ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ୧୦
ଡେରାବିଶ, ୨୬ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଭାଗବତପୁର ପଞ୍ଚାୟତ ବାଲିଆ ବଜାରରେ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ତ୍ତିକେଶ୍ୱର ଭସାଣିରେ ବାଣ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିବା ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମଧ୍ୟରୁ ଏବେବି କଟକ ବଡ଼ ମେଡିକାଲ(ଏସ୍ସିବି)ରେ ୩୪ ଜଣ…
ମଦନପୁର କଲେଜ ଛକରେ ରାସ୍ତାରୋକୋ
ପଟ୍ଟମୁଣ୍ଡାଇ/ରାଜନଗର, ୨୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇରୁ ରାଜନଗରକୁ ସଂଯୋଗ କରୁଥିବା ଉପର ଏବଂ ତଳ ରାସ୍ତାରେ ବସ ଚଳାଚଳକୁ ନେଇ ଦୀର୍ଘଦିନ ହେବ ସ୍ଥାନୀୟ ଲୋକଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଶୁକ୍ରବାର ରାଜନଗର-ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାର ମଦନପୁର କଲେଜ ଛକ ନିକଟ ତଳ…
ଡିଏଚ୍ଏଚ୍ର ନାହିଁ ଭିତ୍ତିଭୂମି: କଟକରେ ରୋଗୀ
କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୬ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରର କାର୍ତ୍ତିକେଶ୍ୱର ମେଢ଼ ଭସାଣିରେ ବୁଧବାର ସନ୍ଧ୍ୟାରେ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ଶତାଧିକ ଆହତ ହୋଇଥିବା ବେଳେ ଏବେ ସୁଦ୍ଧା ୪୦ ଜଣ କଟକ ଓ କେନ୍ଦ୍ରାପଡ଼ାରେ ଚିକିତ୍ସିତ…
କାର୍ତ୍ତିକେଶ୍ୱର ଭସାଣି ବେଳେ ବାଣ ବିସ୍ଫୋରଣ ଘଟଣା : ବିସ୍ଫୋରଣସ୍ଥଳକୁ ଜଗିଛି ପୋଲିସ
କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୫ା୧୧(ସ୍ବ.ପ୍ର.): କାର୍ତ୍ତିକେଶ୍ୱର ମେଢ଼ ଆଗରେ ଡିଜେ ବାଜୁଥିଲା। ଶ୍ରଦ୍ଧାଳୁ ତାଳ ଦେଇ ନାଚୁଥିଲେ। ସିରିଜ ବାଣରେ ନିଆଁ ଲାଗିଲା। ଆଖି ପିଛୁଳାକେ ଗୋଟିଏ ପରେ ଗୋଟିଏ ବାଣ ଫୁଟି ଚାଲିଥିବା ବେଳେ ଏଥିରୁ ବିସ୍ଫୋରିତ ନିଅଁା ଝୁଲ ନିକଟରେ…
ଭସାଣି ବେଳେ ଅଘଟଣ: ବାଣ ଫୁଟି ୨୦ରୁ ଅଧିକ ଆହତ
କେନ୍ଦ୍ରାପଡା ଅଫିସ୍,୨୩।୧୧: କେନ୍ଦ୍ରାପଡାରେ ଏକ ବଡ଼ ଅଘଟଣ ଘଟିଛି। କେନ୍ଦ୍ରାପଡା ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣବେଳେ ବାଣ ଫୁଟି ୬୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ବାଣ ପ୍ରତିଯୋଗିତା ଚାଲିଥିବାବେଳେ…
ନଦୀବନ୍ଧ ଭାଙ୍ଗିବା ସତ୍ତ୍ୱେ ବନ୍ଦ ହେଉନି ବାଲି ଉଠାଣ
କେନ୍ଦ୍ରାପଡ଼ା ଅଫିସ, ୨୨ା୧୧:କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳର ପକ୍ଷୋଟଠାରେ ୩ ସପ୍ତାହ ପୂର୍ବେ ନଦୀବନ୍ଧ ଭାଙ୍ଗିଥିଲା। ଏହାର କାରଣ ବେଆଇନ ବାଲି ଉଠାଣ ହୋଇଥିବା ପ୍ରଶାସନିକ ତଦନ୍ତ ସମୟରେ ଜଣାପଡିଥିଲା। ଏହାସତ୍ତ୍ୱେ ନଦୀପଠାରୁ ବାଲି ଉଠାଣ ବନ୍ଦ ହେଉନାହିଁ।…
କର୍ମନିଯୁକ୍ତି ସୁଯୋଗ ଅପେକ୍ଷାରେ ଯୁବବର୍ଗ
ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପ ଆବଶ୍ୟକ କେନ୍ଦ୍ରାପଡ଼ା ଜିଲାକୁ ତୁଳସୀକ୍ଷେତ୍ର କୁହାଯାଏ। ଏଠାରେ ବହୁ ଐତିହ୍ୟ ସ୍ଥାନ ସହିତ ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ଅଛି। ଏହି ସ୍ଥାନକୁ ଦର୍ଶନୀୟ କରି ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପଗୁଡିଏ ଆବଶ୍ୟକ। ଲୋକଙ୍କ ଆଗମନ…
ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ
ମହାକାଳପଡ଼ା,୨୧ା୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଏକ ଶିଳ୍ପବିହୀନ ଜିଲା ଭାବେ ପରିଚିତ। ଏବେ ଶିଳ୍ପ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଶିଳ୍ପ କାରଖାନା ପ୍ରତିଷ୍ଠା ହେଲେ ଜିଲାର ଅର୍ଥନୈତିକ, ସାମାଜିକ ଅଭିବୃଦ୍ଧି ଘଟିବ। ଜିଲାର ମହାକାଳପଡ଼ା ବ୍ଲକର ବତୀଘର…
କୂଳ ଖାଉଛି ଚିତ୍ରୋତ୍ପଳା
ମାର୍ଶାଘାଇ,୨୦।୧୧(ଡି.ଏନ୍.ଏ.): ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ରାଘବପୁର ପଞ୍ଚାୟତ ଅଧୀନସ୍ଥ ନରସିଂହପୁର ଗାଁ ଦେଇ ପ୍ରବାହିତ ଚିତ୍ରୋତ୍ପଳା ନଦୀକୂଳ ଅତଡ଼ା ଖାଇ ଚାଲିଛି ା ବନ୍ୟା ନିୟନ୍ତ୍ରଣ ବନ୍ଧ ଖାଇ ଚାଲିଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡିଛନ୍ତି ା ବର୍ଷା ପାଣି ଗଡ଼ିବା ଦ୍ୱାରା…
କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସରପଞ୍ଚଙ୍କ ସ୍ବାମୀଙ୍କ ମାଡ଼
ରାଜନଗର,୨୦।୧୧(ଡି.ଏନ.ଏ.): ସରକାର ମହିଳା ସଶକ୍ତିକରଣ ପାଇଁ ପଞ୍ଚାୟତରେ ୫୦ ପ୍ରତିଶତ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିଛନ୍ତି। ମାତ୍ର ପଞ୍ଚାୟତରେ ମହିଳା ସରପଞ୍ଚଙ୍କ ବଦଳରେ ଅଧିକାଂଶ ସ୍ଥାନରେ ତାଙ୍କ ସ୍ବାମୀମାନେ ରାଜ୍ କରୁଛନ୍ତି। ଦାୟିତ୍ୱରେ ଥିବା ନିର୍ବାହୀ ଅଧିକାରୀ ଓ ଅନ୍ୟ…
ବାର୍ହା ଉପଦ୍ରବ, ଜମି ହୁଡ଼ାରେ ଚାଷୀଙ୍କ ମଞ୍ଚା
ମହାକାଳପଡ଼ା,୧୯ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବାର୍ହା ଉପଦ୍ରବ ଦେଖିବାକୁ ମିଳିଛି। ପାଚିଲା ଧାନକୁ ଖାଇବାକୁ ଦଳ ଦଳ ହୋଇ ବାର୍ହା ପଲ କ୍ଷେତକୁ ଆସି ନଷ୍ଟ କରୁଛନ୍ତି। ଏହାକୁ ନେଇ ଚାଷୀ ଜମି…
ଜଙ୍ଗଲରୁ ଗଛ କାଟି ବନ୍ଧରେ ଲଗାଯାଇଛିି
ପଟ୍ଟାମୁଣ୍ଡାଇ,୧୯ା୧୧(ସ୍ବ.ପ୍ର.): ତଟାଞ୍ଚଳକୁ ସୁରକ୍ଷା ଦେବାକୁ ସରକାର ଲୁଣା ନଦୀ ବନ୍ଧଗୁଡ଼ିକର ମରାମତି, ପଥର ପ୍ୟାକିଂ ଓ ପ୍ରଶସ୍ତୀକରଣ ବାବଦକୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ଯେଉଁ କାର୍ଯ୍ୟ ହେଉଛି ତାହା ୨ରୁ ୩ ମାସ ଭିତରେ ଖରାପ ହୋଇପଡୁଛି। ଏପରି ଏକ…

