ଆଜି ୧୦ଟି ଟେବୁଲରେ ଗଣତି
ପଟ୍ଟାମୁଣ୍ଡାଇ ୨୬ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବା ପରେ ପ୍ରଥମଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହାର ଫଳାଫଳକୁ ନେଇ ବିଭିନ୍ନ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ମଧ୍ୟରେ ଉକତ୍ଣ୍ଠା ବଢିବାରେ ଲାଗିଛି। ଏଥର ଅଧ୍ୟକ୍ଷ ପଦବୀ…
ବାଧୁଛି ଖରା: ଗଛ କାଟିଦେଲେ, ଲଗାଇଲେନି
କେନ୍ଦ୍ରାପଡ଼ା ଅଫିସ, ୨୬ା୩: କେନ୍ଦ୍ରାପଡ଼ା ଜିଲାରେ ଖରାର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା। ଏହା ଜାଣିବା ସତ୍ତ୍ୱେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବନୀକରଣ ପାଇଁ ପଦକ୍ଷେପ ନିଆଯାଉନାହିଁ। ୧୫ ବର୍ଷ ପୂର୍ବେ ଏହି ରାସ୍ତାର ନବୀକରଣ…
ଅଶୋକ ପ୍ରତିହାରୀ ହେଲେ କେନ୍ଦ୍ରାପଡ଼ା ଜିଲା ପରିଷଦ ଉପାଧ୍ୟକ୍ଷ
କେନ୍ଦ୍ରାପଡ଼ା ଅଫିସ,୨୫ା୩: ରାଜ୍ୟ ନିର୍ବାଚନ କମିଶନରଙ୍କ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରାପଡ଼ା ଜିଲା ପରିଷଦ ନିର୍ବାଚନ ଡିଆରଡିଏ ହଲ୍ରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ ୩୧ ନଂ ଜୋନ୍ ସଭ୍ୟ ବିଜେଡିର ଅଶୋକ କୁମାର ପ୍ରତିହାରୀ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ଭାବେ ବିଜୟୀ…
୧୦ ହଜାର ହେକ୍ଟର ଜମିରେ ତରଭୁଜ ଚାଷ
କେନ୍ଦ୍ରାପଡ଼ା ଅଫିସ, ୨୫ା୩: ଖରା ବଢ଼ିବା ସାଙ୍ଗକୁ ତରଭୁଜର ଚାହିଦା ବଢ଼ିଛି। ପ୍ରତି ଛକ ବଜାରରେ ଏବେ ତରଭୁଜ ଦେଖିବାକୁ ମିଳୁଥିବା ବେଳେ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାରେ ୧୦ ହଜାରରୁ ଅଧିକ ହେକ୍ଟର ଅଞ୍ଚଳରେ ଚାଷ ହୋଇଛି। ଚାଷ ପାଇଁ ସରକାରୀ…
ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ଘଟଣା: ବନ ବିଭାଗର ତଦନ୍ତ ଆରମ୍ଭ
ମହାକାଳପଡା, ୨୫ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରାମନଗର ପଞ୍ଚାୟତସ୍ଥିତ କାଜୁ ଫାର୍ମ ସମ୍ମୁଖ ରାସ୍ତାରେ ଅଜଣା ଜନ୍ତୁର ପାଦ ଚିହ୍ନ ଠାବ କରାଯାଇଥିଲା। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବନ ବିଭାଗ…
୩୬,୫୪୮ ଭୋଟରଙ୍କ ହାତରେ ୮୬ ପ୍ରାର୍ଥୀଙ୍କ ଭାଗ୍ୟ
କେନ୍ଦ୍ରାପଡ଼ା ଅଫିସ, ୨୪ା୩: ଦୀର୍ଘ ୧୧ ବର୍ଷ ପରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପରିଷଦ ଗଠନ ପାଇଁ ଗୁରୁବାର ଭୋଟ ଗ୍ରହଣ ହେବ। ପୌରାଞ୍ଚଳର ୨୧ ୱାର୍ଡର ୩୬,୫୪୮ ଭୋଟର ଚଳିତ ନିର୍ବାଚନରେ ୮୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଚଳିତ ଥର…
ଶିଶୁଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ
ଆଳି,୨୩।୩(ଡି.ଏନ.ଏ.): ରାଜ୍ୟ ସରକାର ଗରିବଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ଯୋଗାଇ ଦେଇଛନ୍ତି। ସ୍ବାସ୍ଥ୍ୟ କାର୍ଡ ନ ଥିବାରୁ ଜଣେ ଦୁଇ ମାସର ଶିଶୁପୁତ୍ରଙ୍କ ଚିକିତ୍ସା ନିମନ୍ତେ ପରିବାର ଲୋକେ ଅସୁବିଧା ଭୋଗୁଛନ୍ତି। ଏଭଳି ଦୃଶ୍ୟ ଆଳି ବ୍ଲକ ସଦର…
ଅର୍ଥକାରୀ ଫସଲ ହିଁ ଚାଷୀଙ୍କୁ ସ୍ୱାବଲମ୍ବୀ କରିବ
କେନ୍ଦ୍ରାପଡା ଅଫିସ, ୨୩।୩: ଖାଦ୍ୟ ପାଇଁ ଶସ୍ୟ ଉତ୍ପାଦନ କରିବାକୁ ପଡ଼ିବ। ଏଥିପାଇଁ ଜଳ ପରିଚାଳନାର ଯଥେଷ୍ଟ ଗୁରୁତ୍ୱ ଅଛି। ସେହିପରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା କୃଷିକୁ ଆଗକୁ ନେବ। ତେବେ କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା…
ଠକ ପ୍ରେମିକଙ୍କୁ ୫ ବର୍ଷ ଜେଲ
କେନ୍ଦ୍ରାପଡ଼ା ଅଫିସ, ୨୩।୩: କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅଞ୍ଚଳର ଜଣେ ଦୃଷ୍ଟିବାଧିତ ଯୁବତୀଙ୍କୁ ପ୍ରେମ ଜାଲରେ ପକାଇ ଗର୍ଭବତୀ କରିବା ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ମାମଲା ନଂ. ୬୩/୧୫କୁ କେନ୍ଦ୍ରାପଡ଼ା ଫାଷ୍ଟ ଟ୍ରାକ ବିଚାରପତି ତ୍ରିବିକ୍ରମ ଚିନ୍ନରା…
ପୁରୁଷ ଶୂନ୍ୟ ହୋଇଗଲା ପରିବାର
ରାଜନଗର, ୨୩।୩ (ଡି.ଏନ.ଏ.): ମୃତ୍ୟୁ କେତେବେଳେ ଆସେ କହିବା କଷ୍ଟକର। ସେ ବୁଢା କି ଯୁବକ ଦେଖେ ନାହିଁ। ପରିବାରର ରୋଜଗାରକ୍ଷମ ବ୍ୟକ୍ତିଙ୍କୁ ବି ସେ ଛାଡେ ନାହିଁ। ସ୍ତ୍ରୀଠାରୁ ସ୍ବାମୀ, ମାଆଠାରୁ ପୁଅକୁ ସେ ଛଢାଇ ନିଏ। ଏମିତି ବର୍ଷକ…
ଭିତରକନିକାରେ ଚାଲିଲା ବ୍ୟାଟେରି ଚାଳିତ ବୋଟ୍
କେନ୍ଦ୍ରାପଡା ଅଫିସ, ୨୨।୩: ଭିତରକନିକା ଜାତୀୟ ଉଦ୍ୟାନରେ ବ୍ୟାଟେରି ଚାଳିତ ବୋଟ୍ ସେବା ଆରମ୍ଭ ହୋଇଛି । ଫାଇବର ପ୍ଲାଷ୍ଟିକ୍ରେ ପ୍ରସ୍ତୁତ ବୋଟ୍ରେ ଇଞ୍ଜିନ ଓ ବ୍ୟାଟେରି ସଂଯୋଗ କରାଯାଇ ଏହାକୁ ପର୍ଯ୍ୟଟକଙ୍କ ଲାଗି ଉତ୍ସର୍ଗ କରାଯାଇଛି । ଏହାର ନାଁ…
ମୃତ୍ୟୁ ପାଖରେ ହାର୍ ମାନିଲା ୫୦ ବର୍ଷର ଅଭିଜ୍ଞତା
କେନ୍ଦ୍ରାପଡ଼ା ଅଫିସ,୨୨ା୩:ମୃତ୍ୟୁ କାହା ପାଖକୁ କେତେବେଳେ ଆସେ ସେ କଥା କହିବା ଅସମ୍ଭବ। ରଥୀ ମହାରଥୀ ହୁଅନ୍ତୁ କି ସାଧାରଣ ମଣିଷ, ସବୁ କାଳ ହାତରେ ବନ୍ଧା। ଏପରି କି ମୃତ୍ୟୁ ପାଖରେ ନାନା କୌଶଳ ଓ ଅଭିଜ୍ଞତା ବି ହାରମାନେ…
Archives


