ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…
ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ ସହ ବିବାହ କରାଯାଉଥିବା ପରିଲକ୍ଷିତ ହେଉଛି। ଏହା ଏକ ସାମାଜିକ ବ୍ୟାଧି। ସରକାରଙ୍କ…
ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…
ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି । ଡଙ୍ଗାକୁ ଚଢୁଥିବା ବେଳେ ଜଣେ ବୃଦ୍ଧଙ୍କୁ…
ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଛାତ୍ରୀଛାତ୍ର
ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା ଦେଖିବାକୁ ମିଳୁଛି। ବିଶେଷ କରି ନଦୀପାର ହୋଇ ଛାତ୍ରୀଛାତ୍ରମାନେ ଉଚ୍ଚ ବିଦ୍ୟାଳୟକୁ ପଢିବା…
ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର
ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ସେହିପରି ବଜ୍ରପାତରେ…
ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର
କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ ବଢ଼ିଯିବାରୁ ଦଳ ସଫା କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ…
ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ
ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା। ଶବକୁ ମିଳିନି ସମ୍ମାନ। ବିବାଦ ଯୋଗୁ ଦୂରେଇ ଯାଇଛନ୍ତି ଗ୍ରାମବାସୀ। ୩ ଦିନ…
ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ
ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩୦/୧୧/୨୦୧୩ ପୂର୍ବରୁ ବିଭିନ୍ନ ୪୮୮, ୬୬୨, ଅଣ-ଅନୁଦାନପ୍ରାପ୍ତ, +୨ ଓ +୩ ମହାବିଦ୍ୟାଳୟ…
ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…
ରାଜନଗର,୨୦।୮(ଭାସ୍କର ରାଉତରାୟ ) : ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି । ପଟ୍ଟାମୁଣ୍ଡାଇ ବାଛରା, ମଣ୍ଡପଡାରେ ବୁଲିବା ସମୟରେ ଏହି ଅଘଟଣ…
ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…
ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ ଗ୍ରାମର ଜଣେ ୩୫ ବର୍ଷୀୟ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ନିଖୋଜ ଯୁବକ…
ନକଲି ଜାତି ଓ ଜମିପଟ୍ଟା ପ୍ରମାଣପତ୍ର ମାମଲା: ତଦନ୍ତ ଆରମ୍ଭ କଲା ଯୁଗ୍ମ କମିଟି
ମହାକାଳପଡ଼ା,୧୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବୃଦ୍ଧି ପାଉଛି ନକଲି ଜାତି ଓ ଜମି ପଟ୍ଟା ପ୍ରମାଣପତ୍ର। କେତେଜଣ ମଧ୍ୟସ୍ଥ ସରକାରୀ ଅଧିକାରୀଙ୍କୁ ମୋଟାଅଙ୍କର ଅର୍ଥ ଦେଇ ପ୍ରମାଣପତ୍ର ହାସଲ କରୁଛନ୍ତି। ଜମିବାଡ଼ି କିଣାବିକା ସମୟରେ…
ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର
ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ସହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ସଂଯୋଗ ରହିଥିବାରୁ କୁମ୍ଭୀରମାନେ ବନ୍ୟା…
ଗାଁକୁ ଫେରିବା ବାଟରେ ବନ୍ୟାପାଣିରେ ଭାସିଗଲେ କୁଶାସନ, ତାପରେ….
ରାଜନଗର,୧୮।୮(ଭାସ୍କର ରାଉତରାୟ ): ବ୍ରାହ୍ମଣୀରେ ଦ୍ୱିତୀୟ ବନ୍ୟା ଆସିବା ଫଳରେ ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଓ ରାଜନଗର ଅଂଚଳରରେ ଲୋକଙ୍କ ମନରେ ଭୟର ବାତାବାରଣ ଦେଖାଦେଇଛି । ସୋମବାର ବଳଭଦ୍ରପୁର ଗ୍ରାମର କୁଶାସନ ମହାନ୍ତି ଶ୍ରୀରାମପୁର ଗ୍ରାମରୁ ସନ୍ଧ୍ୟା…

