ଟ୍ୟୁସନ୍ରୁ ଫେରୁଥିବା ବେଳେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ହାଇଓ୍ବା
ଡେରାବିଶ,୬ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା-ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ଛାତ୍ରୀଙ୍କ ଜୀବନ ଯାଇଛି। ମୃତ ଛାତ୍ରୀ ଜଣଙ୍କ ହେଲେ ସନ୍ତୋଷ ଲେଙ୍କାଙ୍କ ଝିଅ ଲକ୍ଷ୍ମୀପ୍ରିୟା(୧୫)।…
ସହର, ଉପାନ୍ତ ଅଞ୍ଚଳରେ ବଢୁଛି ଅପରାଧ
କେନ୍ଦ୍ରାପଡ଼ା ଅଫିସ,୬ା୬: କେନ୍ଦ୍ରାପଡ଼ା ଜିଲା ଦୀର୍ଘ ଦୁଇ ଦଶନ୍ଧି ଧରି ଅପରାଧ ପ୍ରବଣ ହେବାରେ ଲାଗିଛି। ଏହି ସମୟ ଅବଧିରେ ଜିଲାକୁ ବାଂଲାଦେଶୀ ଅନୁପ୍ରବେଶ ଉତ୍କଟରୂପ ଧାରଣ କରିଥିବା ବେଳେ ସହର ଓ ଉପାନ୍ତ ଅଞ୍ଚଳ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। କ୍ରମାଗତ…
ପନ୍ଦରମାଇଲି ଗାଁକୁ ସୁରକ୍ଷା ଦେଉଛି ହେନ୍ତାଳବଣ
ମହାକାଳପଡ଼ା,୬ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିଶାଳ ହେନ୍ତାଳ ଜଙ୍ଗଲ ବିପର୍ଯ୍ୟୟର ସୁରକ୍ଷା ପାଚେରୀ ଭାବେ ଛିଡ଼ା ହୋଇଛି। ଏହାର ସୁରକ୍ଷା ଜରୁରୀ ହୋଇପଡ଼ିଛି। ରବିବାର ବିଶ୍ୱ ପରିବେଶ ଦିବସ ଅବସରରେ ପରିବେଶବିତ୍ ସମରେନ୍ଦ୍ର ମାହାଳିଙ୍କ ଦ୍ୱାରା ବ୍ଲକର…
ଶ୍ରମିକ ବଦଳରେ ମେଶିନ କରୁଛି କାମ
ଆଳି,୬ା୬(ଡି.ଏନ.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍ଜିଏନ୍ଆରଇଜିଏସ୍) ମାଧ୍ୟମରେ ଜବ୍କାର୍ଡଧାରୀ ଶ୍ରମିକମାନଙ୍କୁ ୧୦୦ ଦିନର କାମ ଯୋଗାଇ ଦେବାକୁ ସରକାର ଘୋଷଣା କରିଛନ୍ତି। ସେମାନେ ଯେପରି ଅନ୍ୟ ରାଜ୍ୟକୁ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯିବେ ନାହିଁ…
ବାଉଁଶ ଖୁଣ୍ଟ ଭରସାରେ ବିଦ୍ୟୁତ୍ ତାର
ପଟ୍ଟାମୁଣ୍ଡାଇ,୬ା୬(ସ୍ବ.ପ୍ର.): ବିଦ୍ୟୁତ୍ ପରିଚାଳନା ଦାୟିତ୍ୱ ଟାଟା କମ୍ପାନୀକୁ ଦିଆଯିବା ପରେ ପୂର୍ବ ଅବସ୍ଥାରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। ଏନ୍ଜେନ୍ ହାତରୁ ଦାୟିତ୍ୱ କାଢ଼ି ରାଜ୍ୟ ସରକାର ଟାଟା କମ୍ପାନୀକୁ ଦାୟିତ୍ୱ ଦେବା ପରେ ପରିସ୍ଥିତି ସୁଧୁରିବା ବଦଳରେ ଅଧିକ…
ପ୍ରଦୂଷଣ ବଳୟରେ ଜାତୀୟ ଉଦ୍ୟାନ
କେନ୍ଦ୍ରାପଡ଼ା ଅଫିସ,୫।୬: କେନ୍ଦ୍ରାପଡ଼ା ଜିଲାର ଭିତରକନିକା ବିବିଧ ସମ୍ପଦରେ ଭରପୂର। ଗବେଷକ ଓ ପର୍ଯ୍ୟଟକମାନଙ୍କୁ ସବୁବେଳେ ରଙ୍ଗବେରଙ୍ଗର ପକ୍ଷୀ, ବିରଳ ସାମୁଦ୍ରିକ କଇଁଛ, ଡଲ୍ଫିନ, ବଉଳା କୁମ୍ଭୀର, ଲୁଣା ଜଙ୍ଗଲ, ଔଷଧୀୟ ଗୁଳ୍ମ ଓ ସାମୁଦ୍ରିକ ପ୍ରାଣୀ ସର୍ବଦା ଆକୃଷ୍ଟ କରୁଛନ୍ତି।…
ସୋସାଇଟି ନିର୍ବାଚନ ସ୍ଥଗିତ
ପଟ୍ଟାମୁଣ୍ଡାଇ,୪ା୬(ସ୍ବ.ପ୍ର.): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ୧୬ ସମବାୟ ସମିତି ରହିଛି । ସେଥିମଧ୍ୟରୁ ଖଡ଼ଇଣ୍ଟା ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନ ସ୍ଥଗିତ ରଖାଯାଇଥିଲା ା ଗୁରୁବାର ପଟ୍ଟାମୁଣ୍ଡାଇ ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନକୁ…
କୁମ୍ଭକର୍ଣ୍ଣ ନିଦ୍ରାରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ
ଡେରାବିଶ, ୩ା୬(ସ୍ବ.ପ୍ର.): ଦୀର୍ଘ ଦୁଇମାସରୁ ଅଧିକ ସମୟ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଡେରାବିଶରେ ପାନୀୟ ଜଳ ସମସ୍ୟା ଏବେବି ଲାଗି ରହିଛି। କେନ୍ଦ୍ରାପଡ଼ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କର୍ତ୍ତୃପକ୍ଷ କୁମ୍ଭକର୍ଣ୍ଣ ନିଦ୍ରାରେ…
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ବଢ଼ାଇଛି ଅସନ୍ତୋଷ
କେନ୍ଦ୍ରାପଡା ଅଫିସ,୩ା୬: ୨୦୧୯ ପୂର୍ବ ସମସ୍ତ ଗାଡିର ନମ୍ବର ପ୍ଲେଟ ବଦଳିବ। ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଗାଡିରେ ଲଗାଯିବ। ସିକ୍ୟୁରିଟି ବାର୍ କୋଡ ଥିବାରୁ ଗାଡି ଚୋରି ରୋକିବା ସହିତ ହିତାଧିକାରୀଙ୍କୁ ଅନ୍ୟାନ୍ୟ ସୁବିଧା…
ଆଗକୁ ବର୍ଷା: ଉପକୂଳବାସୀଙ୍କ ବଢ଼ୁଛି ଚିନ୍ତା
ପଟ୍ଟାମୁଣ୍ଡାଇ,୩ା୬(ସ୍ବ.ପ୍ର.): ଜୁନ ମାସ ଦ୍ୱିତୀୟ ସପ୍ତାହରେ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରାକ୍ ଆକଳନ କରିବା ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ି ଯାଇଛି। ସଦା ସର୍ବଦା ପ୍ରାକୃତିକ ବିପର୍ଯ୍ୟୟ ସାମନା କରିଥିବା ଅଞ୍ଚଳବାସୀଙ୍କ ଭୟ…
ଉପକୂଳ ପାଲଟିଛି ନିଶା ବ୍ୟବସାୟୀଙ୍କ ଚାରଣ ଭୂଇଁ
ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁଦିନ ବୃଦ୍ଧି ପାଉଛି ବେଆଇନ ନିଶା ବ୍ୟବସାୟ। ସ୍ଥାନୀୟ ବ୍ୟବସାୟୀମାନେ ବେଆଇନ ଭାବେ ଖୁଲମ୍ଖୁଲା ଦେଶୀ ରନ୍ଧା ମଦ ପ୍ରସ୍ତୁତ କରୁଥିବା ଦେଖିବାକୁ ମିଳିଛି। ଏମାନେ ଦେଶୀ ମଦ ମଧ୍ୟରେ ହାଣ୍ଡିଆ,…
ସ୍କୁଲ ରୂପାନ୍ତରଣରେ ୫ କୋଟି ଦୁର୍ନୀତି
ଡେରାବିଶ,୨ା୬(ସ୍ବ.ପ୍ର.): ଡେରାବିଶ ବ୍ଲକରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଗତ ୫ ବର୍ଷ ମଧ୍ୟରେ ବହୁ ଦୁର୍ନୀତି ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭାତୀ ମଲ୍ଳିକ ବୁଧବାର ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ସରକାର ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ନୋଡାଲ୍ ଉଚ୍ଚବିଦ୍ୟାଳୟରେ…
Archives


