ଡଲ୍ଫିନ୍, ଅଲିଭ୍ ରିଡ୍ଲେ ସୁରକ୍ଷା ଚିନ୍ତା
କେନ୍ଦ୍ରାପଡ଼ା ଅଫିସ, ୨।୪: ରାଜ୍ୟ ପର୍ଯ୍ୟାବରଣ ବିଭାଗ ଡଲ୍ଫିନ୍ ଗଣନା ଫଳ ନିକଟରେ ପ୍ରକାଶ କରିଛନ୍ତି। ୨୦୨୧ ବର୍ଷ ଅପେକ୍ଷା ଭିତରକନିକା ସାମୁଦ୍ରିକ ଅଞ୍ଚଳରେ ୨୦୨୨ରେ ପ୍ରାୟ ୩୭ ପ୍ରତିଶତ ଅଧିକ ଡଲ୍ଫିନ୍ (ମୋଟ୍ ୫୪୦) ରହିଥିବା ରିପୋର୍ଟ ଆସିଛି। ଦାଗଯୁକ୍ତ…
ତୃଣମୂଳସ୍ତରରେ ପହଞ୍ଚୁ ନାହିଁ ଉନ୍ନୟନ ଯୋଜନା
କେନ୍ଦ୍ରାପଡା ଅଫିସ, ୧ା୪: ରାଜ୍ୟ ସରକାର ୧୯୯୩ ଏପ୍ରିଲ ୧ରେ ଅବିଭକ୍ତ କଟକ ଜିଲାକୁ ଭାଗ କରି କେନ୍ଦ୍ରାପଡ଼ାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ପ୍ରଦାନ କରିଥିଲେ। ଏହି ଜିଲା ମାନ୍ୟତାକୁ ଇତିମଧ୍ୟରେ ୨୯ ବର୍ଷ ବିତିବ। ଜିଲା ଗଠନ ପରେ ଏହାର…
ଗହୀରମଥାରେ ୫୪୦ ଡଲ୍ଫିନ୍
ରାଜନଗର, ୩୧ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଚଳିତବର୍ଷ ଡଲ୍ଫିନ୍ଙ୍କ ସଂଖ୍ୟା ଆଶାତୀତ ବୃଦ୍ଧି ପାଇଥିବା ରିପୋର୍ଟ ବନ ବିଭାଗ ପକ୍ଷରୁ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଏବଂ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ…
ମେଳାରୁ ପାଇଥିବା ଦେଢ଼ଲକ୍ଷ ଟଙ୍କାର ସୁନାହାର ଫେରାଇଲେ
କେନ୍ଦ୍ରାପଡ଼ା ଅଫିସ, ୩୧ା୩: ମଣିଷ ଭଲ କାମ କଲେ ପ୍ରଶଂସା ମିଳେ। ସବୁଠି ତାଙ୍କ ଉଦାରପଣିଆକୁ ନେଇ ଚର୍ଚ୍ଚା ହୁଏ। ସେମିତି ପ୍ରଶଂସା ସାଉଁଟିଛନ୍ତି କେନ୍ଦ୍ରାପଡ଼ା ସହର ବଡ଼ହାଟର ଗୌତମ ସାହୁ। ମେଳାରୁ ପାଇଥିବା ପ୍ରାୟ ଦେଢ଼ଲକ୍ଷ ଟଙ୍କା ମୂଲ୍ୟର ସୁନାହାର…
ସଂଖ୍ୟା ଅଧିକ ସତ୍ତ୍ୱେ ବିଜେଡିର ବିଦ୍ରୋହୀଙ୍କୁ ଡର
କେନ୍ଦ୍ରାପଡ଼ା ଅଫିସ, ୩୦।୩: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ସରିଛି। ଅଧ୍ୟକ୍ଷା ପଦରେ ବିଜେଡିର ସରିତା ସାହୁ ପ୍ରତ୍ୟେକ ୱାର୍ଡରୁ ବିଜୟ ସଂଖ୍ୟକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି। ତେବେ ଉପାଧ୍ୟକ୍ଷ ପଦବୀ ପାଇଁ ବିଜେଡି ରାଜନୈତିକ ଗଣିତ ଅଛିଣ୍ଡା ହୋଇଛି।…
କେନ୍ଦ୍ରାପଡ଼ା ପ୍ରଶାସନର ନୂଆ ପ୍ରୟାସ ‘ପଲ୍ଲୀରେ ପ୍ରଶାସନ’
କେନ୍ଦ୍ରାପଡ଼ା ଅଫିସ, ୨୯ା୩:କରୋନା କଟକଣା ଯୋଗୁ ଦୀର୍ଘଦିନ ହେବ ପ୍ରଶାସନିକ ଜନଶୁଣାଣି ବନ୍ଦ ରହିଛି। ଲୋକମାନେ ନିଜ ଅଭାବ ଅଭିଯୋଗକୁ କାହା ଆଗରେ କହିବାକୁ ସୁଯୋଗ ପାଇନାହାନ୍ତି। ପ୍ରଶାସନିକ ଅଧିକାରୀମାନେ ଅଧିକାଂଶ ସମୟ ଜିଲା ମୁଖ୍ୟାଳୟରେ ବ୍ୟସ୍ତ ରହୁଛନ୍ତି। ସେମାନେ ଲୋକଙ୍କ…
ଦଳୀୟ ପ୍ରାର୍ଥୀଙ୍କ ଖେଳ ବିଗାଡ଼ିଲେ ଅସନ୍ତୁଷ୍ଟ
କେନ୍ଦ୍ରାପଡ଼ା ଅଫିସ, ୨୮।୩: ଆସନ୍ତା ସାଧାରଣ ନିର୍ବାଚନକୁ ଆଉ ଦୁଇବର୍ଷ ବାକି ଅଛି। ଏହା ପୂର୍ବରୁ ରାଜ୍ୟରେ ଲୋକଙ୍କ ମତିଗତିକୁ ପଞ୍ଚାୟତ ଓ ପୌର ନିର୍ବାଚନରେ ପରଖା ଯାଇଛି। ଏହି ଦୁଇ ନିର୍ବାଚନରେ ଯଦିଓ ବିଜେଡି ଏକପାଖିଆ ନେତୃତ୍ୱ ନେବା ସୁଯୋଗ…
ଗ୍ରାମଦେବୀଙ୍କ ଅଳଙ୍କାର ଚୋରି କରି ରାସ୍ତାରେ ଫିଙ୍ଗି ଦେଲେ
ରାଜନଗର,୨୭ା୩ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗଁାର ଆରାଧ୍ୟା ଗ୍ରାମଦେବତୀ ମା’ ଖରାଖାଇଙ୍କୁ ଜଣେ ମଦ୍ୟପ ଆସ୍ଥାନରୁ ଉଠାଇ ରାସ୍ତାରେ ଫିଙ୍ଗି ଦେବା ସହ ସୁନା, ରୁପା ଅଳଙ୍କାର ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି। ଏନେଇ ଗଁାରେ ତୀବ୍ର ପ୍ରତିକ୍ରିୟା…
ଗହୀରମଥାରେ ଅଲିଭରିଡ୍ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ
ରାଜନଗର,୨୭।୩(ଡି.ଏନ.ଏ.): ବିରଳ ଅଲିଭରିଡ୍ଲେ କଇଁଛଙ୍କ ଏନ୍ତୁଡିଶାଳ କେନ୍ଦ୍ରାପଡ଼ା ଉପକୂଳ ଗହୀରମଥାରେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗତ ୨୩ ତାରିଖରେ ୧୫, ୨୪ରେ ୧୬୨ ଓ ୨୫ ତାରିଖରେ ୨ ଲକ୍ଷ ୪୫ ହଜାର ୧୮୮ ଅଲିଭରିଡ୍ଲେ କଇଁଛ…
ଆଜି ୧୦ଟି ଟେବୁଲରେ ଗଣତି
ପଟ୍ଟାମୁଣ୍ଡାଇ ୨୬ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବା ପରେ ପ୍ରଥମଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହାର ଫଳାଫଳକୁ ନେଇ ବିଭିନ୍ନ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ମଧ୍ୟରେ ଉକତ୍ଣ୍ଠା ବଢିବାରେ ଲାଗିଛି। ଏଥର ଅଧ୍ୟକ୍ଷ ପଦବୀ…
ବାଧୁଛି ଖରା: ଗଛ କାଟିଦେଲେ, ଲଗାଇଲେନି
କେନ୍ଦ୍ରାପଡ଼ା ଅଫିସ, ୨୬ା୩: କେନ୍ଦ୍ରାପଡ଼ା ଜିଲାରେ ଖରାର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା। ଏହା ଜାଣିବା ସତ୍ତ୍ୱେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବନୀକରଣ ପାଇଁ ପଦକ୍ଷେପ ନିଆଯାଉନାହିଁ। ୧୫ ବର୍ଷ ପୂର୍ବେ ଏହି ରାସ୍ତାର ନବୀକରଣ…
ଅଶୋକ ପ୍ରତିହାରୀ ହେଲେ କେନ୍ଦ୍ରାପଡ଼ା ଜିଲା ପରିଷଦ ଉପାଧ୍ୟକ୍ଷ
କେନ୍ଦ୍ରାପଡ଼ା ଅଫିସ,୨୫ା୩: ରାଜ୍ୟ ନିର୍ବାଚନ କମିଶନରଙ୍କ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରାପଡ଼ା ଜିଲା ପରିଷଦ ନିର୍ବାଚନ ଡିଆରଡିଏ ହଲ୍ରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ ୩୧ ନଂ ଜୋନ୍ ସଭ୍ୟ ବିଜେଡିର ଅଶୋକ କୁମାର ପ୍ରତିହାରୀ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ଭାବେ ବିଜୟୀ…
Archives


