ସମୁଦ୍ର ଜୁଆର ମାଡ଼ରେ ପରିବା, ଧାନ ନଷ୍ଟ
କେନ୍ଦ୍ରାପଡ଼ା ଅଫିସ, ୨୦ା୭: ଚଳିତ ମୌସୁମୀ ବର୍ଷା କେନ୍ଦ୍ରାପଡ଼ା ଜିଲାକୁ ଆଶାନୁରୂପକ ହୋଇନାହିଁ। ସାମୁଦ୍ରିକ ଝଡ଼ ମଧ୍ୟ ଏବେ ହୋଇନାହିଁ। ଏହାସତ୍ତ୍ୱେ ଜିଲାର ୫ ହଜାର ହେକ୍ଟର ଜମିରେ ଗତ ଗୁରୁବାର ସମୁଦ୍ର ଜୁଆର ପାଣି ମାଡି ଯାଇଛି। ଏହାର...
କେନ୍ଦ୍ରାପଡ଼ାରେ ଚର୍ମରୋଗ ଭୟ
କେନ୍ଦ୍ରାପଡ଼ା ଅଫିସ, ୨୦ା୭: ଦୁଇବର୍ଷ ଧରି କରୋନା ସଂକ୍ରମଣ ଭୟରେ ଲୋକେ ବହୁ କଷ୍ଟରେ ଜୀବନ ଜୀବିକା ନିର୍ବାହ କରୁଥିବା ବେଳେ ଏବେ କେନ୍ଦ୍ରାପଡ଼ା ଜିଲାରେ ଚର୍ମରୋଗର ଭୟ ଦେଖା ଦେଇଛି। ଏହି କାରଣରୁ କେନ୍ଦ୍ରାପଡ଼ା ବ୍ଲକ ମାଗୁରଗଣ୍ଡ ପାଟଣା...
୭୪୪ କିମି ତଟାଞ୍ଚଳ ଅସୁରକ୍ଷିତ
କେନ୍ଦ୍ରାପଡ଼ା ଅଫିସ,୧୯ା୭:ବନ୍ୟା, ବାତ୍ୟା, ସୁନାମୀ ପରି ପ୍ରାକୃତିକ ବିପର୍ଯ୍ୟୟର ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲା ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି ା ଆଳି ସମେତ ରାଜକନିକା, ରାଜନଗର ଓ ମହାକାଳପଡାର ମୋଟ ୭୪୪.୪୭ କିଲୋମିଟର ତଟବନ୍ଧର ସୁରକ୍ଷା କରିବା...
ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ସ୍ଥାଣୁ
କେନ୍ଦ୍ରାପଡ଼ା ଅଫିସ, ୧୮ା୭: ୨୦୧୪ ଫେବୃୟାରୀ ୨୩ରୁ ରାଜ୍ୟରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ଆରମ୍ଭ ହେଲାଣି। ତେବେ କେନ୍ଦ୍ରାପଡ଼ା ସହରରେ ଏହି ମିଶନ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇ ପାରିନାହିଁ। ୨୪ ମହିଳା ଆରୋଗ୍ୟ ସମିତି ଗଠନ...
ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ିଲା ଲୁଣି ପାଣି
ମହାକାଳପଡ଼ା,୧୮ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ସଂଲଗ୍ନ ଆଖଡ଼ାସାହି ସ୍ଲୁଇସ୍ ଗେଟ୍ ଦେଇ ଲୁଣିପାଣି ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ି ଯାଇଛି। ଗତ ୨ ଦିନ ହେବ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଉପରୋକ୍ତ ଜମିର ଫସଲ...
ମହାକାଳପଡ଼ାରେ ନାବାଳିକା ସାଜୁଛନ୍ତି ମା’
ମହାକାଳପଡ଼ା,୧୭।୭(ଡି.ଏନ୍.ଏ.) : କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ନାବାଳିକା ବିବାହ ବୃଦ୍ଧି ପାଇବାରେ ଲାଗିଛି। କମ୍ ବୟସରେ ନାବାଳିକା ବିବାହ କରିବା ପରେ ସେମାନେ ମାତୃତ୍ୱ ଲାଭ କରୁଛନ୍ତି। ମା’ ହେବା ଦ୍ୱାରା ସେମାନଙ୍କ ଜୀବନ...
ସମବାୟ ସମିତିରେ ମିଳୁନାହିଁ ଧାନ ବିହନ
ପଟ୍ଟାମୁଣ୍ଡାଇ,୧୭।୭(ସ୍ବ.ପ୍ର.): ଚାଷୀଙ୍କୁ ଉନ୍ନତମାନର ବିହନ, ସାର, ଔଷଧ ଯୋଗାଇଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଗଣମାଧ୍ୟମରେ ପ୍ରଚାର ପ୍ରସାର କରୁଛନ୍ତି। ପ୍ରକୃତରେ ଉନ୍ନତମାନର ବିହନ ସରକାର ଯୋଗାଇ ଦେଉନାହାନ୍ତି। ପ୍ରାଥମିକ କୃଷି ସେବା ସମବାୟ ସମିତି ଜରିଆରେ ଚାଷୀମାନଙ୍କୁ...
ଦ୍ୱୀପାଞ୍ଚଳର ୧୩ ଗାଁକୁ ମହାନଦୀ ଡର
କେନ୍ଦ୍ରାପଡ଼ା ଅଫିସ,୧୭।୭: କେନ୍ଦ୍ରାପଡ଼ା ଜିଲାରେ ମୌସୁମୀ ବର୍ଷାର ପ୍ରଭାବ ଶୁକ୍ରବାର ରାତିରୁ ଦେଖାଦେଇଛି। ଏହାର ପ୍ରଭାବରେ ଲଗାଣ ବର୍ଷା ଲାଗି ରହିଛି ା ଅପରପକ୍ଷରେ ଆସନ୍ତା ୧୮ ତାରିଖରେ ହୀରାକୁଦର ଗେଟ୍ ଖୋଲା ହେବ ବୋଲି ମୁଖ୍ୟଯନ୍ତ୍ରୀ ଗଣମାଧ୍ୟମକୁ ସୂଚନା...
ସାମୁଦ୍ରିକ ଜୁଆରରେ ରାସ୍ତାରେ ୩ ଫୁଟର ପାଣି
ମହାକାଳପଡ଼ା,୧୬ା୭(ଡି.ଏନ.ଏ.): ପୂର୍ଣ୍ଣିମା ଯୋଗୁ ସାମୁଦ୍ରିକ ଜୁଆରରେ ପାଣି କୂଳ ଲଙ୍ଘିଛି। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତୀଘର ପଞ୍ଚାୟତ ଟୁବି ଫେରିଘାଟ-ବତୀଘର ମୁଖ୍ୟରାସ୍ତାର ପ୍ରସ୍ତାବିତ ସରଂକ୍ଷିତ ଜଙ୍ଗଲ ନିକଟରେ ସମୁଦ୍ର ଜଳ ପ୍ରବେଶ କରି ରାସ୍ତାରେ...
ବିପର୍ଯ୍ୟସ୍ତ ହେବ କୃଷି, ପାନୀୟ ଜଳ
କେନ୍ଦ୍ରାପଡ଼ା ଅଫିସ, ୧୬ା୭: ମହାନଦୀର ଜଳଧାରା ସମ୍ପୂର୍ଣ୍ଣ ବ୍ୟାହତ ହୋଇପାରେ। ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ ମହାନଦୀ ଜଳ ବିବାଦକୁ ନେଇ ଏପରି ଆଶଙ୍କା ବିଧାନସଭାରେ ପ୍ରକଟ ପରେ ଏହାର ପ୍ରତିଧ୍ୱନି କେନ୍ଦ୍ରାପଡ଼ା ଜିଲାରେ ଶୁକ୍ରବାର ଦେଖିବାକୁ ମିଳିଛି।...
୪ଶହ ଏକର ଜମିକୁ ମାଡ଼ିଗଲା ଜୁଆର
ରାଜନଗର,୧୪ା୭(ଡି.ଏନ.ଏ.): ପାଟ୍ଟଶାଳା ନଦୀର ଜୁଆର ଗୁରୁବାର ବନ୍ଧ ଡେଇଁ ଭେଡାକୁ ପଶିଛି। ଉଚ୍ଚ ଜୁଆର ରଙ୍ଗଣୀ ପଞ୍ଚାୟତର ପଟ୍ଟାପାରିଆ ଓ ଭେକ୍ଟାମୌଜାର ପ୍ରାୟ ୪ଶହ ଏକର ଚାଷ ଜମିରେ ମାଡି ଯାଇଛି। ଖରିଫ ଧାନ ଚାଷ ପାଇଁ ଚାଷୀମାନେ ତଳି...
ଡେରାବିଶ ମହିଳା ଶିଶୁ ସମନ୍ବିତ ବିଭାଗରେ ଦୁର୍ନୀତି
ଡେରାବିଶ,୧୫ା୭(ସ୍ବ.ପ୍ର.): ଶିଶୁମାନଙ୍କ ସାମଗ୍ରୀକ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ବେଳେ କେନ୍ଦ୍ରପଡ଼ା ଜିଲା ଡେରାବିଶ ବ୍ଲକ୍ ଅଧୀନ ଅଙ୍ଗନୱାଡି କେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା କିଟ୍ ଓ ଖେଳଣା କିଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି...
Archives


