ଆଗକୁ ବର୍ଷା: ଉପକୂଳବାସୀଙ୍କ ବଢ଼ୁଛି ଚିନ୍ତା
ପଟ୍ଟାମୁଣ୍ଡାଇ,୩ା୬(ସ୍ବ.ପ୍ର.): ଜୁନ ମାସ ଦ୍ୱିତୀୟ ସପ୍ତାହରେ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରାକ୍ ଆକଳନ କରିବା ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ି ଯାଇଛି। ସଦା ସର୍ବଦା ପ୍ରାକୃତିକ ବିପର୍ଯ୍ୟୟ ସାମନା କରିଥିବା ଅଞ୍ଚଳବାସୀଙ୍କ ଭୟ…
ଉପକୂଳ ପାଲଟିଛି ନିଶା ବ୍ୟବସାୟୀଙ୍କ ଚାରଣ ଭୂଇଁ
ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁଦିନ ବୃଦ୍ଧି ପାଉଛି ବେଆଇନ ନିଶା ବ୍ୟବସାୟ। ସ୍ଥାନୀୟ ବ୍ୟବସାୟୀମାନେ ବେଆଇନ ଭାବେ ଖୁଲମ୍ଖୁଲା ଦେଶୀ ରନ୍ଧା ମଦ ପ୍ରସ୍ତୁତ କରୁଥିବା ଦେଖିବାକୁ ମିଳିଛି। ଏମାନେ ଦେଶୀ ମଦ ମଧ୍ୟରେ ହାଣ୍ଡିଆ,…
ସ୍କୁଲ ରୂପାନ୍ତରଣରେ ୫ କୋଟି ଦୁର୍ନୀତି
ଡେରାବିଶ,୨ା୬(ସ୍ବ.ପ୍ର.): ଡେରାବିଶ ବ୍ଲକରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଗତ ୫ ବର୍ଷ ମଧ୍ୟରେ ବହୁ ଦୁର୍ନୀତି ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭାତୀ ମଲ୍ଳିକ ବୁଧବାର ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ସରକାର ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ନୋଡାଲ୍ ଉଚ୍ଚବିଦ୍ୟାଳୟରେ…
ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନଙ୍କୁ ରାଷ୍ଟ୍ରୀୟ କଳାରତ୍ନ ସମ୍ମାନ
କେନ୍ଦ୍ରାପଡା ଅଫିସ, ୨ା୬: କ୍ରୀଷ୍ଣା ଆର୍ଟ ସ୍କୁର କଳା ନିର୍ଦ୍ଦେଶକ ତଥା କେନ୍ଦ୍ରାପଡ଼ା ସହରର ଟାଉନ ବଳରାମପୁର ଗ୍ରାମର ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ରାଷ୍ଟ୍ରୀୟ କଳାରାତ୍ନ ସମ୍ମାନ ମିଳିଛି। ଝାଡଖଣ୍ଡ ରାଜ୍ୟ ରାଞ୍ଚତ୍ସ୍ଥିତ କଳା କିର୍ତ୍ତୀ ଆର୍ଟ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ…
କେନ୍ଦ୍ରାପଡ଼ାରେ ବଢୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା
କେନ୍ଦ୍ରାପଡ଼ା ଅଫିସ, ୨ା୬: ଅନୁପ୍ରବେଶ ଓ ଆତଙ୍କବାଦ ସହ କେନ୍ଦ୍ରାପଡ଼ା ଜିଲାର ସଂଯୋଗ ରହିଥିବା ବେଳେ ଜିଲା ପ୍ରଶାସନ ଅଥବା ରାଜ୍ୟ ସରକାର କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଜିଲାର ୪୮ କିଲୋମିଟର ଖୋଲାମେଲା ସମୁଦ୍ର ତଟ…
କମ୍ପାନୀ କବଳରେ କୁକୁଡ଼ା ଚାଷୀ
କେନ୍ଦ୍ରାପଡ଼ା ଅଫିସ, ୧।୬: ରାଜ୍ୟ ସରକାର ମିଶନ ଶକ୍ତି ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ, ବ୍ୟାଙ୍କ ଜରିଆରେ ଯୁବଗୋଷ୍ଠୀଙ୍କୁ କୁକୁଡା ଚାଷ ପାଇଁ ଋଣ ଆଣି ଯୋଗାଇ ଦେଉଛନ୍ତି। କୁକୁଡା ଚାଷ କରି ଦୁଇ ପଇସା ରୋଜଗାର କଲେ ପରିବାର ପ୍ରତିପୋଷଣରେ…
ଏନ୍ଜିଟି ନିୟମ ମାନୁନାହାନ୍ତି ବ୍ୟବସାୟୀ
କେନ୍ଦ୍ରାପଡ଼ା ଅଫିସ, ୩୧ା୫:କେନ୍ଦ୍ରାପଡ଼ା ଜିଲାରେ ଇଟାଭାଟି ଓ ବାଲି ଚୋରାଚାଲାଣ ଲାଗି ନଦୀଶଯ୍ୟାକୁ ଖୋଳାଯାଉଛି। ଏନ୍ଓସି ନ ଥାଇ ଅବାଧରେ ବାଲି ଚାଲାଣ ହେଉଛି। ବେଆଇନ ଲଘୁ ଖଣିଜ ସମ୍ପଦ ଚାଲାଣ ଯୋଗୁ ରାଜକୋଷକୁ ରାଜସ୍ବ ମିଳୁ ନ ଥିବା ବେଳେ…
ଗାଁରେ ଏବେ ବି ବଞ୍ଚିଛି ଚାଟଶାଳୀ
ମହାକାଳପଡ଼ା,୩୧ା୫ (ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ନଦୀନାଳଘେରା ମହାକାଳପଡ଼ା ବ୍ଲକ ସ୍ଥାନୀୟ ବାରଡାଙ୍ଗ ଗଁାରେ ବଞ୍ଚତ୍ ରହିଛି ୫୮ ବର୍ଷର ଚାଟଶାଳୀ। ସାରାଜୀବନ ଅବିବାହିତ ରହି ଅବଧାନେ ରାମଚନ୍ଦ୍ର ଭୋଳ (୭୨) ପିଲାଙ୍କୁ ପାଠ ପଢ଼ାଉଛନ୍ତି। ସେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ହୋଇଥିବାରୁ ଶାରୀରିକ…
ମଝି ନଈରେ କୁମ୍ଭୀର ସହ ଲଢ଼ିଲେ ନାବାଳକ
ପଟ୍ଟାମୁଣ୍ଡାଇ,୩୦।୫(ଡି.ଏନ୍.ଏ.): ଗାଧୋଇବାକୁ ଗଲାବେଳେ ଟାଣିନେଲା କୁମ୍ଭୀର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଲୁରିଆ ପଞ୍ଚାୟତ ଅରାଜି ଗାଁରେ। ସୂଚନାଯୋଗ୍ୟ, ଅରାଜି ଗାଁର ମନୋଜ ସାହୁଙ୍କ ସାନ ପୁଅ କାଣିନଦୀକୁ ଗାଧୋଇବାକୁ ଯାଇଥିଲେ । ଏହି…
ପୋତି ହେଲାଣି କେନାଲ, ଶେଷ ମୁଣ୍ଡରେ ପହଞ୍ଚୁନି ପାଣି
ମହାକାଳପଡ଼ା,୩୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରାଚୀନ ନୌବାଣିଜ୍ୟର ମୂକସାକ୍ଷୀ କୁହାଯାଉଥିବା ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ରକ୍ଷଣାବେକ୍ଷଣ ଅଭାବ ଯୋଗୁ ତା’ର ସତ୍ତା ହରାଇଛି। ଏହି କେନାଲ ପୋତି ହୋଇଯିବାରୁ ଚାଷ ସମୟରେ ପାଣି ଶେଷ ମୁଣ୍ଡରେ ପହଞ୍ଚତ୍ ପାରୁନାହିଁ ବୋଲି ଅଭିଯୋଗ ହେଉଛି।…
ପ୍ରଦୂଷଣ ବଳୟରେ ଶିଳ୍ପବିହୀନ କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଅଫିସ, ୩୦ା୫: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ…
ପଲିଥିନ୍ ବ୍ୟବହାର ବଢ଼ୁଛି, ପ୍ରଶାସନ ନୀରବଦ୍ରଷ୍ଟା
ପଟ୍ଟାମୁଣ୍ଡାଇ, ୩୦ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଆଖପାଖ ଅଞ୍ଚଳରେ ପଲିଥିନ୍ ଏବଂ ଥର୍ମୋକୁଲ ବ୍ୟବହାର ଦିନକୁଦିନ ବଢ଼ିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ବଜାର ଡେଲି ମାର୍କେଟ, କଲେଜ ରୋଡ ଓ ରାଧାରମଣ ମଠ ନିକଟରେ ବ୍ୟବହାର କରାଯାଇଥିବା କୁଢ଼କୁଢ଼ ପଲିଥିନ…
Archives


