କେନ୍ଦ୍ରାପଡ଼ା

ବାତ୍ୟା: କ୍ଷୟକ୍ଷତି ଆଶଙ୍କାରେ ଚାଷୀ

ପଟ୍ଟାମୁଣ୍ଡାଇ,୧୧।୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ କରାଇଛି। ବାତ୍ୟା ବିପଦ ଟଳିଥିଲେ ମଧ୍ୟ ଏବେ ପଟ୍ଟାମୁଣ୍ଡାଇ ଅଞ୍ଚଳର ଲୋକେ ଆଶଙ୍କା ମଧ୍ୟରେ ଅଛନ୍ତି। ସବୁଠୁ ଅଧିକ ଚିନ୍ତାରେ…

ବନ୍ୟା, ବାତ୍ୟା ବେଳେ ସ୍ଥାନାନ୍ତର ମନେପଡ଼େ

କେନ୍ଦ୍ରାପଡ଼ା ଅଫିସ, ୧୧।୫: କେନ୍ଦ୍ରାପଡ଼ା ଜିଲାରେ ବନ୍ୟା, ବାତ୍ୟା, ସୁନାମି ଭୟ ପ୍ରତିବର୍ଷ ଲାଗି ରହିଛି। ଏହି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନଜୀବନ ସୁରକ୍ଷା ପାଇଁ ସ୍ଥାନାନ୍ତର ସାଧାରଣ କଥା ହୋଇଛି। ସମୁଦ୍ର ତଟକ୍ଷୟ ପାଇଁ ସାତଭାୟାର ୫୭୧ପରିବାର ୮କି.ମି. ଦୂର…

ଡେରାବିଶରେ ପହଞ୍ଚିଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଡେରାବିଶ,୧୧।୫(ସ୍ବ.ପ୍ର.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳ କେନ୍ଦ୍ରାପଡ଼ା ଜିଲାରେ ବର୍ଷାର ପ୍ରଭାବ ରହିଛି। ଏଥିପାଇଁ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶକ୍ରମେ ଡେରାବିଶ ବ୍ଲକ ପ୍ରଶାସନ ପକ୍ଷରୁ ୨୬ଟି ପଞ୍ଚାୟତରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା ବିଡିଓ ଗୋପବନ୍ଧୁ ଭୋସାଗର ସୂଚନା ଦେଇଛନ୍ତି।…

କୁମ୍ଭୀରଭରା ନଦୀରେ ପେଟ ପାଇଁ ଜୀବନ ବିପଦ

ମହାକାଳପଡ଼ା,୧୧।୫ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀଗୁଡିକରୁ ବାଗଦା ଚିଙ୍ଗୁଡ଼ି ଯାଅଁାଳ (ପିନ୍‌ ସଦୃଶ)କୁ ମହିଳାମାନେ ସଂଗ୍ରହ କରିଥାନ୍ତି। ସମୁଦ୍ର ଜଳ ନଦୀରେ ଭଟ୍ଟା ବା ଛାଡ଼ ପାଣିରେ ସରୁ ଗାଞ୍ଜ ଜାଲ ଦ୍ୱାରା ନଦୀ ମଧ୍ୟରେ…

ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ

ଡେରାବିଶ, ୧୦ା୫ (ସ୍ବ.ପ୍ର.):ଗ୍ରାମାଞ୍ଚଳରେ ସାଧାରଣ ଲୋକଙ୍କ ପାନୀୟ ଜଳ କଷ୍ଟ ଦୂର କରିବାକୁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ଜରିଆରେ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି। ଅକ୍ଷୟ ଶକ୍ତି ଦ୍ୱାରା ଲୋକଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ସୋଲାର…

ସମ୍ଭାବ୍ୟ ବାତ୍ୟା ନେଇ ସତର୍କତା

କେନ୍ଦ୍ରାପଡ଼ା ଅଫିସ,୧୦ା୫:କେନ୍ଦ୍ରାପଡ଼ା ଜିଲାରେ ସୋମବାର ଅପରାହ୍ନରୁ ଆକାଶ ମେଘାଚ୍ଛନ୍ନ ରହିଛି। ସାମୁଦ୍ରିକ ଝଡ଼କୁ ନେଇ ବିପଦ ନ ଥିବା ପ୍ରକାଶ ସତ୍ତ୍ୱେ କେନ୍ଦ୍ରାପଡ଼ା ତଟାଞ୍ଚଳବାସୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ ପାଇଁ ସଚେତନ କରାଯାଉଛି। ଜିଲାକୁ ରେଡ୍‌ ଆଲର୍ଟ ମଧ୍ୟରେ…

ଚାଷ ପ୍ରତି ଭାଗଚାଷୀ ବିମୁଖ

କେନ୍ଦ୍ରାପଡ଼ା ଅଫିସ,୯ା୫: ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସରକାରଙ୍କ କୃଷି, କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ରାଜ୍ୟର ୪୦ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୦୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ…

ପେଟ ପାଇଁ ମଞ୍ଜିତ୍‌ କରୁଛନ୍ତି ସଂଘର୍ଷ

ମହାକାଳପଡ଼ା,୯ା୫(ଡି .ଏନ୍‌ .ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ରାମନଗର ଗ୍ରାମ ଉତ୍ତରପଡ଼ାରେ ମଞ୍ଜିତ୍‌ ମଣ୍ଡଳ (୧୦)ଙ୍କ ଘର। ସେ ପେଟକୁ ଦାନା ସଂଗ୍ରହ ପାଇଁ ସଂଘର୍ଶ କରୁଥିବା ଜଣାପଡିଛି। ଯେଉଁ ସମୟରେ ମା’ର ପଣତ କାନିରେ ମୁଣ୍ଡ ଗୁଞ୍ଜି ଭବିଷ୍ୟତର…

ଜବରଦଖଲରେ ସରକାରୀ ଜାଗା

ପଟ୍ଟାମୁଣ୍ଡାଇ,୯।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସରକାରୀ ଜାଗାକୁ ଜବରଦଖଲକାରୀମାନେ କବ୍‌ଜା କରିବାରେ ଲାଗିଛନ୍ତି। ପୌରାଞ୍ଚଳ ଓ ଗ୍ରାମାଞ୍ଚଳରେ ବିଭିନ୍ନ ବିଭାଗର ଜାଗା ଜବରଦଖଲ ହେଉଛି। ଜଳସମ୍ପଦ ବିଭାଗ ଅଧୀନରେ ଥିବା ଅନେକ ସ୍ଥାନରେ ଲୋକେ ଘର ନିର୍ମାଣ କରି ନିଜେ…

ପକ୍ଷୀଙ୍କ ଶୋଷ ମେଣ୍ଟାଉଛି ଚୁଆ ପାଣି

ମହାକାଳପଡ଼ା, ୬ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ କେତେ ସପ୍ତାହ ହେଲା ବୈଶାଖ ମାସର ଖରା ଓ ଭୀଷଣ ଗୁଳିଗୁଳି ସହ ଗରମ ଅନୁଭୂତ ହେଉଛି। ସ୍ଥାନୀୟ ଅଞ୍ଚଳରେ ନଦୀଗୁଡିକର ପାଣି ଲୁଣିଆ ହୋଇଥିବାରୁ ଖାଲ, ପାଟିଆ, ଯୋର,…

ପେଟ ପାଇଁ ବିଡ଼ି ମୋଡୁଛନ୍ତି ମହିଳା, ଶିଶୁ

କେନ୍ଦ୍ରାପଡ଼ା ଅଫିସ,୬ା୫: ପେଟ ଚାଖଣ୍ଡକ ପାଇଁ ଦାନା ସଂଗ୍ରହ କରିବାକୁ ସମସ୍ତଙ୍କୁ କାମ କରିବାକୁ ପଡୁଛି। ଏଥିରୁ ମହିଳା ଓ ଶିଶୁ ଶ୍ରମିକ ବାଦ୍‌ ପଡୁନାହାନ୍ତି। ନିଜ ଜୀବନକୁ ବାଜି ଲଗାଇ ସେମାନେ କାମକୁ ଆପଣେଇ ନେଉଛନ୍ତି। ରବିବାର ବିଶ୍ୱ ଶ୍ରମିକ…

କେନ୍ଦ୍ରାପଡ଼ା: ୩୧୨ ବାତ୍ୟା ଆଶ୍ରୟସ୍ଥଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ, ୫ା୫: ବଙ୍ଗୋପସାଗରରେ ଆସନ୍ତା ୬ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଶେଷଜ୍ଞ ଏହି ଆକଳନ କରିଛନ୍ତି। ଏହାକୁ ନେଇ ଉପକୂଳ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାବାସୀ ଆତଙ୍କିତ ହୋଇପଡିଛନ୍ତି। କାରଣ ସେମାନେ ଆଖି ଆଗରେ ୧୯୯୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri