କେନ୍ଦ୍ରାପଡ଼ା

ଟ୍ରଲର ମାଡ଼ରେ ଯାଉଛି ଅଲିଭ୍‌ରିଡ୍‌ଲେଙ୍କ ଜୀବନ

ରାଜନଗର, ୧୯ା୧୨(ଡି.ଏନ.ଏ.):ହିନ୍ଦୁ ଶାସ୍ତ୍ରରେ ଭଗବାନଙ୍କ ଦ୍ୱିତୀୟ ଅବତାର ରୂପେ କଇଁଛଙ୍କୁ ସ୍ଥାନ ଦିଆଯାଇଛି। ସମୁଦ୍ର ମନ୍ଥନ ସମୟରେ କଇଁଛଙ୍କ ପିଠିରେ ମନ୍ଦରାଚଳ ପର୍ବତକୁ ରଖାଯାଇ ଘୂର୍ଣ୍ଣନ କରିବାବେଳେ ବହୁ ଅଲୌକିକ ବସ୍ତୁ, ପଦାର୍ଥ ମିଳିଥିବା କଥା ପୁରାଣରେ ବର୍ଣ୍ଣିତ। ଅନାଦି କାଳରୁ…

ବିଗୁଡୁଛି ଗହୀରମଥା ପରିବେଶ: ବନ୍ଦ ହେଉନାହିଁ ହୁଇଲର ଦ୍ୱୀପରୁ ମିଶାଇଲ ପରୀକ୍ଷା

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ବିଶ୍ୱ ପ୍ରସିଦ୍ଧ ଗହିରମଥା ସାମୁଦ୍ରିକ ଅଞ୍ଚଳରେ ବିରଳ ଅଲିଭ ରିଡଲେ କଇଁଛ ଠୁଳ ହୋଇଛନ୍ତି । ଆଇୟୁସିଏନ୍‌ର ରେଡ ଡାଟା ବୁକ୍‌ରେ ଥିବା ଏହି ବିରଳ ପ୍ରଜାତିଙ୍କ ପ୍ରଜନନ ସ୍ଥଳ ତଟକ୍ଷୟ ଯୋଗୁ କମିବାରେ ଲାଗିଛି ।…

ସାଥୀ ମତ୍ସ୍ୟଜୀବୀଙ୍କ କଟୁରି ଆକ୍ରମଣରେ ୨ ଗୁରୁତର

ମହାକାଳପଡ଼ା,୧୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମାଦଳି ମୁହାଁଣ ନିକଟ ମଝି ସମୁଦ୍ରରେ ଗୌରୀ ନାମକ ମାଛଧରା ବୋଟ୍‌ରେ ଶୁକ୍ରବାର ସକାଳ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ମତ୍ସ୍ୟଜୀବୀଙ୍କ କଟୁରି ଚୋଟରେ…

ଅନ୍‌ଲାଇନ ସାମଗ୍ରୀ ଆତ୍ମସାତ୍‌ କରି ବନ୍ଧାହେଲେ ଡେଲିଭରି ବୟ

ଆଳି,୧୬ା୧୨ (ଡି.ଏନ.ଏ.): ଅନ୍‌ଲାଇନରେ ସାମଗ୍ରୀ ମଗାଇ ତାହାକୁ ଆତ୍ମସାତ କରିବା ଘଟଣାରେ ଆଳି ଥାନା ପୋଲିସ ଜଣେ ଡେଲିଭରି ବୟକୁ ଗିରଫ କରିିଛି। ପୋଲିସ ସୂଚନା ମୁତାବକ, ଆଳି ରାଜବାଟୀ ରୋଡ଼ରେ ଥିବା ଇ-କମ ଏକ୍ସପ୍ରେସ ନାମକ ଏକ ସଂସ୍ଥାର ଶାଖା…

ଗୋଲାଘରେ ଏବେ ବି ହେଉଛି ଶସ୍ୟ ସଂରକ୍ଷଣ

କେନ୍ଦ୍ରାପଡ଼ା ଅଫିସ,୧୬ା୧୨: ଓଳିଆ, ଘୁମ, ଖଣି, ଅମାର ଆଦି ଶସ୍ୟ ସଂରକ୍ଷଣ ବ୍ୟବସ୍ଥା ସମ୍ପ୍ରତି ସ୍ବାଭବିକ ଜୀବନଯାତ୍ରାରୁ ଉଭେଇ ଗଲାଣି। ତେବେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ଏବେ ବି ଗୋଲା ଘର ଉପରେ ଚାଷୀ ଭରସା ରଖିଛନ୍ତି। ତେବେ ଏହି…

ଅମଳ ପୂର୍ବରୁ ଦୁର୍ବୃତ୍ତ ଜାଳିଦେଲେ ୫ ଏକର ଧାନ ଫସଲ

ଆଳି,୧୬ା୧୨(ଡି.ଏନ୍‌.ଏ.): ଫସଲ ଅମଳ କରି ଘରକୁ ନେବା ପୂର୍ବରୁ ଦୁର୍ବୃତ୍ତ ଜାଳି ଦେଇଛନ୍ତି ଚାଷୀର ବର୍ଷକର ଆହାର। ଧାନ ବିଲରେ ନିଆଁ ଲଗାଇ ଦେବାରୁ ୫ ଏକରରୁ ଊର୍ଦ୍ଧ୍ୱ ଚାଷ ଜିମର ଫସଲ ଜଳିଯାଇଛି। ଏହି ଘଟଣା ପରେ ଚାଷୀମାନେ ଦୁର୍ବୃତ୍ତଙ୍କ…

କଟକଣା ଅଞ୍ଚଳରେ ଘୂରିବୁଲୁଛି ବୋଟ୍‌, ଟ୍ରଲର

କେନ୍ଦ୍ରାପଡ଼ା ଅଫିସ, ୧୫ା୧୨: ବିରଳ ଅଲିଭ୍‌ରିଡ୍‌ଲେ କଇଁଛ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ଏକାଠି ହୋଇଛନ୍ତି। ମିଳନ ପର୍ବ ଆରମ୍ଭ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ବନ ବିଭାଗ ନଜର ରଖିଛି। ଏହାସତ୍ତ୍ୱେ କଟକଣା ଅଞ୍ଚଳରେ ମତ୍ସ୍ୟଜୀବୀ ବୋଟ, ଟ୍ରଲର…

ବାରଣ୍ଡାରେ ଅନୁଷ୍ଠିତ ହେଲା ମମତା ଦିବସ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରଗଡ଼ ପଞ୍ଚାୟତର ଶିଳାପୋଖରୀ ଗ୍ରାମରେ ଅନୁଷ୍ଠିତ ହୋଇଥିବା ମମତା ଦିବସ ଶିବିରରେ ମାତୃ, ଶିଶୁ ଓ ଗର୍ଭବତୀ ମହିଳାଙ୍କ ଓଜନ, ରକ୍ତ ପରୀକ୍ଷା ଓ ହିମୋଗ୍ଲୋବିନ ପରୀକ୍ଷା ଭଳି ଅନେକ ପରୀକ୍ଷା…

ବ୍ରେଲ୍‌ ବଦଳରେ ଅଙ୍ଗୁଳି ଏବେ କମ୍ପ୍ୟୁଟର ଚଳାଇବ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: ଦେହ ମନ କଷ୍ଟ ହେଲେ ଆଖିରୁ ଲୁହ ଝରିପଡେ। ଏହି ଲୁହକୁ ହାତରେ ପୋଛିଲା ସମୟରେ ଅନୁଭବ ହୁଏ। ମାତ୍ର ଏହାକୁ ଦେଖି ହୁଏନା। ଯେତେବେଳେ ବଡ ସାର ଆଶ୍ରମକୁ ଆସନ୍ତି, ସେହି ସମୟରେ ପାଠ ପଢ଼ି…

ସମ୍ପତ୍ତି ପାଇଁ ବଡ଼ ଭଉଣୀକୁ କଟୁରିରେ ହାଣିଲେ ଭାଇ

ଆଳି,୧୪ା୧୨(ଡି.ଏନ.ଏ.): ଯେଉଁ ହାତ ଭଉଣୀର ବିପଦ ସମୟରେ ସୁରକ୍ଷା ପାଇଁ ବଢି ଆସେ ସେହି ହାତ ମଙ୍ଗଳବାର ଭଉଣୀ ଜୀବନ ନେବାକୁ ଆଗକୁ ଆସିଥିଲା। ପାରିବାରିକ ସମ୍ପତ୍ତି ଭାଗ ବଣ୍ଟାକୁ ନେଇ ଭଉଣୀକୁ କଟୁରୀରେ ଭାଇର ଆକ୍ରମଣ ଘଟଣା ଏବେ ଚଞ୍ଚଲ୍ୟ…

ଜଳ ଏବେ ଜହର, କ୍ଷେତକୁ ଯାଉନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୩ା୧୨:ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ ଯୋଗାଇ…

ରକ୍ଷଣାବେକ୍ଷଣ ଅଭାବରୁ ନଷ୍ଟ ହୋଇଯିବ ପାର୍କ

ପଟ୍ଟାମୁଣ୍ଡାଇ,୧୨ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଦକ୍ଷିଣଦିଆ-ତାତନା ରାସ୍ତାର ମହାବୀଣାଠାରେ ଗତ ସ୍ବାୟତ୍ତ ଶାସନ ଦିବସରେ ଉଦ୍‌ଘାଟନ ହୋଇଥିଲା ସ୍ମାର୍ଟ ପାର୍କ। ଏହା ରକ୍ଷଣାବେକ୍ଷଣ ଅଭାବରୁ ନଷ୍ଟ ହେବାକୁ ବସିଛି। ପାର୍କରେ ଲାଗିଥିବା ଗଛ ସବୁ ଶୁଖିଗଲାଣି, ଲାଗିଥିବା ଲାଇଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?