୫-ଟି ରୂପାନ୍ତରଣ ବିଦ୍ୟାଳୟରେ ନିମ୍ନମାନର କାର୍ଯ୍ୟ
ଡେରାବିଶ, ୨୮।୭ (ସ୍ବ.ପ୍ର.): ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ କରିବା ଓ କୋମଳମତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାପ୍ରତି ଅଧିକ ଅଗ୍ରହ ଜନ୍ମାଇବା ପାଇଁ ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମକୁ ଜୋରଦାର କରାଯାଉଛି। ଏହିକ୍ରମରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ୨୬ଟି…
କେନ୍ଦ୍ରାପଡ଼ା ଜିଲାର ୬୦ ଭାଗ ଗାଁରେ ମିଳୁନି ପାନୀୟଜଳ
କେନ୍ଦ୍ରାପଡ଼ା ଅଫିସ, ୨୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଲୁଣାଞ୍ଚଳବାସୀଙ୍କ ପାଇଁ ଗତ ୨୦୧୮ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଧା ଯୋଜନାରେ ମେଗା ପାନୀୟ ଜଳ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଆସନ୍ତା ୪ ମାସ ମଧ୍ୟରେ…
ଅବସର ଦିବସର ୩ ଦିନ ପୂର୍ବରୁ ଲାଞ୍ଚନେଇ ଧରାପଡ଼ିଲେ ଡିଇଓ
କେନ୍ଦ୍ରାପଡା ଅଫିସ, ୨୭।୭: କେନ୍ଦ୍ରାପଡ଼ା ଜିଲା ଶିକ୍ଷାଧିକାରୀ ସଞ୍ଜୀବ କୁମାର ସିଂହଙ୍କର ଆସନ୍ତା ୩୧ ତାରିଖ ଚାକିରି କାର୍ଯ୍ୟକାଳର ଶେଷ ଦିବସ। ଏହାର ୩ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର ସକାଳେ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି।…
ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗରେ ଦୁର୍ନୀତି
ଡେରାବିଶ, ୨୭।୭ (ସ୍ବ.ପ୍ର.): କୋମଳମତି ଶିଶୁଙ୍କ ଶାରୀରିକ, ମାନସିକ ଅଭିବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହେବାରେ ଲାଗିଛି। ରାଜ୍ୟ ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନୱାଡି କର୍ମୀଙ୍କ ଜରିଆରେ ଶିଶୁମାନଙ୍କ ଯତ୍ନ ପାଇଁ…
ଭୋକରେ ଛାତ୍ରୀଛାତ୍ରଙ୍କ ଜଳୁଛି ପେଟ
ମହାକାଳପଡ଼ା,୨୭।୭(ଡି.ଏନ୍.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଶିକ୍ଷା ବିକାଶ ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ୨୦୧୫ ମସିହାଠାରୁ ପ୍ରତିଷ୍ଠା ହୋଇଛି। ଶିକ୍ଷାକ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ଶୈଖିକ ଓ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ପାଇଁ ସରକାର ଆଦର୍ଶ ବିଦ୍ୟାଳୟ ଖୋଲି…
ମହିଳା, ଶିଶୁଙ୍କଠାରେ ବଢୁଛି ରକ୍ତହୀନତା
କେନ୍ଦ୍ରାପଡ଼ା ଅଫିସ, ୨୭।୭: ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍ଏଫ୍ଏଚ୍ଏସ୍- ୫) କେନ୍ଦ୍ରାପଡ଼ା ଜିଲାର ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ଉଦ୍ବେଗଜନକ ରିପୋର୍ଟ ପ୍ରକାଶ କରିଛି। ଏନ୍ଏଚ୍ଏଫ୍ଏସ୍- ୪ ତୁଳନାରେ ଗତ ୬ ବର୍ଷ ମଧ୍ୟରେ ୧୬.୫ ପ୍ରତିଶତ ମହିଳା…
ପ୍ରଭାବଶାଳୀ ବ୍ୟକ୍ତିଙ୍କ କବ୍ଜାରେ ସରକାରୀ ଜମି
ପଟ୍ଟାମୁଣ୍ଡାଇ,୨୭।୭ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଶତାଧିକ ଏକର ମୂଲ୍ୟବାନ ସରକାରୀ ଜମି କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଚଞ୍ଚକତା କରି ହାତେଇ ନେଇଛନ୍ତି। ସରକାରୀ ଜମିକୁ ଦୀର୍ଘମିଆଦୀ ସୂତ୍ରରେ ଲିଜ୍ ନେବା ପରେ ବିକ୍ରି କରାଯାଉଛି। ଆଉ କେଉଁଠି କେତେଜଣ…
ରାସ୍ତାକୁ ପଙ୍କ ମାଟି ବୋହି ଯାତାୟାତରେ ବାଧା
ପଟ୍ଟାମୁଣ୍ଡାଇ,୨୬ା୭(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତା ସମ୍ପ୍ରସାରଣ ଓ ନବୀକରଣ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଠିକାଦାର ନିଯୁକ୍ତ କରାଯାଇଛି। ସମ୍ପୃକ୍ତ ଠିକାଦାର ବର୍ଷାଋତୁରେ ରାସ୍ତାପାର୍ଶ୍ୱରେ ପଙ୍କୁଆ ମାଟି ପକାଇ ରଖିଥିବାରୁ ଯାତାୟାତରେ ଘୋର ଅସୁବିଧା ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।…
ଚାପରେ ଜିଲା ପ୍ରଶାସନ ଚେପା
କେନ୍ଦ୍ରାପଡ଼ା ଅଫିସ, ୨୬ା୭:୨୦୧୪ ଅକ୍ଟୋବର ୨୧ରେ ଭାରତ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ୧୪୭ ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଗ୍ରାମ ଭାବେ ବିଜ୍ଞପ୍ତି (ନଂ.୨୧୮୦ଜେ) ପ୍ରକାଶ କରାଯାଇଛି। ଏହି ଚିହ୍ନଟ ଗ୍ରାମ ବର୍ଦ୍ଧିତ ଚିଙ୍ଗଡ଼ି ଘେରି ପାଇଁ ବିପଦରେ ପଡ଼ିଛି। ଜିଲାର…
ଅଳପୁଆ-ଦାମୋଦରପାଟଣା ରାସ୍ତା ଶୋଚନୀୟ
ପଟ୍ଟାମୁଣ୍ଡାଇ,୨୫ା୭ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଅଳପୁଆ-ଦାମୋଦରପାଟଣା ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ଆଣ୍ଢୁଏ ଲେଖାଏ ଗାତ ସୃଷ୍ଟି ହୋଇଛି। ଏହି ରାସ୍ତାରେ ଶତାଧିକ ବଡ଼ ବଡ଼ ଖାଲଖମା ସୃଷ୍ଟିହୋଇ ବର୍ଷାଦିନେ ଯାତାୟାତ ଅସମ୍ଭବ ହୋଇପଡୁଛି। ବର୍ଷାଦିନେ…
ଚାଷୀ ଅନୁକୂଳ କଲେ ପହିଲି ମୁଣ୍ଡା
ମହାକାଳପଡ଼ା,୨୫ା୭(ଡି.ଏନ୍.ଏ.): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଅନେକ ଅଞ୍ଚଳରେ ତଳିଘେରା ପ୍ରସ୍ତୁତ ହୋଇଥିବା ବେଳେ ଚାଷୀମାନେ ଜମିରେ ପହିଲି ମୁଣ୍ଡା ଅନୁକୂଳ କରିଛି। ଖରିଫ୍ ଋତୁରେ ଧାନଫସଲ ଭଲ ଅମଳ ପାଇଁ…
କୃଷି ଅର୍ଥନୀତିକୁ ବିଗାଡୁଛି ପ୍ରାକୃତିକ ବିପର୍ଯ୍ୟୟ
କେନ୍ଦ୍ରାପଡ଼ା ଅଫିସ,୨୫ା୭: କେନ୍ଦ୍ରାପଡ଼ା ଜିଲାରେ ଉର୍ବର ଭୂମି ସହ ଲୋକସମ୍ବଳ ଅଛି। ଏହାସତ୍ତ୍ୱେ କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ ଏହି ଜିଲାର ସାମାଜିକ ଓ ଅର୍ଥନୀତି ଦୁର୍ବଳ ରହୁଛି। ଏହାର ମୁଖ୍ୟ କାରଣ ବନ୍ୟା, ବାତ୍ୟା ପରି ପ୍ରାକୃିତକ ବିପର୍ଯ୍ୟୟର ଠିକ୍ ପରିଚାଳନା…
Archives


