କେନ୍ଦ୍ରାପଡ଼ା

ବିପର୍ଯ୍ୟୟ ପରିଚାଳନା ପାଇଁ ଭିତ୍ତିଭୂମି ଆବଶ୍ୟକ

କେନ୍ଦ୍ରାପଡ଼ା ଅଫିସ, ୨୯ା୧୦: ସାମୁଦ୍ରିକ ଝଡ଼ ଅଥବା ଅକ୍ଟୋବର ୨୯ ତାରିଖ ଆସିଲେ, ୨୩ ବର୍ଷର ପୂର୍ବ ମହାବାତ୍ୟା ମନେପଡ଼େ। ୧୯୯୯ର ଏହି ମହାବାତ୍ୟାରେ ରାଜ୍ୟର ୧୪ ଜିଲାରେ ସମୁଦ୍ରକୂଳଠାରୁ ପ୍ରାୟ ୧୫୦ କିଲୋମିଟର ଆଭ୍ୟନ୍ତର ଅଞ୍ଚଳରେ ପ୍ରବଳ ବର୍ଷା ସହ…

ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ ଦରମା ବାଟମାରଣା

ଡେରାବିଶ ୨୮ା୧୦(ସ୍ବ.ପ୍ର.): ନିଯୁକ୍ତି ଦେଇଥିବା ଆଉଟସୋର୍ସିଂ ଠିକା ସଂସ୍ଥା ଦ୍ୱାରା ହରିଦାସପୁର-ପାରାଦୀପ ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମକଙ୍କ ଦରମା ବାଟମାରଣା ଓ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ ହୋଇଛି। ଡେରାବିଶ ଅଞ୍ଚଳର କେତେଜଣ ଯୁବକ ଏଥିରେ ନିୟୋଜିତ ହୋଇଥିବାବେଳେ…

ବିଦେଶରେ ଚାକିରି ଦେବାକୁ କହି ଏଜେଣ୍ଟ ଠକି ନେଲେ ଟଙ୍କା

ଆଳି,୨୮ା୧୦(ଡି.ଏନ.ଏ.): ବିଦେଶରେ ଚାକିରି କରାଇ ଦେବାକୁ କହି ୩୦ରୁ ଊର୍ଦ୍ଧ୍ୱ ଯୁବକଙ୍କ ନିକଟରୁ ୩୦ ଲକ୍ଷରୁ ଅଧିକ ଟଙ୍କା ନେଇ ଏଜେଣ୍ଟ ଫେରାର ହୋଇଯିବା ପରେ ଯୁବକମାନେ ଆଳି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଠକେଇରେ ଶିକାର ହୋଇଥିବା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ…

ହଜିଗଲାଣି ମୁକ୍ତା ଯୋଜନାର ପ୍ରକଳ୍ପ

ପଟ୍ଟାମୁଣ୍ଡାଇ,୨୮ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କରୋନା ସମୟରେ ଲୋକଙ୍କ ସହ ଶ୍ରମିକ ଶ୍ରେଣୀର ଲୋକେ ବେଶୀ ପ୍ରଭାବିତ ହୋଇଥିଲେ। ବିଭିନ୍ନ ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଘରକୁ ବାହୁଡି ଥିଲେ। ଏଠାରେ ମଧ୍ୟ କାମ ନ ମିଳିବାରୁ ଲୋକେ…

ଜୁନ୍‌ରୁ ମିଳୁନି ଗହମ, ରାଶନ ହିତାଧିକାରୀ ହତାଶ

କେନ୍ଦ୍ରାପଡ଼ା ଅଫିସ, ୨୮ା୧୦: ପରିବର୍ତ୍ତିତ ଖାଦ୍ୟ ସାରଣୀରେ ଅଟା ଏବେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଧନୀଠାରୁ ଗରିବ ପର୍ଯ୍ୟନ୍ତ ସମସ୍ତେ ଏବେ ଗହମ ଉପରେ ନିର୍ଭର କରୁଛନ୍ତି। ଏହା ଛଡା ଡାଇବେଟିସ ରୋଗୀଙ୍କ ନିତ୍ୟ ଆହାରରେ ରୁଟି ପ୍ରମୁଖ ଅଙ୍ଗ…

ଆର୍ଦ୍ରଭୂମି ସୁରକ୍ଷାରେ ଡ୍ରୋନ୍‌ ବ୍ୟବହାର କର: ହାଇକୋର୍ଟ

କେନ୍ଦ୍ରାପଡ଼ା ଅଫିସ,୨୭।୧୦: ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରେ ଡ୍ରୋନ୍‌ ବ୍ୟବହାର ହେବ। ଏହି ଆର୍ଦ୍ରଭୂମି ପରିବେଶକୁ ନଷ୍ଟ କରୁଥିବା ଚିଙ୍ଗୁଡି ଘେରି ସହ ତଟକ୍ଷୟ ସମ୍ପର୍କରେ ତଥ୍ୟ ମିଳିବ। ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ସହ ବନ୍ୟ…

ବ୍ରାହ୍ମଣୀ ନଦୀରେ ବାରମ୍ବାର ଭୁଶୁଡୁଛି ସ୍ପର

ପଟ୍ଟାମୁଣ୍ଡାଇ, ୨୭ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଜଳ ସମ୍ପଦ ବିଭାଗ ପକ୍ଷରୁ ବ୍ରାହ୍ମଣୀ ନଦୀର ପାଳପାଟଣା, କଦମ୍ବଦାଣ୍ଡି ଓ ଉତିକୋଣ ଘେରି ବନ୍ଧ ହୋଇଥିବା ପଥର ପ୍ୟାକିଂ କାମ ନିମ୍ନମାନର ହୋଇଥିବା ଅଭିଯୋଗ ହେଉଛି। କେଉଁଠି କାମ ଅଧାପନ୍ତିରିଆ ହୋଇ ବିଲ୍‌…

ନାମକୁ ମାତ୍ର ନିଷିଦ୍ଧାଞ୍ଚଳ ଘୋଷଣା

କେନ୍ଦ୍ରାପଡ଼ା ଅଫିସ, ୨୭ା୧୦: ସମୁଦ୍ର ମଧ୍ୟରେ ମାଛ ହାଟ ହେଉଛି। ଟ୍ରଲର ମାଲିକମାନେ ସେଠାରୁ ମାଛ ନେଇ ଯାଉଛନ୍ତି । ଗହୀରମଥାରେ ମାଛ ମାରିବା କଟକଣା ସମୟରେ ସେଠାକୁ ଅବାଧ ପ୍ରବେଶ ଚାଲିଛି । ବନ କର୍ମଚାରୀ ଏଥିପାଇଁ ୮୦ ଲକ୍ଷ…

ବ୍ଲକ କଲୋନୀରୁ ୫ ଶିଶୁଗଛ କଟାକୁ ନେଇ ଉତ୍ତେଜନା

ପଟ୍ଟାମୁଣ୍ଡାଇ, ୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନୀ ମଧ୍ୟରେ ମୂଲ୍ୟବାନ ଶିଶୁଗଛ କଟା ଯାଇଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହାର ବିହିତ କାର୍ଯ୍ୟନୁଷ୍ଠାନ ନେବାକୁ ନଗର କଂଗ୍ରେସ ପକ୍ଷରୁ ଦାବି ହୋଇଛି। ପ୍ରାୟ ୫ଟି ମୂଲ୍ୟବାନ ଶିଶୁଗଛ…

କେନ୍ଦ୍ରାପଡ଼ାରେ ଡେରା ପକାଇଛି କେରଳ ବସ୍‌

କେନ୍ଦ୍ରାପଡ଼ା ଅଫିସ, ୨୬ା୧୦: ଦୀପାବଳି ପର୍ବ ଶେଷ ହୋଇନାହିଁ। କେନ୍ଦ୍ରାପଡ଼ା ଜିଲାର ଗଣପର୍ବରେ ସାମିଲ ହେବାକୁ ପ୍ରବାସରୁ ଆସିଥିବା ଶ୍ରମିକ କର୍ମସ୍ଥଳକୁ ବାହୁଡିଲେଣି। ଏଥିପାଇଁ ବିଭିନ୍ନ ରାଜ୍ୟରୁ ବସ ଆସି ଜିଲାର ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ରାଜକନିକା ଆଦି ବ୍ଲକ ଅଞ୍ଚଳରେ…

ଉପକୂଳ ପାଲଟିଛି ନକଲି ବ୍ୟବସାୟୀଙ୍କ ଚରାଭୂଇଁ

ମହାକାଳପଡ଼ା,୨୪ା୧୦ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବହୁସଂଖ୍ୟାରେ ନକଲି ବ୍ୟବସାୟୀ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ ହେଉଛି। ବ୍ଲକର ଉପାନ୍ତ ଅଞ୍ଚଳରେ ଖୁଲୁମଖୁଲା ଭାବେ ବାହାର ଦେଶ ଓ ବାହାର ରାଜ୍ୟର ବହୁ ବେଆଇନ ବେପାରୀ ବିଭିନ୍ନ…

ଆକାଶ ମେଘାଚ୍ଛନ୍ନ, ଡରାଉଛି ବାତ୍ୟା

କେନ୍ଦ୍ରାପଡ଼ା ଅଫିସ, ୨୪ା୧୦:କେନ୍ଦ୍ରାପଡ଼ା ଜିଲାରେ ରବିବାର ଅପରାହ୍ନରୁ ଆକାଶ ମେଘାଚ୍ଛନ୍ନ ରହିଛି। ସାମୁଦ୍ରିକ ଝଡକୁ ନେଇ ବିପଦ ନ ଥିବା ପାଣିପାଗ ବିଭାଗର ସୂଚନା ସତ୍ତ୍ୱେ କେନ୍ଦ୍ରାପଡ଼ା ତଟାଞ୍ଚଳବାସୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ବାତ୍ୟା ସମ୍ପର୍କରେ ସତର୍କତା ଅବଲମ୍ବନ ପାଇଁ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?