ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ
ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି। ଯୁବକଙ୍କ ବୟସ ୨୫ରୁ ୩୦ ବର୍ଷ ଭିତରେ ହେବ। ସଂସାରଫଳ ଗ୍ରାମାଞ୍ଚଳ ଅଧିକାରୀ…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା
କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬: କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ଚାମେଲି । ନ୍ୟାୟ ଦେବା…
ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…
କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ସନ୍ଦେହଘେରକୁ ଆସିଥିବା ୨ ଯୁବକଙ୍କୁ ପୋଲିସ ଥାନାକୁ ଉଠାଇଆଣି ପଚରାଉଚରା…
ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ
କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି ଏକ ସମ୍ବେଦନଶୀଳ ମାମଲାରେ ଗିରଫ ହୋଇଥିବା ସରପଞ୍ଚଙ୍କ ଜାମିନ୍ ଆବେଦନକୁ କୋର୍ଟ ମଞ୍ଜୁର…
ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….
ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର କୁମ୍ଭୀରକୁ ଉଦ୍ଧାର କରିଛି । ବ୍ରାହ୍ମଣୀ ନଦୀକୁ ସଂଯୋଗ ଥିବା ଏହି ନାଳକୁ…
ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….
ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର । ପୋଷ୍ଟମାଷ୍ଟର ତାଲା ଝୁଲାଇ ଦେବା ପରେ ପୋଷ୍ଟାଲ ଇନ୍ସପେକ୍ଟର ପହଞ୍ଚି ଶାଖା…
ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ
ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର ଦୂଷିତ ପାଣି ଗରା ମାଠିଆରେ ସଂଗ୍ରହ କରୁଛନ୍ତି। ବର୍ଷର ଅନ୍ୟ ସମୟରେ ଜଳକଷ୍ଟ…
ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ
ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ ସେଠୀଙ୍କ ଏକମାତ୍ର ପୁଅ ମନୋରଞ୍ଜନ (୧୫ )। ସୂଚନା ମୁତାବକ ସେ ଦୋଳି…
ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…
ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ…
ଜେଲ ଗଲେ ସରପଞ୍ଚ ଚାମେଲି ଓଝା
କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ମହାକାଳପଡ଼ା ପୋଲିସ ଶନିବାର ଗିରଫ କରିଛି। ଅସୁସ୍ଥତା ସତ୍ତ୍ୱେ ତାଙ୍କୁ ଏସ୍ଡିଜେଏମ୍ଙ୍କ…
ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା
ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ସରପଞ୍ଚ ଓଝାଙ୍କପୋଲିସ ଉଠାଇ ନେଇ…
ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…
କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଶୁକ୍ରବାର ଇ-ମେଲ୍ ଯୋଗେ ପଠାଇଛନ୍ତି। ଏଥିରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ପାଇଁ ବ୍ଲକ…

