ମହାକାଳପଡ଼ାର ଭାଜପା ବିଧାୟକ ପ୍ରାର୍ଥୀ ବିଜୟଙ୍କ ପରଲୋକ
ମହାକାଳପଡା,୪।୫ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳର ରାଜନେତା ବିଜୟ କୁମାର ପ୍ରଧାନ(୭୪)ଙ୍କ ସୋମବାର ରାତିରେ ପରଲୋକକୁ ହୋଇଯାଇଛି। ସାରେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏକ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ହୃଦ୍ଘାତରେ…
ଇଟାଭାଟି ନିଆଁ, ଧୂଆଁରେ ଜୀବନ ଅସ୍ତବ୍ୟସ୍ତ
ଡେରାବିଶ, ୧।୫(ସ୍ବ.ପ୍ର.): ଗତ ଏକ ସପ୍ତାହ ହେବ ଡେରାବିଶ ବ୍ଲକ ଅଞ୍ଚଳରେ ୪୦ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ଅନୁଭୂତ ହେଉଛି। ଜନଜୀବନ ଉପରେ ଏହାର ପ୍ରଭାବ ପଡ଼ିଛି। ମାତ୍ର ସରକାରଙ୍କ ସମସ୍ତ ନିୟମକୁ ଫୁ କରିଛନ୍ତି ଡେରାବିଶ ତହସିଲ ପ୍ରଶାସନ ଓ…
ପ୍ରମାଣପତ୍ର ପାଇଁ ଭୂମିହୀନ ହନ୍ତସନ୍ତ
କେନ୍ଦ୍ରାପଡ଼ା ଅଫିସ, ୧।୫: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଟିକରପଙ୍ଗା ପଞ୍ଚାୟତ ନାରାୟଣପୁର ଗ୍ରାମରେ ପ୍ରାୟ ୩୦୦ ପରିବାର ଅଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ ଅନୁସୂଚିତ ଜାତି ବର୍ଗ। ତେବେ ଏସ୍ଇସିସି (ସୋସିଓ ଇକୋନୋମିକ ଆଣ୍ଡ କାଷ୍ଟ ସେନସସ)ର…
ବଜରଙ୍ଗ ଦଳ ସହ ସଂଯୋଜକଙ୍କୁ ଗୁଳିମାଡ଼
କେନ୍ଦ୍ରାପଡ଼ା ଅଫିସ/ ମହାକାଳପଡ଼ା,୩୦ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ଶନିବାର ଗୁଳି ଫୁଟିଛି। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ବଜରଙ୍ଗ ଦଳର ମହାକାଳପଡ଼ା ସହସଂଯୋଜକ ଲକ୍ଷ୍ମଣ ମଲ୍ଲିକ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ପାଦରେ ଗୁଳି ବାଜିଛି।ଗୁରୁତର ଲକ୍ଷ୍ମଣଙ୍କୁ ପ୍ରଥମେ ମହାକାଳପଡ଼ା ସିଏଚ୍ସିରେ ଭର୍ତ୍ତି କରାଯାଇଥିଲା।…
ମେ’ ପହିଲାରୁ ବନ୍ଦ ରହିବ ଭିତରକନିକା
କେନ୍ଦ୍ରାପଡ଼ା ଅଫିସ,୩୦ା୪: ଆସନ୍ତାକାଲି ଅର୍ଥାତ୍ ମେ’ପହିଲାରୁ ଭିତରକନିକା ଅଭୟାରଣ୍ୟ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ। ଏନେଇ ଭିତରକନିକା ଅଭୟାରଣ୍ୟ ଡିଏଫ୍ଓ ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି। କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଅଭୟାରଣ୍ୟ ୩ ମାସ ବନ୍ଦ ରହିବ। ଏହି…
ଡାକବଙ୍ଗଳା ଶୂନ୍ୟ ପଟ୍ଟାମୁଣ୍ଡାଇ
ପଟ୍ଟାମୁଣ୍ଡାଇ, ୩୦ା୪(ସ୍ବ.ପ୍ର.): ରାଜ୍ୟ ରାଜନୀତିରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସୁଥିବା ପଟ୍ଟାମୁଣ୍ଡାଇକୁ ଚକ୍ରାନ୍ତ କରି ନିର୍ବାଚନମଣ୍ଡଳୀକୁ ଉଚ୍ଛେଦ କରି ଦିଆଯାଇଛି। ଏବେ ଡାକବଙ୍ଗଳାଶୂନ୍ୟ ହୋଇଛି ପଟ୍ଟାମୁଣ୍ଡାଇ। କେନ୍ଦ୍ରାପଡ଼ା ଜିଲାର ୨ୟ ବୃହତ୍ତମ ସହର ପଟ୍ଟାମୁଣ୍ଡାଇରେ ଗ୍ରାମ୍ୟ ଉନ୍ନୟନ, ବିଦ୍ୟୁତ୍, ପୂର୍ତ୍ତ, ଗୃହ…
ଜଙ୍ଗଲ ଭିତରେ ଚାଲିଛି ଜଙ୍ଗଲରାଜ
କେନ୍ଦ୍ରାପଡ଼ା ଅଫିସ, ୩୦ା୪: ଭଦ୍ରକର ଧାମରାଠାରୁ ଜଗତ୍ସିଂହପୁରର ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡି ଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି ବୋଲି ଏକ ତଥ୍ୟରୁ ଜଣାପଡିଛି।…
୧୦୪ କେନ୍ଦ୍ରରେ ପରୀକ୍ଷା ଦେବେ ମାଟ୍ରିକ ଛାତ୍ରୀଛାତ୍ର
କେନ୍ଦ୍ରାପଡ଼ା ଅଫିସ,୨୯ା୪: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶୁକ୍ରବାର ହେବ। ଏହି ପରୀକ୍ଷା ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଜିଲାର ୧୦୪ ପରୀକ୍ଷା କେନ୍ଦ୍ରରେ ମୋଟ ୨୧,୬୨୫ ଜଣ…
ଜମିରୁ ମହିଳାଙ୍କଠାରୁ ନବଜାତ ଶିଶୁକନ୍ୟା ଉଦ୍ଧାର
ମହାକାଳପଡ଼ା,୨୯ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଳାଇଲୋ ଗ୍ରାମ ଚାଷ ଜମି ମଝି ରାସ୍ତାରୁ ଗୁରୁବାର ଜଣେ ମହିଳାଙ୍କଠାରୁ ସଦ୍ୟ ନବଜାତ ଶିଶୁକନ୍ୟାକୁ ଗାଁର ଦୁଇଜଣ ଯୁବକ ଉଦ୍ଧାର କରିଛନ୍ତି। ଖବରପାଇ ମହାକାଳପଡ଼ା ଥାନା ପୋଲିସ ପହଞ୍ଚତ୍ ୧୦୮ ଆମ୍ବୁଲାନ୍ସ ଯୋଗେ…
ବି.ଟେକ୍ ପାଇଁ ପରିବାଚାଷ
ମହାକାଳପଡ଼ା,୨୯ା୪(ଡି.ଏନ.ଏ.): ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ପାଇଁ ବହୁ ଘାତପ୍ରତିଘାତ ସହିବାକୁ ହୁଏ। ବିଭିନ୍ନ ପରିସ୍ଥିତିର ସାମ୍ନା କରିବାକୁ ପଡ଼େ। ଅକ୍ଳାନ୍ତ ପରିଶ୍ରମ ପରେ ସଫଳତା ମିଳେ। ଏହି କେଇ ପଦ କଥାକୁ ମନ୍ତ୍ର ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି…
ଅତଡ଼ା ଖସୁଛି, ସାନମଙ୍ଗ ପଞ୍ଚାୟତବାସୀ ଆତଙ୍କିତ
କେନ୍ଦ୍ରାପଡ଼ା ଅଫିସ, ୨୯ା୪: କେନ୍ଦ୍ରାପଡ଼ା ଜିଲା ଦେଇ ୭ ନଦୀ, ୨୭ ଶାଖା ନଦୀ ପ୍ରବାହିତ ହୋଇ ସମୁଦ୍ରରେ ମିଶିଛି। ଏଥିମଧ୍ୟରୁ କାଣୀ ଓ ବ୍ରାହ୍ମଣୀ ନଦୀର ଗତିପଥ ବଦଳୁଥିବାରୁ ପଠା ଏବଂ ବନ୍ଧ କଡ଼ରୁ ମାଟି ଅତଡାମାନ ଖସିବାରେ ଲାଗିଛି।…
ଭିଜିଲାନ୍ସ ଜାଲରେ ଏଏସ୍ଆଇ
କେନ୍ଦ୍ରପଡ଼ା ଅଫିସ,୨୮।୪: ଭିଜିଲାନ୍ସ ଜାଲରେ ସଦର ଥାନା ଏଏସ୍ଆଇ ପୃଥ୍ବୀରାଜ ମିଶ୍ର। ୭ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜଲାନ୍ସ ହାତରେ ଧରାପଡିଲେ ଏଏସ୍ଆଇ। ଅଭିଯୋଗକାରୀ ମିହିର ଲେଙ୍କାଙ୍କ ମାମଲା ରଫା ଦଫା ପାଇଁ ଲାଞ୍ଚ ନେଉଥିଲେ। ଏଏସ୍ଆଇ ପୃଥ୍ବୀରାଜଙ୍କ ସହ…
Archives


