କେନ୍ଦ୍ରାପଡ଼ା

ସ୍ବପ୍ନରେ ସୀମିତ ୮୭୫ ଏକରରେ ବିଦ୍ୟୁତ୍‌ ପ୍ଲାଣ୍ଟ

କେନ୍ଦ୍ରାପଡ଼ା ଅଫିସ, ୪।୧୨: ଭୁବନେଶ୍ୱରସ୍ଥ ଜନତା ମଇଦାନରେ ମେକ୍‌ଇନ ଓଡ଼ିଶା କନକ୍ଲେଭ ୨୦୨୨ ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ଚାଲିଛି। ଏହି କନ୍‌କେଲଭରେ ଅଦ୍ୟାବଧି କେନ୍ଦ୍ରାପଡ଼ା ଜିଲାର ଆର୍ଥିକ ଭିତ୍ତିଭୂମି ସୁଦୃଢ଼ ପାଇଁ କୌଣସି ପ୍ରକଳ୍ପକୁ ଗୁରୁତ୍ୱ ଦିଆଯାଇନାହିଁ। ଯାହା…

ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ

ମହାକାଳପଡ଼ା,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା ନେଇ ଗ୍ରାମବାସୀ ଉଚ୍ଚ ନ୍ୟାୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିଭୂମି ଉଚ୍ଚ ନ୍ୟାୟାଳୟ ଉକ୍ତ…

ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମାର୍ଶାଘାଇ,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତ ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବା ବେଳେ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ପରେ ବି ରାସ୍ତା ଅବସ୍ଥା ସୁଧୁରୁନି

ପଟ୍ଟାମୁଣ୍ଡାଇ,୩ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ଅଧୀନରେ ଥିବା ଅଳଭା-ଗଣ୍ଡାକିଆ ସାଢେ ୧୦ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ପାଇଁ ରୋଜଗାରର ପଥ ସାଜିଛି। ଏହି ରାସ୍ତା ଜଳସମ୍ପଦ ବିଭାଗ ଅଧୀନରେ ଥିବାବେଳେ ଗୋବରୀ ସମ୍ପ୍ରସାରିତ କେନାଲ…

ଶାଶୁଘର ଦୁଆରେ ବୋହୂଙ୍କ ଧାରଣା

ଡେରାବିଶ,୩ା୧୨(ସ୍ବ.ପ୍ର.): ଶାଶୁ ଘର ଦୁଆରେ ବୋହୂଙ୍କ ଧାରଣା ଏବେ ଡେରାବିଶ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହେଉଛି ା ଶୁକ୍ରବାର ପୂର୍ବାହ୍ନ ୧୦ଟା ସମୟରେ ଡେରାବିଶ ଥାନା କୁରୁଜଙ୍ଗା ପଞ୍ଚାୟତ ମହେଶପୁର ଗ୍ରାମର ସୁବାସ ଚନ୍ଦ୍ର ସାମଲଙ୍କ ଘର ଦୁଆର ମୁହଁରେ ସ୍ତ୍ରୀ…

ମାଆ କୋଳକୁ ଫେରିଲା ୬ ଦିନର ପୁଅ

କେନ୍ଦ୍ରାପଡ଼ା ଅଫିସ, ୨ା୧୨:କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଶିଶୁପୁତ୍ର ନିଖୋଜ ହେବା ଘଟଣାର ପୂର୍ଣ୍ଣଚ୍ଛେଦ ପଡ଼ିଛି ା ଚାଇଲ୍ଡ ୱେଲଫେୟାର କମିଟି (ସିଡବ୍ଲ୍ୟୁସି)ର ତଦନ୍ତ ଓ ତପତ୍ରତା ଯୋଗୁ ମାଆ କୋଳକୁ ୬ ଦିନର ପୁଅ ଫେରିଛି…

ବାଲିଆ ବାଣ ବିସ୍ଫୋରଣ ମାମଲା: ୪୦ ଆହତଙ୍କ ମଧ୍ୟରୁ ୨ ମୃତ, ୬ ସୁସ୍ଥ ହୋଇ ଫେରିଲେ

ଡେରାବିଶ,୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ଗତ ୨୩ ତାରିଖରେ ଅନୁଷ୍ଠିତ କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଣ ବିସ୍ଫୋରଣ ଘଟି ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪୦ ଜଣ ଗୁରୁତର ହୋଇ କଟକ ବଡ ମେଡିକାଲ(ଏସ୍‌ସିବି)ରେ…

ଅଦାଲତ ଦ୍ୱାରସ୍ଥ ପରେ ବି ମିଳୁନି ରାଶନ ସାମଗ୍ରୀ

ପଟ୍ଟାମୁଣ୍ଡାଇ,୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ମାମଲାର ଶୁଣାଣି କରି ଲୋକ ଅଦାଲତ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଥିଲେ। ୨୦୧୬ରୁ ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଞ୍ଚାୟତ କାଠିଆପଡା ଗଁାର ଉର୍ମିଳା…

ଭାଣିଜୀଙ୍କୁ ବଞ୍ଚାଇବାକୁ ଯାଇ ମାମୁ ସଂଘବଦ୍ଧ ଆକ୍ରମଣର ଶିକାର

ରାଜନଗର,୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ରିଘାଗଡ଼ ଗଁାରେ ଶାଶୁଘର ଲୋକେ ମିଳିମିଶି ନବବଧୂଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରୁଥିଲେ। ନବବଧୂ (ଭାଣିଜୀ)ଙ୍କୁ ସେମାନଙ୍କ କବଳରୁ ମାମୁ ବଞ୍ଚାଇଥିଲେ। ଏହି ରାଗରେ ସୋମବାର ରାତିଅଧରେ ଭଡ଼ାଟିଆ…

ଡିସେମ୍ବର ୧ରୁ ଇକୋ ରିଟ୍ରିଟ୍‌

ରାଜନଗର, ୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ପେଣ୍ଠଠାରେ ଚଳିତବର୍ଷ ଇକୋ ରିଟ୍ରିଟ୍‌ ଅନୁଷ୍ଠିତ ହେଉଛି। ଇକୋ ରିଟ୍ରିଟ୍‌ ଯେପରି ସଫଳ ହେବ, ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ଭିତରକନିକାର ଇକୋ ରିଟ୍ରିଟ୍‌କୁ ଆସିବାକୁ ବୁକିଂ କରିଥିବା ଓ ଇଚ୍ଛା…

ମଜୁରି ନ ଦେବା ଦିନେଶଙ୍କ ପାଇଁ କାଳ ହେଲା

ମହାକାଳପଡ଼ା,୩୦ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଖରିନାସୀ ମୁଖ୍ୟ ରାସ୍ତାପାଶର୍‌ବ ମା’ମନସା ଜ୍ୟୋତି ବୈଦ୍ୟ ଫ୍ଲାଏ ଆଶ୍‌ ଇଟା ଫ୍ୟାକ୍ଟ୍ରି ମାଲିକ ଦିନେଶ ବୈଦ (୩୪)ଙ୍କୁ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିଲା। ଏହି…

ଅବାଧ ବାଲି ଚାଲାଣ: ନଦୀବନ୍ଧ ଦୁର୍ବଳ

ଆଳି,୨୯ା୧୧(ଡି.ଏନ୍‌.ଏ.): ରାଜ୍ୟ ସରକାର ନଦୀ ଗ୍ରାସରୁ ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ନିମନ୍ତେ ତଟବନ୍ଧ ବିଭାଗ ପକ୍ଷରୁ ଅର୍ଥ ଖର୍ଚ୍ଚକରି ନଦୀବନ୍ଧ ସୁଦୃଢ଼ କରାଯାଉଛି। ବାଲି ବ୍ୟବସାୟୀମାନେ ବନ୍ଧ କାଟି ନଦୀରୁ ଅହରହ ବାଲି ବୋଝେଇ ଗାଡ଼ି ନେଉଛନ୍ତି। ଫଳରେ ନଦୀବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?