ସମବାୟ ସମିତିରେ ମିଳୁନାହିଁ ଧାନ ବିହନ
ପଟ୍ଟାମୁଣ୍ଡାଇ,୧୭।୭(ସ୍ବ.ପ୍ର.): ଚାଷୀଙ୍କୁ ଉନ୍ନତମାନର ବିହନ, ସାର, ଔଷଧ ଯୋଗାଇଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଗଣମାଧ୍ୟମରେ ପ୍ରଚାର ପ୍ରସାର କରୁଛନ୍ତି। ପ୍ରକୃତରେ ଉନ୍ନତମାନର ବିହନ ସରକାର ଯୋଗାଇ ଦେଉନାହାନ୍ତି। ପ୍ରାଥମିକ କୃଷି ସେବା ସମବାୟ ସମିତି ଜରିଆରେ ଚାଷୀମାନଙ୍କୁ କମ୍…
ଦ୍ୱୀପାଞ୍ଚଳର ୧୩ ଗାଁକୁ ମହାନଦୀ ଡର
କେନ୍ଦ୍ରାପଡ଼ା ଅଫିସ,୧୭।୭: କେନ୍ଦ୍ରାପଡ଼ା ଜିଲାରେ ମୌସୁମୀ ବର୍ଷାର ପ୍ରଭାବ ଶୁକ୍ରବାର ରାତିରୁ ଦେଖାଦେଇଛି। ଏହାର ପ୍ରଭାବରେ ଲଗାଣ ବର୍ଷା ଲାଗି ରହିଛି ା ଅପରପକ୍ଷରେ ଆସନ୍ତା ୧୮ ତାରିଖରେ ହୀରାକୁଦର ଗେଟ୍ ଖୋଲା ହେବ ବୋଲି ମୁଖ୍ୟଯନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।…
ସାମୁଦ୍ରିକ ଜୁଆରରେ ରାସ୍ତାରେ ୩ ଫୁଟର ପାଣି
ମହାକାଳପଡ଼ା,୧୬ା୭(ଡି.ଏନ.ଏ.): ପୂର୍ଣ୍ଣିମା ଯୋଗୁ ସାମୁଦ୍ରିକ ଜୁଆରରେ ପାଣି କୂଳ ଲଙ୍ଘିଛି। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତୀଘର ପଞ୍ଚାୟତ ଟୁବି ଫେରିଘାଟ-ବତୀଘର ମୁଖ୍ୟରାସ୍ତାର ପ୍ରସ୍ତାବିତ ସରଂକ୍ଷିତ ଜଙ୍ଗଲ ନିକଟରେ ସମୁଦ୍ର ଜଳ ପ୍ରବେଶ କରି ରାସ୍ତାରେ ୩…
ବିପର୍ଯ୍ୟସ୍ତ ହେବ କୃଷି, ପାନୀୟ ଜଳ
କେନ୍ଦ୍ରାପଡ଼ା ଅଫିସ, ୧୬ା୭: ମହାନଦୀର ଜଳଧାରା ସମ୍ପୂର୍ଣ୍ଣ ବ୍ୟାହତ ହୋଇପାରେ। ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ ମହାନଦୀ ଜଳ ବିବାଦକୁ ନେଇ ଏପରି ଆଶଙ୍କା ବିଧାନସଭାରେ ପ୍ରକଟ ପରେ ଏହାର ପ୍ରତିଧ୍ୱନି କେନ୍ଦ୍ରାପଡ଼ା ଜିଲାରେ ଶୁକ୍ରବାର ଦେଖିବାକୁ ମିଳିଛି। ଛତିଶଗଡ଼ଠାରେ…
୪ଶହ ଏକର ଜମିକୁ ମାଡ଼ିଗଲା ଜୁଆର
ରାଜନଗର,୧୪ା୭(ଡି.ଏନ.ଏ.): ପାଟ୍ଟଶାଳା ନଦୀର ଜୁଆର ଗୁରୁବାର ବନ୍ଧ ଡେଇଁ ଭେଡାକୁ ପଶିଛି। ଉଚ୍ଚ ଜୁଆର ରଙ୍ଗଣୀ ପଞ୍ଚାୟତର ପଟ୍ଟାପାରିଆ ଓ ଭେକ୍ଟାମୌଜାର ପ୍ରାୟ ୪ଶହ ଏକର ଚାଷ ଜମିରେ ମାଡି ଯାଇଛି। ଖରିଫ ଧାନ ଚାଷ ପାଇଁ ଚାଷୀମାନେ ତଳି ପକାଇଥିବା…
ଡେରାବିଶ ମହିଳା ଶିଶୁ ସମନ୍ବିତ ବିଭାଗରେ ଦୁର୍ନୀତି
ଡେରାବିଶ,୧୫ା୭(ସ୍ବ.ପ୍ର.): ଶିଶୁମାନଙ୍କ ସାମଗ୍ରୀକ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ବେଳେ କେନ୍ଦ୍ରପଡ଼ା ଜିଲା ଡେରାବିଶ ବ୍ଲକ୍ ଅଧୀନ ଅଙ୍ଗନୱାଡି କେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା କିଟ୍ ଓ ଖେଳଣା କିଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବା…
ଗୋଖାଦ୍ୟ ଦର ବୃଦ୍ଧି ଚାଷୀ ହନ୍ତସନ୍ତ
କେନ୍ଦ୍ରାପଡ଼ା ଅଫିସ, ୧୫ା୭: କଥାରେ ଅଛି ଗୋଦରା କୋଡ଼େ ଯେତେ, ମାଡ଼େ ସେତେ। ଏପରି ଉଦାହରଣ କେନ୍ଦ୍ରାପଡ଼ା ଜିଲାର ଦୁଗ୍ଧ ଚାଷୀଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ଦୁଗ୍ଧ ଚାଷୀ ଓ ସଙ୍ଗଠନ ପକ୍ଷରୁ ହେଉଥିବା ଚାପରୁ ରାଜ୍ୟ ସରକାର ଦୁଗ୍ଧ ଲିଟର…
ଇଲିଶି ଦର ଆକାଶଛୁଆଁ
ମହାକାଳପଡ଼ା,୧୫ା୭ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମୁଦ୍ର ଓ ସଂଲଗ୍ନ ନଦୀରେ ଲଘୁଚାପ ପ୍ରଭାବ ଯୋଗୁ ୨ ଦିନ ହେଲା ଇଲିଶି ମାଛ ବହୁଳ ମାତ୍ରାରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡୁଛନ୍ତି। ଇଲିଶି ମାଛର ଚାହିଦା ଥିବାରୁ ଏହାର ଦର ଆକାଶଛୁଆଁ…
ଗାଁରେ ପଶିଲା ସମୁଦ୍ର ଜଳ
ମହାକାଳପଡ଼ା,୧୪ା୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଳିଆ ଅଞ୍ଚଳରେ ସମୁଦ୍ର ଜଳ ବୁଧବାର ପ୍ରବେଶ କରିଛି । ସମୁଦ୍ରରେ ଉଚ୍ଚ ଜୁଆର ଉଠିବା ପରେ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଚିଙ୍ଗୁଡ଼ି ଘେରି ବନ୍ଧ ମୁକୁଳା ଥିବାରୁ ସମୁଦ୍ର ଜଳ ଗାଁ…
ଜଳ ପାଲଟିଛି ଜହର, ଜବରଦଖଲରେ ନଦୀପଥ
କେନ୍ଦ୍ରାପଡ଼ା ଅଫିସ, ୧୪ା୭: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଇଛି। କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ…
ଜଣେ କର୍ମଚାରୀରେ ପାରାଦୀପ ସମେତ ୩ ବ୍ଲକ
ପାରାଦୀପ, ୧୪ା୭(ସ୍ବ.ପ୍ର.): ୧୯୬୨ ମସିହା ଜାନୁୟାରୀ ୩ରେ ପାରାଦୀପ ବନ୍ଦରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ପରେ ଅନେକ ସରକାରୀ ଅଫିସ ପାରାଦୀପରେ ସ୍ଥାପନା ହୋଇଥିଲା। ସେଥିମଧ୍ୟରେ ପ୍ରଥମ ଅଫିସ ଥିଲା ବିଏସ୍ଏନ୍ଏଲ୍ (ଭାରତ ସଞ୍ଚାର ନିଗମ ଲିମିଟେଡ୍)। ୧୯୬୫ରେ ସ୍ଥାପନା ହୋଇଥିବା…
ସର୍ବୋଚ୍ଚ ଜୁଆର ଚିହ୍ନଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କେନ୍ଦ୍ରାପଡ଼ା ଅଫିସ, ୧୩।୭: ବିଶ୍ୱତାପନର ସମୁଦ୍ର ଉପରେ ପ୍ରଭାବ ପଡୁଛି। ଏହାର ପ୍ରଭାବରେ ଉତ୍ତାଳ ହୋଇ ଜୁଆର ପାଣି ଗ୍ରାମ ମଧ୍ୟକୁ ପଶୁଛି। ଲୁଣା ବନ୍ଧ ଟପି ଚାଷ ବାସକୁ କ୍ଷତି ପହଞ୍ଚାଉଛି। ପ୍ରତିବର୍ଷ ସାମୁଦ୍ରିକ ଝଡ଼ବର୍ଷା ପରି ପ୍ରାକୃତିକ ବିପତ୍ତି…
Archives


