ପୋତି ହେଲାଣି କେନାଲ, ଶେଷ ମୁଣ୍ଡରେ ପହଞ୍ଚୁନି ପାଣି
ମହାକାଳପଡ଼ା,୩୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରାଚୀନ ନୌବାଣିଜ୍ୟର ମୂକସାକ୍ଷୀ କୁହାଯାଉଥିବା ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ରକ୍ଷଣାବେକ୍ଷଣ ଅଭାବ ଯୋଗୁ ତା’ର ସତ୍ତା ହରାଇଛି। ଏହି କେନାଲ ପୋତି ହୋଇଯିବାରୁ ଚାଷ ସମୟରେ ପାଣି ଶେଷ ମୁଣ୍ଡରେ ପହଞ୍ଚତ୍ ପାରୁନାହିଁ ବୋଲି ଅଭିଯୋଗ...
ପ୍ରଦୂଷଣ ବଳୟରେ ଶିଳ୍ପବିହୀନ କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଅଫିସ, ୩୦ା୫: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ କେନ୍ଦ୍ରାପଡ଼ା...
ପଲିଥିନ୍ ବ୍ୟବହାର ବଢ଼ୁଛି, ପ୍ରଶାସନ ନୀରବଦ୍ରଷ୍ଟା
ପଟ୍ଟାମୁଣ୍ଡାଇ, ୩୦ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଆଖପାଖ ଅଞ୍ଚଳରେ ପଲିଥିନ୍ ଏବଂ ଥର୍ମୋକୁଲ ବ୍ୟବହାର ଦିନକୁଦିନ ବଢ଼ିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ବଜାର ଡେଲି ମାର୍କେଟ, କଲେଜ ରୋଡ ଓ ରାଧାରମଣ ମଠ ନିକଟରେ ବ୍ୟବହାର କରାଯାଇଥିବା କୁଢ଼କୁଢ଼...
ମହଙ୍ଗା ପଡ଼ିଲା ଫେସ୍ବୁକ ପ୍ରେମ: ଛଦ୍ମବେଶୀ ଯୁବକଙ୍କ ଚୁଟି କାଟିଦେଲେ ଗ୍ରାମବାସୀ
ବାସୁଦେବପୁର, ୨୭।୫(ଡି.ଏନ.ଏ.): ଫେସ୍ବୁକରୁ ପ୍ରେମ ଓ ପରେ ବିବାହ। ଜଣେ ଛଦ୍ମବେଶୀ ଯୁବକଙ୍କୁ ମହଙ୍ଗା ପଡ଼ିଛି ପ୍ରେମ କରିବା କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲାରେ। ସୂଚନାଯୋଗ୍ୟ, ଜମ୍ବୁ ରାମନଗର ଗ୍ରାମର ମେଘନା ଓରଫ ମେଘନାଦ ମଣ୍ଡଳ...
ବୋହୂ ଋଣ ପାଇଁ ଶାଶୁଙ୍କୁ ତାଲା
ରାଜକନିକା,୨୭ା୫ (ଡି.ଏନ୍.ଏ.): ରାଜ୍ୟ ସରକାର ମିଶନ ଶକ୍ତି ଯୋଜନାରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ଜରିଆରେ କମ୍ ସୁଧ ହାରରେ ବ୍ୟାଙ୍କ ଋଣ ଯୋଗାଇ ଦେଉଛନ୍ତି। ଏହି ଋଣ ଅର୍ଥକୁ ମହିଳାମାନେ ବିନିଯୋଗ କରି...
ଚଳନ୍ତା ଟ୍ରକ୍ରେ ଯୁବକଙ୍କୁ ବନ୍ଧା ହେବା ଘଟଣା: ଚାଳକ ଗିରଫ
ପାରାଦୀପ,୨୬ା୫(ସ୍ବ.ପ୍ର.): ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଭୂତମୁଣ୍ଡାଇ ମହାନଦୀ ପୋଲ ଉପରେ ଜଣେ ଯୁବକଙ୍କୁ ଟ୍ରକ୍ରେ ବାନ୍ଧି ଚଳାଇବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ପାରାଦୀପ ଲକ୍ ଥାନା ପୋଲିସ ଟ୍ରକ ଚାଳକଙ୍କୁ ବୁଧବାର ସାରେ ଗିରଫ...
ବିପଦପୂର୍ଣ୍ଣ ଭାବେ ଶ୍ରମିକ କରୁଛନ୍ତି କାମ
ମହାକାଳପଡ଼ା,୨୫।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଜମ୍ବୁ ପଞ୍ଚାୟତ ଭାଟେଣି ଗାଁରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ବିଭାଗ ପକ୍ଷରୁ ବସୁଧା ଯୋଜନାରେ ୬୫ ଲକ୍ଷ ଟଙ୍କା ବ୍ୟୟରେ ୧୫୦ ଫୁଟ୍ ଉଚ୍ଚତା ବିଶିଷ୍ଟ ଓଭର ହେଡ୍...
ଲୁଣା-କରାଣ୍ଡିଆ ଦ୍ୱୀପାଞ୍ଚଳର ୧୩ ଗାଁ ଅବହେଳିତ
କେନ୍ଦ୍ରାପଡ଼ା ଅଫିସ, ୨୫।୫: କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ରହିଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ...
ଇନ୍ଦାଳୋ ପଞ୍ଚାୟତରେ ବସୁଧା ଯୋଜନା ବିଫଳ
ଡେରାବିଶ,୨୪ା୫(ସ୍ବ.ପ୍ର.):ଡେରାବିଶ ବ୍ଲକ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁ ଗରାଏ ପାଣି ପାଇଁ ସାଧାରଣ ଲୋକ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଛତାଠାରେ ଥିବା ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ...
ଐତିହ୍ୟ ସଂରକ୍ଷଣ ପାଇଁ ମ୍ୟୁଜିୟମ ହେଉ
କେନ୍ଦ୍ରାପଡ଼ା ଅଫିସ, ୨୪ା୫:କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ଚାପଖେଳ ରୀତିନୀତି ଜାରି ରହିଛି। ଏହି ଅବସରରେ ଶାମଗୁଡ଼ିଆ ଗଁାର ଫକୀର ଚରଣ ବେହେରା ଏକ ଅଷ୍ଟଧାତୁ ନିର୍ମିତ ୧୦ ଇଞ୍ଚ ଉଚ୍ଚତା ବିଶିଷ୍ଟ ନାରାୟଣ ମୂର୍ତ୍ତିକୁ ଇଚ୍ଛାପୁରସ୍ଥ...
ଏକଲପୁର ଫେରିଘାଟକୁ ନେଇ ବିବାଦ
ମହାକାଳପଡ଼ା,୨୩ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ଓ କଂସାର ବଡ଼ଦାଣ୍ଡୁଆ ପଞ୍ଚାୟତର ଗୋବରୀ ନଦୀ ଏକଲପୁର ଫେରିଘାଟରେ ଦୈନଦିନ ଯାତାୟାତ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଫେରିଘାଟ ନିଲାମ କରାଯାଇଥାଏ। ଏହି ନିଲାମ ଅର୍ଥ ପଞ୍ଚାୟତର ବିଭିନ୍ନ ଉନ୍ନୟନ...
କୃଷି ଉପକରଣ ସବ୍ସିଡି ଆତ୍ମସାତ୍
କେନ୍ଦ୍ରାପଡ଼ା ଅଫିସ,୨୩ା୫: ରାଜ୍ୟ ଓ କେନ୍ଦ୍ର ସରକାର କୃଷି ଓ କୃଷକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଚାଷୀଙ୍କୁ ରିହାତି ଦରରେ ପମ୍ପସେଟ୍, ସ୍ପ୍ରେୟରଠାରୁ ଆରମ୍ଭ କରି ଟ୍ରାକ୍ଟର, ପାୱାରଟିଲର, ହାର୍ଭେଷ୍ଟର ଆଦିରେ ପୂର୍ବରୁ କେନ୍ଦ୍ର ଓ ରାଜ୍ୟ...
Archives


