ଅବକାରୀ ବିଭାଗର SI-ASI ସସ୍ପେଣ୍ଡ
କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ ବିଭାଗର ଏସ୍ଆଇ ଛାୟାକାନ୍ତ ନାୟକ, ଏଏସ୍ଆଇ ପ୍ରଦୀପ ମଲ୍ଲିକଙ୍କୁ ଅବକାରୀ କମିଶନ ଚାକିରିରୁ…
ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…
ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି ପ୍ରାୟ ୮ଟାରେ କଜଳନ୍ଧ ଗାଁର କୈଳାସ ମଲିକ(୨୭)ଙ୍କୁ ହତ୍ୟା କରାଯାଇଛି। ସାଙ୍ଗମାନେ କୈଳାସଙ୍କୁ…
ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ
ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ଓ ଜିଲାପାଳ ରଘୁରାମ ଆର…
କୂଅ ସଫା ବେଳେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ଜୀବନ, ବାପା-ପୁଅ….
ଆଳି,୯।୬(ବନମାଳୀ ସେନାପତି): କୂଅ ସଫା ବେଳେ ସ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଦୁଇ ଶ୍ରମିକ ଗୁରୁତର ହୋଇଥିବା ଜଣାପଡିଛି । ଏଭଳି ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାନପୁର ଗ୍ରାମରେ ।…
ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ
ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଅଗ୍ନିଶମ ବିଭାଗର କର୍ମଚାରୀ ଶଶି ଶେଖର…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର
ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ…
ମୂଲ୍ୟବାନ ସରକାରୀ ଜମିର ହେଉନି ଉପଯୋଗ, ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ
କେନ୍ଦ୍ରାପଡ଼ା,୮ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ରଣପଡ଼ାଠାରେ ଥିବା ଜଳସମ୍ପଦ ବିଭାଗ ପୁରୁଣା ଆବାସିକ କାର୍ଯ୍ୟାଳୟ(ବାବୁହତା) ଏବେ ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। କେନ୍ଦ୍ରାପଡା ହାଇସ୍କୁଲ ପଡିଆ ନିକଟରେ ଥିବା ପ୍ରାୟ ୧୩ ଗୁଣ୍ଠ ପରିମିତ ଜମି ଉପରେ ଥିବା ପୁରୁଣା ଆବାସିକ…
ବଜ୍ରପାତ ନେଉଛି ଜଣଙ୍କ ପରେ ଜଣଙ୍କ ଜୀବନ, ୧୦ ବର୍ଷରେ ଗଲାଣି…
ମହାକାଳପଡ଼ା, ୮ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନରେ ବିଗୁଡୁଛି ପରିବେଶ। ବିଶ୍ୱରେ ତାପମାତ୍ରା ବୃଦ୍ଧି ଯୋଗୁ ଏହାର ପ୍ରଭାବରେ ଗ୍ରୀନ୍ଲାଣ୍ଡରୁ ପୂର୍ବାପେକ୍ଷା ଅଧିକ ମାତ୍ରାରେ ବରଫ ତରଳୁଛି। ଯାହାକି ପରିବେଶବିତ୍ମାନଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରଶାନ୍ତ ମହାସାଗରରେ ଜଳବାୟୁ…
ଆଳି ମର୍ଡର କେସ୍: ସିନ୍ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍ ସହ ୩ ଅଭିଯୁକ୍ତ ଦେଖାଇଲେ…
ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ ପକ୍ଷରୁ ତିନି ଅଭିଯୁକ୍ତଙ୍କୁ ଆଳି ଥାନାରୁ ନେଇ ମୃତଦେହ ପଡ଼ିଥିବା ପେତପଡ଼ା ନମାଣିଆରେ…
ବିଲରେ ଚରୁଥିବାବେଳେ ମଇଁଷିପଲଙ୍କ ଉପରେ ବଜ୍ରପାତ, ଚାଲିଗଲା ଜଗୁଆଳଙ୍କ ସହ…
ମହାକାଳପଡ଼ା,୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତ ଘୋଡ଼ାବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ମଇଁଷିପଲ ଚରୁଥିବା ବେଳେ ତାଙ୍କ ଉପରେ ବଜ୍ରପାତ ଘଟିଛି। ଏଥିରେ ଗୋଟିଏ ମଇଁଷି ଏବଂ ଜଗୁଆଳଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ…
ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…
ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ ୩ରେ ପାଠ ପଢ଼ୁଥିବା ଜନୈକ ମଦ୍ୟପ ଛାତ୍ର ପ୍ରେମରେ ବିଫଳ ହୋଇ କଲେଜ…
ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା
ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା ରିଭା ବିୟୁଟି ପାର୍ଲର ଓ ଶିବଶଙ୍କର ଜୁଏଲାରୀରୁ ଚୋରି ହୋଇଥିବା ଜଣାପଡ଼ିଛି। ଲୁଟେରାମାନେ…

