ଡ୍ରେନେଜ୍ ସୁବିଧା ନାହିଁ: ରାସ୍ତା ଉପରେ ପାଣିର ଲହଡ଼ି
ପଟ୍ଟାମୁଣ୍ଡାଇ, ୨୦।୮(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ କେତେକ ସାହି, ବାସ୍ତି ଓ ସହର ବେହାଲ ହୋଇଛି। ଏପରି କି ଜୀବନଯାତ୍ରା ମଧ୍ୟ ଠପ ହୋଇଯାଇଛି। ଡ୍ରେନେଜ୍ ସୁବିଧା ନ ଥିବାରୁ ରାସ୍ତା ଉପରେ ପାଣିର ଲହଡି…
କମୁଛି ବନ୍ୟାଜଳ, ବଢୁଛି ଦୁର୍ଦ୍ଦଶା
ମାର୍ଶାଘାଇ, ୨୦।୭୮(ଡି.ଏନ.ଏ.): ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପ୍ରବାହିତ ଚିତ୍ରୋତ୍ପଳା, ଲୁଣା, କରାଣ୍ଡିଆ ଓ ପାଇକା ନଦୀରେ ବନ୍ୟାଜଳ ହ୍ରାସ ପାଇଥିଲେ ମଧ୍ୟ ବନ୍ୟା ପ୍ରଭାବିତ ଲୋକଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି। ଗୁରୁବାର ରାତିରୁ ଲଘୁଚାପଜନିତ ବର୍ଷା ସେମାନଙ୍କ ସମସ୍ୟାକୁ ଆହୁରି ବଢ଼ାଇ…
ସବୁଠି ପାଣି, ପିଇବାକୁ ପାଣି ନାହିଁ
କେନ୍ଦ୍ରାପଡ଼ା ଅଫିସ, ୨୦।୮: ମହାନଦୀର ହୀରାକୁଦ ଜଳଭଣ୍ଡାର ଧାରଣ କ୍ଷମତାକୁ ଲକ୍ଷ୍ୟ ରଖାଯାଇ ଗେଟ୍ଗୁଡ଼ିକ ବନ୍ଦ ହେଉଛି। ତଳମୁଣ୍ଡରେ କଟକର ମୁଣ୍ଡଳିଠାରେ ବନ୍ୟା ଜଳ ପ୍ରବାହ ହ୍ରାସ ପାଉଛି। ଏହାସତ୍ତ୍ୱେ ମହାନଦୀ ସିଷ୍ଟମରେ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ହେଉଥିବା ଲୁଣା, କରାଣ୍ଡିଆ,…
ଧୋୟାଞ୍ଚଳ ଜଳାର୍ଣ୍ଣବ, ବ୍ୟାପକ ଫସଲହାନି
ପଟ୍ଟାମୁଣ୍ଡାଇ,୨୦।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳ ବାରମ୍ବାର ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳାର୍ଣ୍ଣବ ହୋଇପଡିଛି। ବ୍ରାହ୍ମଣୀ ନଦୀ ଫୁଲିବା ଯୋଗୁ ଚାଷ ଜମି ବନ୍ୟା ପାଣିରେ ଘେରରେ ରହିଥିବା ବେଳେ ବହୁ ଖାଲୁଆ ସ୍ଥାନରେ ରାସ୍ତାଘାଟ ବୁଡି…
ବିଲୁପ୍ତ ହୋଇଯିବ ମନ୍ତ୍ରୀପଡ଼ାର କଣ୍ଢେଇ ନାଚ
ଡେରାବିଶ,୨୦।୮ (ସ୍ବ.ପ୍ର.): ପ୍ରାଚୀନ ଲୋକକଳା ଓଡ଼ିଶାର ସଂସ୍କୃତିକୁ ରୁଦ୍ଧିମନ୍ତ କରିଛି। ଏହି ଲୋକକଳା ମାଧ୍ୟମରେ ରାଜ୍ୟର ବିଭିନ୍ନ ଅଞ୍ଚଳର କଳା, ସଂସ୍କୃତି, ବୈଭବ ଓ ସାମାଜିକ ବ୍ୟବସ୍ଥାର ଏକ ସ୍ବତନ୍ତ୍ର ପରିଚୟ ସାରା ରାଜ୍ୟରେ ରହିଛି, ଯାହାକି ଆଗାମୀ ଯୁବ ପିଢ଼ିଙ୍କ…
ଜଳବନ୍ଦୀରେ ଢିଅବସୁପୁର ଗାଁ
ଡେରାବିଶ, ୧୯ା୮(ସ୍ବ.ପ୍ର.): ଲୁଣା ଓ କରାଣ୍ଡିଆ ନଦୀରେ ଜଳସ୍ତର କମିଥିଲେ ମଧ୍ୟ ବସୁପୁର ପଞ୍ଚାୟତର ଢିଅବସୁପୁର ଗାଁର ଲୋକମାନେ ଜଳବନ୍ଦୀ ଜୀବନ ବିତାଉଛନ୍ତି। ଗତ ଦୁଇଦିନ ହେବ ଡେରାବିଶ ବ୍ଲକ ପ୍ରଶାସନ ପକ୍ଷରୁ ଢିଅବସୁପୁର ଗାଁରେ ରନ୍ଧାଖାଦ୍ୟ ଦିଆଯାଉଥିବା ବେଳେ ଗାଁ…
ପାଣି କମୁଛି, ବିପଦ ଟଳିନି
କେନ୍ଦ୍ରାପଡ଼ା ଅଫିସ,୧୯ା୮: କେନ୍ଦ୍ରାପଡ଼ା ଜିଲା ମହାନଦୀ ସିଷ୍ଟମରେ ଥିବା ନଦୀଗୁଡ଼ିକରେ ବନ୍ୟା ଜଳସ୍ତର କମୁଛି। ହେଲେ ନଦୀରେ ଜଳସ୍ତରର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀବନ୍ଧରେ ଘଳିଆ ଯୋଗୁ ବନ୍ୟାଜଳ ଗ୍ରାମକୁ ପଶିବା ନେଇ ନିକଟସ୍ଥ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ…
ଉପବାସରେ ହରିଶ ମହାପୁରୁଷପଡ଼ାର ୧୫ ପରିବାର
ମହାକାଳପଡ଼ା,୧୯ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀରେ ପ୍ରବାହିତ ହେଉଛି ବନ୍ୟାଜଳ। ଏହି ବନ୍ୟାଜଳ ପ୍ରଭାବରେ ବ୍ଲକର ମହାନଦୀ ଶାଖା ଗୁପ୍ତଗିରି ନଦୀପାର୍ଶ୍ୱ ପେଟଛଲା ପଞ୍ଚାୟତ ପଲ୍ଲୀଗଡ଼ ଗାଁ ନିକଟ ହରିଶ ମହାପୁରୁଷପଡ଼ାର ୧୫ ପରିବାରକୁ ଚାରିପାର୍ଶ୍ୱରୁ ଘେରି ରହିଛି ୪…
ଥଇଥାନ କେନ୍ଦ୍ରରେ ବୃଦ୍ଧାଙ୍କୁ ମିଳୁନି ସକାଳ ଖାଦ୍ୟ
ମହାକାଳପଡ଼ା,୧୯ା୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ମହାନଦୀ, ଲୁଣା ଓ ପାଇକା ନଦୀରେ ପ୍ରଖର ବନ୍ୟାଜଳ ପ୍ରବାହିତ ହେଉଥିଲେ ମଧ୍ୟ ଗୁରୁବାର ସକାଳଠାରୁ ଦୁଇ ଫୁଟ ଜଳସ୍ତର ହ୍ରାସ ପାଇଛି। ସେହିପରି ବ୍ଲକର ବରକନ୍ଧା ପଞ୍ଚାୟତର ସ୍ଥାନୀୟ ଗୋଖାଖଟି ଗ୍ରାମର ୫୦ରୁ…
କେନ୍ଦ୍ରାପଡ଼ାରେ ବନ୍ୟା ସ୍ଥିତି ଗମ୍ଭୀର
କେନ୍ଦ୍ରାପଡ଼ା ଅଫିସ, ୧୮ା୮: କେନ୍ଦ୍ରାପଡ଼ା ଜିଲାରେ ବନ୍ୟା ଜଳସ୍ତର ବଢୁଥିବାରୁ ସ୍ଥିତି ଗମ୍ଭୀର ରହିଛି। ବିଭିନ୍ନ ସ୍ଥାନରେ ନଦୀ ଜଳସ୍ତର ବିପଦ ସଙ୍କେତଠାରୁ ଯଥେଷ୍ଟ ଉପରେ ରହିଛି। ଯଦିଓ ହାଇ ଫ୍ଲଡ ଲେବୁଲକୁ ଏହି ଜଳସ୍ତର ଛୁଇଁନାହିଁ, ତେବେ ପାଣି ପରିମାଣ…
ଉଛୁଳୁଛି ନଦୀ, ଗ୍ରାମବାସୀ ଆତଙ୍କିତ
ଡେରାବିଶ, ୧୭।୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଉଥିବା ବେଳେ ଏହାର ଶାଖାନଦୀ ଡେରାବିଶ ବ୍ଲକ ଅଧୀନ ଲୁଣା ଓ କରାଣ୍ଡିଆରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ବ୍ଲକ ଅଧୀନ ବସୁପୁର ପଞ୍ଚାୟତ ଢିଅବସୁପୁର ଗଁାରେ ଉଭୟ ନଦୀର ବନ୍ୟାଜଳ ପ୍ରବେଶ କରିବା…
ଚିତ୍ରୋତ୍ପଳା, ପାଇକା, ଲୁଣାନଦୀରେ ବନ୍ୟା ପରିସ୍ଥିତି
ପାଟକୁରା,୧୭ା୮ (ଡି.ଏନ.ଏ.): ମହାନଦୀରେ ବନ୍ୟା ଯୋଗୁ ଜଳସ୍ତର ବୃଦ୍ଧି ପାଉଥିବାରୁ ଶାଖା ନଦୀ ଚିତ୍ରୋତ୍ପଳା, ପାଇକା, ଲୁଣା ନଦୀରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଫଳରେ ନଦୀ କୁଳିଆ ଅଧିବାସୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଚିତ୍ରୋତ୍ପଳା ନଦୀର ଦକ୍ଷିଣ ପାର୍ଶ୍ୱ ଗରଦପୁର ବ୍ଲକର ଭଦାଳ…
Archives


