କେନ୍ଦ୍ରାପଡ଼ା

ପଟ୍ଟାମୁଣ୍ଡାଇରେ ନକଲି ଔଷଧ ବ୍ୟବସାୟ

ପଟ୍ଟାମୁଣ୍ଡାଇ୪।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିମ୍ନମାନର ଔଷଧ ସାଙ୍ଗକୁ ମିସ୍‌ବ୍ରାଣ୍ଡଡେଡ୍‌ ଔଷଧ କାରବାର ବଢି ଚାଲିଛି ା ଏନେଇ ଜିଲା ଭେଷଜ ବିଭାଗ ଚୁପ୍‌ ବସିଥିବା ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ…

ସପ୍ତାହେ ହେବ ଜଳୁନି ଷ୍ଟ୍ରିଟ ଲାଇଟ

ଆଳି,୩ା୯(ଡି.ଏନ.ଏ.): ରାଜ୍ୟ ସରକାର ଗଁା ଗହଳିଠାରୁ ଆରମ୍ଭ କରି ବଜାର ଘାଟ ସବୁ ସ୍ଥାନରେ ଆଲୋକୀକରଣ ନିମନ୍ତେ ଷ୍ଟ୍ରିଟ ଲାଇଟର ବ୍ୟବସ୍ଥା କରିଛନ୍ତି। ଏହି ଅବସରରେ ଆଳି ବ୍ଲକ ନିଆଳ ପଞ୍ଚାୟତର ହାଟ ନିକଟରୁ ଆଳି ରାଜବାଟି ପର୍ଯ୍ୟନ୍ତ ଆଲୋକୀକରଣ ନିମନ୍ତେ…

ସମବାୟ ସମିତିରେ ମିଳୁନି ସାର

ପଟ୍ଟାମୁଣ୍ଡାଇ, ୩ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ସମବାୟ ସମିତି ମାଧ୍ୟମରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ୧୬ଟି ସମବାୟ ସମିତି ସାର ଉଠାଇ ନ ଥିବାବେଳେ ଚାଷୀମାନେ ଅସୁବିଧା ଭୋଗ କରୁଛନ୍ତି। ଚଳିତ ଖରିଫ…

ଟାଙ୍କିରୁ ମିଳୁନି ପାନୀୟ ଜଳ

ମାର୍ଶାଘାଇ, ୩ା୯(ଡି.ଏନ.ଏ.): ରାଜ୍ୟ ସରକାର ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ମାଧ୍ୟମରେ ପ୍ରତ୍ୟେକ ଘରକୁ ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇଦେବାର ବ୍ୟବସ୍ଥା କରାଯାଉଛି। ହେଲେ କେଉଁଠି ବିଦ୍ୟୁତ ସମସ୍ୟା ତ କେଉଁଠାରେ ଓଭରହେଡ଼ ପାଣି ଟାଙ୍କିକୁ ବୋରିଂରୁ ପାଣି ଯିବାରେ…

ଜମି ଦୁର୍ନୀତି ଗନ୍ତାଘର ପାଲଟିଛି କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ, ୩ା୯: କେନ୍ଦ୍ରାପଡ଼ା ଜିଲା ଜମି ଦୁର୍ନୀତିର ଗନ୍ତାଘର ପାଲଟିଛି। ଜିଲାର ପଟ୍ଟାମୁଣ୍ଡାଇ ବ୍ଲକ ତୋରେହୀ ଗ୍ରାମର ୨ ଏକର ସରକାରୀ ଜମିକୁ ଜଣେ ବ୍ୟକ୍ତି ହାତେଇ ନେଇଛନ୍ତି। ଏହା ସରକାରୀ ଖାତାକୁ ଫେରାଇ ଆଣିବା ଓ ଜମି ହସ୍ତାନ୍ତର…

ଜବରଦଖଲକାରୀଙ୍କ କବ୍‌ଜାରେ ଗୋବରୀ ନଦୀ

ପଟ୍ଟାମୁଣ୍ଡାଇ,୨ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡିଛି। ଏହି ନଦୀ ୬୦ ଦଶନ୍ଧି ପୂର୍ବରୁ ଚିରସ୍ରୋତା ବ୍ରାହ୍ମଣୀ ନଦୀରୁ ବାହାରି ପ୍ରାୟ ୩୦ କିମି ଅତିକ୍ରମ କଲା ପରେ ବଙ୍ଗୋପସାଗରରେ ମିଶିଛି। ଏହି ନଦୀ…

ତଥ୍ୟ ସୂଚନା ମାଗିବାରୁ ହତ୍ୟା ଧମକ

କେନ୍ଦ୍ରାପଡ଼ା ଅଫିସ,୨ା୯: ପଞ୍ଚାୟତ ଉନ୍ନୟନ ଖର୍ଚ୍ଚର ତଥ୍ୟ ମାଗିବାରୁ ମାର୍ଶାଘାଇ ଥାନା କରଞ୍ଜ ଗାଁର ଦଳିତ ବର୍ଗର ସୂଚନା ଅଧିକାର କର୍ମୀ ଜନକର ଜେନାଙ୍କୁ ହତ୍ୟା ଧମକ ଦିଆଯିବା ସହ ମାଡ ମରାଯାଇଛି। ଏ ନେଇ ଥାନାରେ ଅଭିଯୋଗପତ୍ର ଦିଆଯାଇଥିଲେ ମଧ୍ୟ…

ଦୋଛକିରେ ଆଦିବାସୀ ମହିଳା ଶ୍ରମିକଙ୍କ ଜୀବନ

ମହାକାଳପଡ଼ା,୨ା୯(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହିଳା ଶ୍ରମିକମାନଙ୍କୁ ମିଳୁନି ପୁରୁଷ ଶ୍ରମିକମାନଙ୍କ ପରି ଉପଯୁକ୍ତ ପାରିଶ୍ରମିକ । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଶ୍ରମିକମାନଙ୍କୁ ନିଜ ଗଁା ଓ ପଞ୍ଚାୟତ…

ଗାଇଡ୍‌ଲାଇନ ଉଲ୍ଲଂଘନ, ଲକ୍ଷେ ଟଙ୍କା ଫାଇନ

କେନ୍ଦ୍ରାପଡ଼ା ଅଫିସ,୨ା୯: କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ଏନ୍‌ପିଏ (ନନ୍‌ ଫର୍ମିଂ ଆସେଟ୍‌ସ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ ଚର୍ଚ୍ଚାରେ ଅଛି। ଏହି ସମୟରେ ଗାଇଡଲାଇନ ଉଲ୍ଲଂଘନ କରିଥିବାରୁ ୧ ଲକ୍ଷ ଟଙ୍କା ଆର୍‌ବିଆଇ (ରିଜର୍ଭ ବ୍ୟାଙ୍କ ଅଫ୍‌…

ଚାଷଜମିରୁ ନିଷ୍କାସନ ହୋଇପାରୁନି ବନ୍ୟାଜଳ

ଆଳି,୨ା୯(ଡି.ଏନ.ଏ.): ଚଳିତ ଥର ବନ୍ୟାରେ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ପ୍ରବାହିତ ଖରସ୍ରୋତା, ବ୍ରାହ୍ମଣୀ ଓ କାଣୀନଦୀରେ ଜଳସ୍ତର ବୃଦ୍ଧି ପାଇ ମୁଖ୍ୟ ରାସ୍ତା ବୁଡ଼ିଯିବା ସହ ହଜାର ହଜାର ହେକ୍ଟର ଚାଷଜମି ବୁଡାଇ ଦେଇଥିଲା। ସପ୍ତାହେ ହେବ ବନ୍ୟା କମିଯାଇଛି।…

ଡେରାବିଶରେ ସାରର ଉତ୍କଟ ଅଭାବ: ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ

ଡେରାବିଶ,୧।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି । ବର୍ଷାର ଲୁଚକାଳି ଖେଳ ସହ ସଂଗ୍ରାମ କରି ଡେରାବିଶ ବ୍ଳକ ଅଞ୍ଚଳର ଚାଷୀମାନେ ନିଜର ଚାଷ କାର୍ଯ୍ୟକୁ ଆଗେଇ ନେଉଥିଲେ। ହେଲେ ସାରର ଉତ୍କଟ ଅଭାବ…

ବନ୍ୟା, ବର୍ଷାରେ କେନ୍ଦ୍ରାପଡ଼ା ଜିଲାର ୨୨୦୩ ହେକ୍ଟର ଚାଷ ନଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୧।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ବନ୍ୟା ସହ ଲଗାଣ ବର୍ଷାରେ କେନ୍ଦ୍ରାପଡ଼ା ଜିଲାବାସୀ ହନ୍ତସନ୍ତ ହୋଇଥିଲେ। ୪୧ ପଞ୍ଚାୟତର ୯୯ ଗ୍ରାମରେ ପାଣି ପଶିଥିବା ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?