କେନ୍ଦ୍ରାପଡ଼ା

ଶିଶୁଙ୍କୁ ମିଳିଲା ପୋକ ସାଲୁବାଲୁ ଛତୁଆ

ଆଳି,୧୩।୭(ଡି.ଏନ.ଏ.): ରାଜ୍ୟ ସରକାର ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ ଯୋଗାଇ ଦେଉଛନ୍ତି। ଏହି ଛତୁଆ ପ୍ରସ୍ତୁତି ନିମନ୍ତେ ସ୍ବୟଂ ସହାୟିକା ଗୋଷ୍ଠୀକୁ ଦାୟିତ୍ୱ ଦିଆଯାଇଛି। ଅନେକ ସମୟରେ ନିମ୍ନମାନର…

ଗଜାମରୁଡ଼ି ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୨ା୭:ଆକାଶରେ ବାଦଲ ଅଛି, ବର୍ଷା ନାହିଁ। ମୌସୁମୀ ବର୍ଷା ଓଡ଼ିଶାକୁ ଛୁଇଁଥିବା ପାଣିପାଗ ବିଶେଷଜ୍ଞ ସୂଚନା ଦେଇଥିଲେ। ହେଲେ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ପରିମାଣ ଖୁବ୍‌ କମ୍‌ ରହିଛି। ଗତ ୩ ମାସର ବର୍ଷା ପରିମାଣ ୨୦୨୧ ବର୍ଷଠାରୁ…

ଗୋଟିଏ ଦିନ ବିଳମ୍ବରେ ପହଞ୍ଚିଲା ବ୍ରହ୍ମ ତାଳଧ୍ବଜ

କେନ୍ଦ୍ରାପଡ଼ା ଅଫିସ,୧୧।୧୦: କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ ରଥ ଶେଷରେ ଗୋଟିଏ ଦିନ ବିଳମ୍ବରେ ଚକଡ଼ାରେ ପହଞ୍ଚିଥିଲା। ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁଁ ରାସ୍ତା ପାଶର୍‌ବ ଅସ୍ଥାୟୀ ଦୋକାନ ଉପରକୁ ମାଡିଯାଇ ଥିବାରୁ ରଥ ଟାଣିବାରେ ଗୋଟିଏ ଦିନ ବିଳମ୍ବ ହୋଇଥିଲା ।…

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍‌ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କ ଡିଭିଜନ ବେଞ୍ଚର ଏହି ଶୁଣାଣିରେ ଦୁଇ ଆର୍ଦ୍ରଭୂମି ଜଳ…

ରାସ୍ତାକୁ ପଙ୍କମାଟି ଖସି ଯାତାୟାତରେ ଅସୁବିଧା

ପଟ୍ଟାମୁଣ୍ଡାଇ,୧୦।୭(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଉତିକଣ ବନ୍ୟା ନିରୋଧକ ପୁରୁଣା ପଟ୍ଟାମୁଣ୍ଡାଇ-ରାଜନଗର ପୂର୍ତ୍ତ ବିଭାଗ ରାସ୍ତାର ଅଳଭାଠାରୁ ମଦନପୁର ମଧ୍ୟ ଦେଇ ରାଜନଗର ପର୍ଯ୍ୟନ୍ତ ରାସ୍ତା ଯାଇଛି। ୪ ମାସ ତଳେ ଟେଣ୍ଡର ମାଧ୍ୟମରେ ଏହି ରାସ୍ତା ନିର୍ମାଣ ଆରମ୍ଭ ହୋଇଥିଲା।…

ପ୍ରାଥମିକ କୃଷି ସମବାୟ ସମିତିରେ ଅବ୍ୟବସ୍ଥା

ପଟ୍ଟାମୁଣ୍ଡାଇ,୧୦।୭(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଗଠନ କରାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍‌ ଋଣ, ରିହାତି ଦରରେ ବିହନ ଯୋଗାଣ, ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ, ମୁଗ ଆଦି ସରକାରୀ ଦରରେ…

ମାର୍ଶାଘାଇ, ମହାକାଳପଡ଼ା, ପାଟକୁରାରେ ପ୍ରତିଷ୍ଠା ହେବ କୋର୍ଟ

କେନ୍ଦ୍ରାପଡ଼ା ଅଫିସ,୧୦।୭: ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ରାଜ୍ୟର ୩୮ଟି ନୂତନ କୋର୍ଟ ପାଇଁ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଗତ ୫ ତାରିଖରେ ଆକାଉଣ୍ଟ ଜେନେରାଲଙ୍କୁ ଚିଠି (ନଂ- ଆଇଜେ-୬୧/ ୨୦୨୧- ୭୫୦୨) ହୋଇଛି ା ଏହି ଚିଠିରେ କେନ୍ଦ୍ରାପଡ଼ା ଜିଲାର…

ଏକାଦଶୀରେ ଟଣାହେବ ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା ଅଫିସ, ୯।୭: ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଆସନ୍ତା ଏକାଦଶୀରେ ରବିବାର ଶେଷ ହେବ। ଏଥିପାଇଁ ଜିଲା ପ୍ରଶାସନ ଓ ଦେବୋତର ଟ୍ରଷ୍ଟ ବୋର୍ଡର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଦଶମୀ ତିଥିରେ ଅର୍ଥାତ ଶନିବାର ସନ୍ଧ୍ୟାରୁ…

ରାମଚଣ୍ଡୀ ମନ୍ଦିର ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୯ା୭: କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ଶକ୍ତିପୀଠ ମହାକାଳପଡ଼ା ବ୍ଲକ ରାମନଗରସ୍ଥ ରାମଚଣ୍ଡୀ ମନ୍ଦିର ପରିସର ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚତ୍ତ ହୋଇଛି। ଏହି ପ୍ରସଙ୍ଗ ଶୀତଳଭଣ୍ଡାରକୁ ଚାଲିଯାଇଛି। ୨୦୧୭ ରୁ ଏ ସମ୍ପର୍କରେ ସମସ୍ତ ତଥ୍ୟ ରାଜ୍ୟ…

ବିପଦସଙ୍କୁଳ ଅବସ୍ଥାରେ ଦାନପୁର ଲକ୍‌ ପୋଲ

ଡେରାବିଶ,୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ଲୁଣାନଦୀର ଦାନପୁରଠାରେ ନିର୍ମିତ ହୋଇଥିବା ସେତୁଟି ଡେରାବିଶ ସହ ଗରଦପୁର ଓ ମାର୍ଶାଘାଇ ବ୍ଲକର ଜୀବନରେଖା। ଲୁଣାନଦୀରେ ସେତୁ ନିର୍ମାଣ ପାଇଁ ଦୀର୍ଘବର୍ଷର ଦାବିକୁ ଦୃଷ୍ଟିରେ ରଖି ୨୦୧୪ରେ ପାଟକୁରାର ପ୍ରାକ୍ତନ ବିଧାୟକ…

ପାର୍ବତୀଙ୍କ ମୁହଁରେ ଫୁଟିଲା ହସ: ପହଞ୍ଚିଲା ପ୍ରଶାସନ

ମହାକାଳପଡ଼ା, ୮ା୭ (ଡି.ଏନ୍‌.ଏ.): ‘ପେଟକୁ ମିଳୁନି ଭାତ, ମୁଣ୍ଡରେ ନାହିଁ ଛାତ’ ଶୀର୍ଷକ ଖବର ଧରିତ୍ରୀରେ ବୁଧବାର ପ୍ରକାଶ ପାଇଥିଲା। ଗୁରୁବାର ଜିଲା ପ୍ରଶାସନ ସହାୟତାର ରାଶି ସହ ରାଶନ କାର୍ଡ ଦୁର୍ଦ୍ଦିନରେ କାଳ କାଟୁଥିବା ଆଦିବାସୀ ମହିଳା ପାର୍ବତୀ ସିଂଙ୍କ…

କେନ୍ଦ୍ରାପଡ଼ା ଜିଲାରେ ୪,୨୮୬ ଶିଶୁ ଅପପୁଷ୍ଟିର ଶିକାର

କେନ୍ଦ୍ରାପଡ଼ା ଅଫିସ,୮ା୭: କେନ୍ଦ୍ର ଓ ରାଜ୍ୟ ସରକାର ଶିଶୁଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଯୋଜନା ପ୍ରଣୟନ କରୁଛନ୍ତି। ପ୍ରଣୀତ ଯୋଜନାକୁ କାର୍ଯ୍ୟକାରୀ ପାଇଁ ଅର୍ଥ ମଞ୍ଜୁର ହେଉଛି। ହେଲେ କେନ୍ଦ୍ରାପଡ଼ା ଜିଲାର ଶିଶୁଙ୍କ ସମ୍ପର୍କରେ ଯେଉଁ ତଥ୍ୟ ବିଭାଗୀୟ କାର୍ଯ୍ୟାଳୟରୁ ମିଳିଛି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri