ନେହେରୁଙ୍କ ଚିକିତ୍ସା କରିଥିବା ଡାକ୍ତରଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ, ୨୪ା୧୨: କେନ୍ଦ୍ରାପଡ଼ା ସହର ବଳଗଣ୍ଡି ଗାଁର ଶତାୟୁ ଡାକ୍ତର ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ସେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କେଶପୁର ପଞ୍ଚାୟତର…
ପୋଖରୀରେ ବୁଡ଼ି ୩ ନାବାଳକ ମୃତ
ରାଜନଗର,୨୪।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ସାତଭାୟା ଥଇଥାନସ୍ଥଳ ବଗପାଟିଆ ଗଁ।ରେ ଶୁକ୍ରବାର ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏବେ ବଡ଼ଦିନ ଛୁଟି ଚାଲିଛି। ପିଲାମାନଙ୍କୁ ବଣଭୋଜି…
ମାସେ ବିତିଲା, ଏବେବି ଆଇସିୟୁରେ ୬ ଆହତ
ଡେରାବିଶ, ୨୩ା୧୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ନଭେମ୍ବର ୨୩ରେ ହୋଇଥିବା କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବାବେଳେ ବାଣ ବିସ୍ଫୋରଣରେ ଶତାଧିକ ଆହତ ହେବା ଘଟଣାକୁ ମାସେ ବିତିଗଲା। ଏହି ବାଣ ବିସ୍ଫୋରଣରେ ୪୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା…
ଭିତରକନିକାକୁ ଚାରିଆଡୁ ବିପଦ
କେନ୍ଦ୍ରାପଡ଼ା ଅଫିସ, ୨୩ା୧୨:ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟପ୍ରାଣୀ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ ପରି ଆନ୍ତର୍ଜାତୀୟ ମାନ୍ୟତା ମିଳିଛି। ବିଶ୍ୱ ଐତିହ୍ୟ…
ଟିଏମ୍ସି କେନ୍ଦ୍ରର ଜିନିଷ ସବୁ ଗାଏବ
ପଟ୍ଟାମୁଣ୍ଡାଇ, ୨୩ା୧୨(ସ୍ବ.ପ୍ର.):ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ୍ ଭାରିଆଣ୍ଟ ବିଏଫ୍. ୭ ମାମଲା କାୟା ବିସ୍ତାର କରିବା ପରେ ଭୟର ବାତାବରଣ ଦେଖାଦେଇଛି। ଓଡ଼ିଶାରେ ଓମିକ୍ରନର ସବ୍ ଭାରିଆଣ୍ଟ ବିଏଫ୍. ୭…
କ୍ଷତିପୂରଣ ମିଳିନି, ଶ୍ରେୟ ନେବାକୁ ଚାଲିଛି ଉଦ୍ୟମ
କେନ୍ଦ୍ରାପଡ଼ା ଅଫିସ, ୨୨ା୧୨: ଆଗକୁ ସାଧାରଣ ନିର୍ବାଚନ ଆସୁଛି। କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ପଡିବା ଆରମ୍ଭ ହୋଇଛି। ଦଳୀୟ କାର୍ଯ୍ୟକ୍ରମ ମାଧ୍ୟମରେ ସଙ୍ଗଠନକୁ ମଜଭୁତ ପାଇଁ ପ୍ରୟାସ ଚାଲିଛି। ଜିଲାର ଆର୍ଥିକ ବୃଦ୍ଧି ପାଇଁ କୃଷି, ଶିଳ୍ପ ପ୍ରତି ଧ୍ୟାନ…
ଆର୍ଟିଓ ଚେକିଂ ସମୟରେ ଗାଡ଼ି ଧକ୍କାରେ ଚାଲିଗଲା ପୋଲିସ କର୍ମଚାରୀଙ୍କ ଜୀବନ
ଡେରାବିଶ,୨୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ୫୩ ନଂ (କ) ଜାତୀୟ ରାଜପଥର ନୂଆହାଟଠାରେ ଏକ ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଜଣେ ପୋଲିସ କର୍ମଚାରୀଙ୍କ ଜୀବନ ଯାଇଛି ମୃତକ ଜଣକ ହେଲେ ପ୍ରବୀର କୁମାର ମହାପାତ୍ର (୨୮)। ସୂଚନାନୁଯାୟୀ, କେନ୍ଦ୍ରାପଡ଼ା…
ପରିବେଶକୁ ପ୍ରଦୂଷିତ କରୁଛି ଇଟାଭାଟି ଧୂଆଁ
ପଟ୍ଟାମୁଣ୍ଡାଇ,୨୧ା୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଇଟା ବ୍ୟବସାୟ ଚାଲିଛି। ଏପରିକି ସହରର ବିଭିନ୍ନ ଅଞ୍ଚଳରେ ଶତାଧିକ ଭାଟିରେ ଇଟା ପୋଡା ଯାଉଥିବା ଅଭିଯୋଗ ହେଉଛି। ଇଟାଭାଟିରୁ ନିର୍ଗତ ଧୂଅଁାରେ ପରିବେଶ ପ୍ରଦୂଷିତ ହେବାରେ ଲାଗିଛି। ଶ୍ୱାସ ଓ…
ଜିଲା ପାଇଁ ଜଳ ହେବ ମହରଗ
କେନ୍ଦ୍ରାପଡା ଅଫିସ, ୨୧ା୧୨: ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀ ନଦୀର ଜୋକଡିଆଠାରେ ଦ୍ୱିତୀୟ ବ୍ୟାରେଜ କାର୍ଯ୍ୟକାରୀ ପରେ ଏହି ଜଳ ସଙ୍କଟ କେନ୍ଦ୍ରାପଡ଼ା ଜିଲା ପାଇଁ ମହରଗ ହେବ। ଡିସେମ୍ବର ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ…
ବିନା ନମ୍ବର ପ୍ଲେଟ, ଇନସ୍ୟୁରାନ୍ସରେ ଶୋ ରୁମରୁ ବାହାରୁଛି ଗାଡ଼ି
ରାଜନଗର,୨୦ା୧୨(ଡି.ଏନ.ଏ.):ରାଜନଗର ଥାନା ରାଜନଗର-ତାଳଚୁଆ ମୁଖ୍ୟ ରାସ୍ତାର ଚାନ୍ଦିବାଉଁଶମୂଳ ନିକଟରେ ସୋମବାର ସକାଳ ସାଢେ ୬ଟାରେ ଏକ ଅଟୋ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଏହି ଅଟୋରେ ଥିବା ରାଜନଗର ବ୍ଲକ କଣ୍ଡିରା ପଞ୍ଚାୟତ ନୂଆଗାଁର ଫୁକି ରାଉତ (୬୫),…
ମୁକ୍ତା ଯୋଜନା: ଜଳ ଅମଳ ପ୍ରକଳ୍ପ ନାଁରେ ଦୁର୍ନୀତି
ପଟ୍ଟାମୁଣ୍ଡାଇ,୨୦ା୧୨(ସ୍ବ.ପ୍ର.):ମହାମାରୀ କରୋନା ସମୟରେ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଘରବାହୁଡ଼ା ଦୃଷ୍ଟିରେ ରଖି ରାଜ୍ୟ ସରକାର ସହରାଞ୍ଚଳରେ ବାସ କରୁଥିବା ଅସହାୟ ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଯୋଜନା (ମୁକ୍ତା)ରେ କାମ ଯୋଗାଇ ଦେଇଥିଲେ। ଏହି ଯୋଜନାରେ ବିଭିନ୍ନ…
ଛିଣ୍ଡା ପଲିଥିନ ତଳେ ବିତୁଛି ଜୀବନ
ମହାକାଳପଡ଼ା,୧୯ା୧୨ (ଡି.ଏନ୍.ଏ.):ଅନୁସୂଚିତ ଜନଜାତିର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଜନକଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାକୁ ସେମାନଙ୍କ ଜୀବନୀ ଶୈଳୀର ପରିବର୍ତ୍ତନ ଆଣିବା ପାଇଁ ସରକାର ଅର୍ଥ ବ୍ୟୟ କରୁଛନ୍ତି। ହେଲେ ତୃଣମୂଳ…

