ଅବଧି ଶେଷ, ହେଲାନି ରାସ୍ତା କାମ
ଡେରାବିଶ, ୨୩ା୯(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଅନୁଆପଡ଼ା ଛକଠାରୁ ମୁକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଗିରିଗୋଲା ଯାଏ ରାସ୍ତାଟି ବ୍ଲକ ଅଞ୍ଚଳର ଅନ୍ୟତମ ମୁଖ୍ୟ ରାସ୍ତା। ୭ କି.ମି.ରୁ ଊର୍ଦ୍ଧ୍ୱ ଏହି ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ଦୀର୍ଘବର୍ଷର ଦାବି…
ପ୍ରତିଶ୍ରୁତିରେ ଅଟକିଛି ବିଶୁଦ୍ଧ ଜଳ ଯୋଗାଣ ପ୍ରକଳ୍ପ
କେନ୍ଦ୍ରାପଡ଼ା ଅଫିସ, ୨୨ା୯: ମଣିଷ ପାଇଁ ବିଶୁଦ୍ଧ ଜଳ ଆବଶ୍ୟକ । ରାଜ୍ୟ ଓ କେନ୍ଦ୍ର ସରକାର ଏନେଇ ତପତ୍ର ଅଛନ୍ତି। ହର ଘର ପାନି, ବସୁଧା, ଜଳ ଜୀବନ ମିଶନ ଆଦି ଯୋଜନା ପ୍ରଣୟନ କରାଯାଇ ପାନୀୟ ଜଳ ସଙ୍କଟର…
ପଟ୍ଟାମୁଣ୍ଡାଇରେ ବୃଦ୍ଧି ପାଉଛି ନକଲି ଔଷଧ କାରବାର
ପଟ୍ଟାମୁଣ୍ଡାଇ,୨୨ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଭେଷଜ ନିୟନ୍ତ୍ରକଙ୍କ ବିଭାଗର ଅଧିକାରୀ ପଟ୍ଟାମୁଣ୍ଡାଇ ଅଞ୍ଚଳ ପାଇଁ ଏକ ପ୍ରକାର ନୀରବତା ଅବଲମ୍ବନ କରିଛନ୍ତି। ଏହି ବିଭାଗ ସମ୍ପ୍ରତି ଅସାଧୁ ଔଷଧ ବ୍ୟବସାୟୀଙ୍କ ପାଖରେ ବନ୍ଧାପଡିଥିବା ଅଭିଯୋଗ ହେଉଛି। କେନ୍ଦ୍ରାପଡ଼ା ଜିଲା ଭେଷଜ ନିରୀକ୍ଷକ ନୀରବଦ୍ରଷ୍ଟା…
ପଟ୍ଟାମୁଣ୍ଡାଇ କଲେଜ ଓବିସି ହଷ୍ଟେଲ ଫାଟକରେ ତାଲା
ପଟ୍ଟାମୁଣ୍ଡାଇ,୨୧ା୯(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା ପଡିଛି। ନବନିର୍ମିତ ୩ ମହଲା ବିଶିଷ୍ଟ ଏହି ଓବିସି ହଷ୍ଟେଲରେ ତାଲା ପଡି ରହିବା…
ଆଦିବାସୀ ମେଧାବୀ ଛାତ୍ରୀ ଉଚ୍ଚ ଶିକ୍ଷାରୁ ବଞ୍ଚିତ
ମହାକାଳପଡା,୨୧ା୯ (ଡି.ଏନ.ଏ,): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକମାନଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଅଭାବୀ ପରିବାରର ଅର୍ଥ ବାଧକ ଯୋଗୁ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ରମାନେ ଉଚ୍ଚତର ଶିକ୍ଷାରୁ…
ବିଷ,ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ
ମହାକାଳପଡ଼ା,୨୦ା୯ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବନାଞ୍ଚଳ ଅଧୀନରେ ଦେଶୀୟ ପକ୍ଷୀମାନଙ୍କ କିଚିରମିଚିର କୋଳାହଳ ଶବ୍ଦ ଶୁଣିବାକୁ ମିଳୁଛି। ହେଲେ ଏହି ପକ୍ଷୀମାନେ ବାସସ୍ଥାନର ଗଛଗୁଡିକରେ ବସା ବାନ୍ଧିବାକୁ ଏବେ ଅସୁରକ୍ଷିତ ମଣୁଛନ୍ତି। ସ୍ଥାନୀୟ ଅଞ୍ଚଳର ଶିକାରୀମାନେ ଲୁଚିଛପି ଏହି ପକ୍ଷୀମାନଙ୍କୁ…
ବଢୁଛି ସମସ୍ୟା, ସମାଧାନ ନାହିଁ
କେନ୍ଦ୍ରାପଡ଼ା ଅଫିସ,୨୦ା୯:ସାଧାରଣ ନିର୍ବାଚନକୁ ଆହୁରି ଦେଢ଼ ବର୍ଷ ଅଛି। ତେବେ ବିଭିନ୍ନ ରାଜନୈତିକ ଦଳର ସଙ୍ଗଠନ ମଜଭୁତ ପାଇଁ କେନ୍ଦ୍ରାପଡ଼ା ଜିଲା ଚଳଚଞ୍ଚଳ ହେଲାଣି ା ବିଜେଡି ସଙ୍ଗଠନ ମଜଭୁତ ପାଇଁ କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଛି ା ସେହିପରି କେନ୍ଦ୍ରମନ୍ତ୍ରୀ…
ସ୍ବାସ୍ଥ୍ୟକେନ୍ଦ୍ର ଗେଟ୍ରେ ନୋଟିସ, ଫେରିଲେ ରୋଗୀ
ମହାକାଳପଡା,୧୯ା୯ (ଡି.ଏନ.ଏ.):କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଉପାନ୍ତ ଅଞ୍ଚଳରେ ସାଧାରଣ ରୋଗୀମାନେ ଭରସା କରିଛନ୍ତି ଡାକ୍ତରଖାନା ଯିବେ ଚିକିତ୍ସା ହୋଇ ଘରକୁ ଫେରିବେ। ଏହି ଲକ୍ଷ୍ୟ ନେଇ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ…
ଆଳିଜଙ୍ଗା-ନାଗପୁରା-ନିଳିକଣା ରାସ୍ତା ବିପର୍ଯ୍ୟସ୍ତ
କେନ୍ଦ୍ରାପଡ଼ା ଅଫିସ, ୧୯ା୯:ଦେଶ ବିକାଶରେ ସଡ଼କ ଯୋଗାଯୋଗ ପଥର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଯୋଜନା ପ୍ରଣୟନ କରି ଅନୁଦାନ ପ୍ରଦାନ କରୁଛନ୍ତି। ତେବେ ଏହି ଅର୍ଥ ତୃଣମୂଳସ୍ତର ପ୍ରକଳ୍ପରେ ନ ଲାଗି ଠିକାଦାର ଓ ସମ୍ପୃକ୍ତ…
ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ
ରାଜନଗର, ୧୯ା୯(ଡି.ଏନ୍.ଏ.):ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ରବିବାର ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୭,୪୩୧ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୦୮,୬୩୯ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଏହି…
ଧସିଲା ପଥର ପ୍ୟାକିଂ ୱାଲ୍
କେନ୍ଦ୍ରାପଡ଼ା ଅଫିସ, ୧୮।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କେରୁଆଁପାଳ ପଞ୍ଚାୟତ ପ୍ରଭାତୀ ଗାଁ ଗହିରମଥା ତଟବନ୍ଧ ପାଶର୍ବରେ ହୋଇଥିବା ପଥର ପ୍ୟାକିଂ କ୍ରମାଗତ ଭାବେ ଧସି ଚାଲିଛି। ଏନେଇ ଲୁଣା ନଦୀର ପାଖ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଦିନ ବିତାଉଛନ୍ତି।…
କଦଳୀ ଭେଳାରେ ପୂଜା ପାଆନ୍ତି ମା’ମନସା
ମହାକାଳପଡ଼ା,୧୮।୯(ଡି.ଏନ.ଏ.): ସର୍ପ ଦଂଶନରୁ ରକ୍ଷା ପାଇଁ ବଙ୍ଗୀୟ ଲୋକମାନେ ଅଷ୍ଟନାଗ ମା’ ମନସା ଦେବୀଙ୍କ ଚରଣରେ ଶରଣାପନ୍ନ ହୁଅନ୍ତି। ବିଶ୍ବାସ ରହିଛି ମା’ମନସା ଦେବୀଙ୍କୁ ନଦୀରେ କଦଳୀ ଭେଳା କରି ପୂଜାର୍ଚ୍ଚନା କଲେ ପରିବାରରେ ବିପତ୍ତି ପଡ଼େ ନାହିଁ। ମା’ ଙ୍କ…

