କେନ୍ଦ୍ରାପଡ଼ା

ପ୍ରେମିକ ପାଇଁ ଶିଶୁପୁତ୍ରକୁ ହତ୍ୟାକରି ପୋତିଦେଲେ ମା’

ପଟ୍ଟାମୁଣ୍ଡାଇ,୩ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ଦିହୁଡିପୁର ପଞ୍ଚାୟତ ମାଟିଆପଡ଼ା ଗାଁ ରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ପ୍ରେମରେ ପାଗିଳୀ ହୋଇ ମା’ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ୩ ବର୍ଷର ପୁଅକୁ ସବୁଦିନ…

କେନ୍ଦ୍ରାପଡ଼ାରେ ଚକ୍ରାକାର ଧଳା ମାଛିର ଆତଙ୍କ

କେନ୍ଦ୍ରାପଡ଼ା ଅଫିସ, ୩ା୧୦: ପ୍ରଥମେ ନଡ଼ିଆ ଗଛ ପତ୍ରରେ ଧଳା ଫିମ୍ପି ଦେଖା ଦେଉଥିଲା। ଏବେ କଦଳୀ ଗଛରୁ ଆରମ୍ଭ କରି ପନିପରିବା ଗଛରେ ଏହି ରୋଗ ଦେଖାଯାଇଛି। ଧଳା ଫିମ୍ପି ଗଛକୁ ଦୁର୍ବଳ କରୁଥିବା ବେଳେ ଉତ୍ପାଦକୁ କମ୍‌ କରୁଛି।…

ବ୍ୟାପକ ହେଉଛି ଚାଷଜମିର କିସମ ପରିବର୍ତ୍ତନ

ପଟ୍ଟାମୁଣ୍ଡାଇ,୨।୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ୨୦୧୮ରୁ ୨୦୨୧ ମଧ୍ୟରେ ପ୍ରାୟ ୧ ହଜାର ହେକ୍ଟର ଅଧିକ ଅମଳକ୍ଷମ ଉର୍ବର ଚାଷଜମି ହ୍ରାସ ପାଇଛି। ଯଦି ଏଭଳି ଧାରାରେ ଚାଷଜମି ସଂଖ୍ୟା ହ୍ରାସ ପାଏ ତେବେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ଚାଷଜମି…

ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଦାବି

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାର୍‌ହାପୁରଠାରେ ଗହୀରମଥା ମେରାଇନ ଟର୍ଟଲ ପ୍ରୋଟେକ୍ସନ ଆଣ୍ଡ ମ୍ୟାନ୍‌ଗ୍ରୁଭ କଞ୍ଜରଭେଶନ ସୋସାଇଟିର ଏକ ଆଲୋଚନାଚକ୍ର ଶନିବାର ଅନୁଷ୍ଠିତ ହୋଇଥିଲା। ସୋସାଇଟି ସଭାପତି ସତ୍ୟପ୍ରକାଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ସାମୁଦ୍ରିକ ଜୀବ…

ଚାନ୍ଦିରୁପାରେ ସଜେଇ ହେବେ ମା’ ଦୁର୍ଗା

ଡେରାବିଶ, ୧ା୧୦(ସ୍ବ.ପ୍ର.): ଡେରାବିଶ ବ୍ଲକ ତିଲଙ୍ଗଠାରେ ଥିବା ମା’ ପିଙ୍ଗଳେଶ୍ୱରୀଙ୍କ ବହୁ ପ୍ରାଚୀନ। ଏହି ପୀଠ ଏଣ୍ଡର, ହଳଦିଆପାଟଣା, ଛଚିଣା, କୁଅଁରପୁର, ପଲେଇ ସାଥି ସମାଜ, ଜଗଦମ୍ବା ମଠ, ଖରିଦାସାହି, ଭୋଳହାଟ ଓ ତିଲଙ୍ଗ ପ୍ରସିଦ୍ଧି ଲାଭ କରିଛି। ମା’ ପିଙ୍ଗଳେଶ୍ୱରୀଙ୍କ…

ନିର୍ମାଣ ଅପେକ୍ଷାରେ ଗଲାଣି ୪ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୧ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା…

ରୋଗରେ ପଡ଼ି ହଷ୍ଟେଲ ଛାଡୁଛନ୍ତି ଅନ୍ତେବାସୀ

କେନ୍ଦ୍ରାପଡ଼ା ଅଫିସ, ୩୦ା୯:ଭିନ୍ନକ୍ଷମ ଓ ନିଷ୍ପେଷିତ ଶିଶୁଙ୍କ ଉନ୍ନତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେମାନଙ୍କ ଚିକିତ୍ସା ସହ ଶିକ୍ଷାଦାନ ପାଇଁ ବିପୁଳ ଅର୍ଥ ଖର୍ଚ୍ଚ ହେଉଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଏଥିପାଇଁ ଆସୁଥିବା…

ଶତାୟୁ ହେଲେ ବି ଶାଳରେ କରୁଛନ୍ତି କାମ

ମହାକାଳପଡା,୩୦ା୯(ଡି.ଏନ.ଏ.):ଭାରତ ୧୯୪୭ରେ ସ୍ବାଧୀନତା ଲାଭ କରିଥିଲା। ଏହି ସମୟରେ ପୂର୍ବ ପାକିସ୍ତାନ ଏବେକାର ବାଂଲାେ ଦଶରେ ଗୃହଯୁଦ୍ଧରେ ସଂଖ୍ୟାଧିକ ମହିଳାପୁରୁଷ ନିର୍ଯାତିତ ହୋଇଥିଲେ। ସେମାନେ ଭାରତକୁ ପଳାଇ ଆସିବାରୁ ସରକାର ଶରଣାର୍ଥୀ ଭାବେ ଆଶ୍ରୟ ଦେଇଥିଲେ। ୧୯୫୦/୫୧ ପରେ ଅନେକ ଶରଣାର୍ଥୀଙ୍କୁ…

ନକଲି ଫେସବୁକ୍‌ ଆଇଡି ଖୋଲି କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ପୋଷ୍ଟ, ଜେଲ୍‌ ଗଲେ ଯୁବକ

ଆଳି,୨୮ା୯ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଆୟତପୁର ଗ୍ରାମର ଶଶିକାନ୍ତ ମଲ୍ଲିକ ନାମକ ଜଣେ ଯୁବକ ନକଲି ଫେସବୁକ୍‌ ଆଇଡି ଖୋଲି ଜଣେ କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ବାର୍ତ୍ତା ପୋଷ୍ଟ କରୁଥିଲେ । ଏ ସଂକ୍ରାନ୍ତରେ ଅଭିଯୋଗ…

କଣ୍ଠିଆ ନାଳ ସେତୁ ନିର୍ମାଣ ପାଇଁ ବାଟ ଫିଟିଲା

କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ, ୨୯ା୯ (ସ୍ବ.ପ୍ର.): କଣ୍ଠିଆ ନାଳ ଉପରେ ସେତୁ ନିର୍ମାଣ ହେବ। ଦୀର୍ଘ ୧୬ ବର୍ଷ ଧରି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତବାସୀଙ୍କ ଦାବି ପୂରଣ ହେବାକୁ ଯାଉଛି। ଏ ନେଇ ରାଜ୍ୟ ସରକାର ଗ୍ରାମ୍ୟ…

ପାନବରଜ ପାଇଁ ପିମ୍ପୂଳା ଭରସା

ମହାକାଳପଡ଼ା,୨୮।୯ (ଡି.ଏନ.ଏ.):ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଜିଲାରେ କୁଶଳୀ, ଅର୍ଦ୍ଧ କୁଶଳୀ ଶ୍ରମିକମାନେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଅନେକ ଶ୍ରମିକ ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ମହାକାଳପଡ଼ା ବ୍ଲକ ବତିଘର, ରାମନଗର, ଖରିନାସୀ, ପେଟଛେଲା ଆଦି ପଞ୍ଚାୟତର…

ଧାର୍ମିକ, ପରିବେଶ ପର୍ଯ୍ୟଟନର କ୍ଷେତ୍ର କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ, ୨୭ା୯: ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?