ଭିତରକନିକାରେ ବାର୍ଡଫ୍ଲୁ ଆଶଙ୍କା ନେଇ ସାମ୍ପୁଲ ସଂଗ୍ରହ
ରାଜନଗର, ୫ା୧୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନ ସୀମା ସରହଦରେ ଥିବା ସାତଭାୟାର ବିସ୍ତୀର୍ଣ୍ଣ ଜଳରାଶି ସହ ବଙ୍ଗୋପସାଗର ତଟବର୍ତ୍ତୀ ରାଇପାଟିଆ ସମେତ ବିଭିନ୍ନ ଆର୍ଦ୍ରଭୂମି ଅଞ୍ଚଳରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ଆରମ୍ଭ ହୋଇଛି। ସୁଦୂର ଫ୍ରାନ୍ସ, ସାଇବେରିଆ, ମଙ୍ଗୋଲିଆ, ମାଲେସିଆ…
ପର୍ଯ୍ୟଟନ ବିଭାଗ ଦୃଷ୍ଟି ଆଢୁଆଳରେ ଭକ୍ତ ବିଦୂରଙ୍କ ମନ୍ଦିର
ଡେରାବିଶ, ୫ା୧୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ପଞ୍ଚାୟତ ଅରାଖଣ୍ଡ ଗଁାରେ ଥିବା ଭକ୍ତ ବିଦୂରଙ୍କ ମନ୍ଦିର ସାଂସ୍କୃତିକ ଓ ଇତିହାସର ସ୍ମୃତି ବହନ କରି ଆସୁଥିବା ବେଳେ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହି ମନ୍ଦିର ପର୍ଯ୍ୟଟନ ବିଭାଗର ଦୃଷ୍ଟି…
ଖୋଲା ଆକାଶ ତଳେ ୯ ପରିବାର
ମହାକାଳପଡ଼ା,୪।୧୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର (ଶାସନପଡ଼ା) ଠାରେ ୯ ପରିବାର ଦୀର୍ଘବର୍ଷ ହେବ ଗୋଚର ଜମିକୁ ଜବରଦଖଲ କରି ସ୍ଥାୟୀ ବାସଗୃହ ନିର୍ମାଣ କରି ବସବାସ କରୁଥିଲେ। ଏ ନେଇ ଶାସନପଡ଼ାର କେତେଜଣ ଲୋକ ହାଇକୋର୍ଟରେ…
ସ୍ବପ୍ନରେ ସୀମିତ ୮୭୫ ଏକରରେ ବିଦ୍ୟୁତ୍ ପ୍ଲାଣ୍ଟ
କେନ୍ଦ୍ରାପଡ଼ା ଅଫିସ, ୪।୧୨: ଭୁବନେଶ୍ୱରସ୍ଥ ଜନତା ମଇଦାନରେ ମେକ୍ଇନ ଓଡ଼ିଶା କନକ୍ଲେଭ ୨୦୨୨ ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ଚାଲିଛି। ଏହି କନ୍କେଲଭରେ ଅଦ୍ୟାବଧି କେନ୍ଦ୍ରାପଡ଼ା ଜିଲାର ଆର୍ଥିକ ଭିତ୍ତିଭୂମି ସୁଦୃଢ଼ ପାଇଁ କୌଣସି ପ୍ରକଳ୍ପକୁ ଗୁରୁତ୍ୱ ଦିଆଯାଇନାହିଁ। ଯାହା…
ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ
ମହାକାଳପଡ଼ା,୩।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା ନେଇ ଗ୍ରାମବାସୀ ଉଚ୍ଚ ନ୍ୟାୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିଭୂମି ଉଚ୍ଚ ନ୍ୟାୟାଳୟ ଉକ୍ତ…
ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ମାର୍ଶାଘାଇ,୩।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତ ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବା ବେଳେ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ପରେ ବି ରାସ୍ତା ଅବସ୍ଥା ସୁଧୁରୁନି
ପଟ୍ଟାମୁଣ୍ଡାଇ,୩ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ଅଧୀନରେ ଥିବା ଅଳଭା-ଗଣ୍ଡାକିଆ ସାଢେ ୧୦ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ପାଇଁ ରୋଜଗାରର ପଥ ସାଜିଛି। ଏହି ରାସ୍ତା ଜଳସମ୍ପଦ ବିଭାଗ ଅଧୀନରେ ଥିବାବେଳେ ଗୋବରୀ ସମ୍ପ୍ରସାରିତ କେନାଲ…
ଶାଶୁଘର ଦୁଆରେ ବୋହୂଙ୍କ ଧାରଣା
ଡେରାବିଶ,୩ା୧୨(ସ୍ବ.ପ୍ର.): ଶାଶୁ ଘର ଦୁଆରେ ବୋହୂଙ୍କ ଧାରଣା ଏବେ ଡେରାବିଶ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହେଉଛି ା ଶୁକ୍ରବାର ପୂର୍ବାହ୍ନ ୧୦ଟା ସମୟରେ ଡେରାବିଶ ଥାନା କୁରୁଜଙ୍ଗା ପଞ୍ଚାୟତ ମହେଶପୁର ଗ୍ରାମର ସୁବାସ ଚନ୍ଦ୍ର ସାମଲଙ୍କ ଘର ଦୁଆର ମୁହଁରେ ସ୍ତ୍ରୀ…
ମାଆ କୋଳକୁ ଫେରିଲା ୬ ଦିନର ପୁଅ
କେନ୍ଦ୍ରାପଡ଼ା ଅଫିସ, ୨ା୧୨:କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଶିଶୁପୁତ୍ର ନିଖୋଜ ହେବା ଘଟଣାର ପୂର୍ଣ୍ଣଚ୍ଛେଦ ପଡ଼ିଛି ା ଚାଇଲ୍ଡ ୱେଲଫେୟାର କମିଟି (ସିଡବ୍ଲ୍ୟୁସି)ର ତଦନ୍ତ ଓ ତପତ୍ରତା ଯୋଗୁ ମାଆ କୋଳକୁ ୬ ଦିନର ପୁଅ ଫେରିଛି…
ବାଲିଆ ବାଣ ବିସ୍ଫୋରଣ ମାମଲା: ୪୦ ଆହତଙ୍କ ମଧ୍ୟରୁ ୨ ମୃତ, ୬ ସୁସ୍ଥ ହୋଇ ଫେରିଲେ
ଡେରାବିଶ,୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ଗତ ୨୩ ତାରିଖରେ ଅନୁଷ୍ଠିତ କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଣ ବିସ୍ଫୋରଣ ଘଟି ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪୦ ଜଣ ଗୁରୁତର ହୋଇ କଟକ ବଡ ମେଡିକାଲ(ଏସ୍ସିବି)ରେ…
ଅଦାଲତ ଦ୍ୱାରସ୍ଥ ପରେ ବି ମିଳୁନି ରାଶନ ସାମଗ୍ରୀ
ପଟ୍ଟାମୁଣ୍ଡାଇ,୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ମାମଲାର ଶୁଣାଣି କରି ଲୋକ ଅଦାଲତ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଥିଲେ। ୨୦୧୬ରୁ ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଞ୍ଚାୟତ କାଠିଆପଡା ଗଁାର ଉର୍ମିଳା…
ଭାଣିଜୀଙ୍କୁ ବଞ୍ଚାଇବାକୁ ଯାଇ ମାମୁ ସଂଘବଦ୍ଧ ଆକ୍ରମଣର ଶିକାର
ରାଜନଗର,୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ରିଘାଗଡ଼ ଗଁାରେ ଶାଶୁଘର ଲୋକେ ମିଳିମିଶି ନବବଧୂଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରୁଥିଲେ। ନବବଧୂ (ଭାଣିଜୀ)ଙ୍କୁ ସେମାନଙ୍କ କବଳରୁ ମାମୁ ବଞ୍ଚାଇଥିଲେ। ଏହି ରାଗରେ ସୋମବାର ରାତିଅଧରେ ଭଡ଼ାଟିଆ…

