ତଟବନ୍ଧ,ପାନୀୟ ଜଳ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୬୨୨ କୋଟି
କେନ୍ଦ୍ରାପଡ଼ା ଅଫିସ, ୧୪ ।୮: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପାନୀୟ ଜଳ ସଙ୍କଟ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ସର୍ବଦା ଆଶଙ୍କାରେ ପକାଇଛି। ତେବେ ଏହାର ସମାଧାନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୟାସ ଜାରି ରଖିଛନ୍ତି। ଶୁକ୍ରବାର…
ଲୁଣାନଦୀ ମାଟି ବନ୍ଧରେ ଫାଟ
ମହାକାଳପଡ଼ା,୧୪ ।୮(ଡି.ଏନ୍.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଲାଗିରହିଛି ା ଏଥିସହିତ ହୀରାକୁଦ ଉପର ମୁଣ୍ଡରେ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ା ରାତି ୭ଟା ସୁଦ୍ଧା ୩୪ ଗେଟ୍ ଦେଇ ହୀରାକୁଦ୍ ଡ୍ୟାମ୍ରୁ ଜଳ ନିଷ୍କାସନ କରାଯାଉଥିବାରୁ ମହାନଦୀରେ…
ଅନୁପ୍ରବେଶ ରୋକିବାକୁ ହାଇଆଲର୍ଟ
କେନ୍ଦ୍ରାପଡ଼ା ଅଫିସ, ୧୪ ।୮: ସୋମବାର ସ୍ବାଧୀନତା ଦିବସ ା ୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଇଁ ଦେଶ ଆଜାଦୀ କୀ ଅମୃତ ମହୋତ୍ସବ ପାଳନ କରୁଛି ା ଏହି ସମୟରେ ଦେଶରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ସମ୍ଭାବନା ଥିବାରୁ କେନ୍ଦ୍ର…
ଲଗାଣ ବର୍ଷା: ଡାକ୍ତରଙ୍କ କ୍ୱାର୍ଟର୍ସ ଆଗରେ ଆଣ୍ଠୁଏ ପାଣି
ପଟ୍ଟାମୁଣ୍ଡାଇ,୧୩।୮(ସ୍ବ.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷକରି ମଜୁରି ଲାଗି ତେଲଲୁଣ ସଂସାର ଚଳାଉଥିବା ଅଭାବୀ ଲୋକର ହାଣ୍ଡି ଉପରେ ଲଗାଣ ବର୍ଷା ଏକପ୍ରକାର ଦାଉ ସାଧିଛି। ଗତ ୫ ଦିନ ଧରି…
ଜଳ ନିଷ୍କାସନ ପଥରୁ ଅବରୋଧ ହଟିଲା
ମାର୍ଶାଘାଇ,୧୩।୮ (ଡି.ଏନ.ଏ): ମାର୍ଶାଘାଇ ବ୍ଲକ ବେରୁହଁା ଦଳିତସାହିର ଲୋକ ସପ୍ତାହେ ଧରି ଜଳବନ୍ଦୀ ଅବସ୍ଥାରେ ଥିଲେ। ଶୁକ୍ରବାର ଏହି ସମସ୍ୟା ଦୂର ହୋଇଛି। ପାଣି ଜମି ରହିବାରୁ ସପ୍ତାହେ ହେଲା ପିଲାମାନେ ବିଦ୍ୟାଳୟ ଓ ପିଇବା ପାଣି ପାଇଁ ନଳକୂପକୁ ଯିବାରେ…
ନଅଙ୍କ ଦୁର୍ଭିକ୍ଷରେ ଭୋକ ମେଣ୍ଟାଉଥିଲା ସାରୁ ଫୁଲ
ମହାକାଳପଡ଼ା, ୧୩।୮(ଡି.ଏନ.ଏ.): ପୂର୍ବ ଭାରତରେ ଅନାବୃଷ୍ଟି ଯୋଗୁ ୧୮୬୬-୬୭ ମସିହାରେ ଭୟାବହ ନଅଙ୍କ ଦୁର୍ଭିକ୍ଷ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ସମୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦୁର୍ଭିକ୍ଷ ଯୋଗୁ ଫସଲ ଉତ୍ପାଦନ ନ ଥିଲା। ଜୀବନ ବଞ୍ଚାଇବା ପାଇଁ ଲୋକେ ଖାଦ୍ୟ…
ନିଶା କବଳରେ ଯୁବବର୍ଗ
କେନ୍ଦ୍ରାପଡ଼ା ଅଫିସ, ୧୩।୮: କେନ୍ଦ୍ରାପଡା ଟାଉନ ପୋଲିସ ଗତ ସୋମବାର ସହରର ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ପ୍ରାୟ ୧୦ଲକ୍ଷ ଟଙ୍କାର ବ୍ରାଉନସୁଗାରକୁ ପୋଲିସ ଜବତ କରିଛି। ଏହା ପୂର୍ବରୁ ସହର ଥାନା ସମେତ ଜିଲାର ମାର୍ଶାଘାଇ,…
ବଣରେ ପରିଣତ ୯ ଲକ୍ଷର ନୀଳକଣ୍ଠେଶ୍ୱର ଗ୍ରାମୀଣ ପାର୍କ
କେନ୍ଦ୍ରାପଡ଼ା ଅଫିସ, ୧୨ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମୋହନପୁର ପଞ୍ଚାୟତ ଦେଉଳି ଗ୍ରାମ ଓ ମହାକାଳପଡ଼ା ବ୍ଲକ ବଳିପାଳ ପଞ୍ଚାୟତ କଳପଡା ଗ୍ରାମ ମଝିରେ ନୀଳକଣ୍ଠେଶ୍ୱର (ବିଲ ମହାଦେବ) ମନ୍ଦିର। ମନ୍ଦିର ପାଖକୁ ଲାଗି ୨୦୨୦ ମସିହାରେ ଗ୍ରାମୀଣ ପାର୍କ…
ବିଲୁପ୍ତି ପଥେ ବାଇଚଢ଼େଇ: ଚିନ୍ତାରେ ପରିବେଶପ୍ରେମୀ
ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ସମୟ ଥିଲା କାନରେ ବାଜୁଥିଲା ବାଇଚଢ଼େଇର କିଚିରି ମିଚିରି ଶବ୍ଦ। ବାଇଚଢ଼େଇକୁ ନେଇ ରହିଛି ଅନେକ କାହାଣୀ, ଗପ, ଗୀତ। ମା’ର ବାଇଚଢ଼େଇ ଗୀତ ଶିଶୁ ଆଖିରେ ଭରି ଦେଉଥିଲା ନିଦ। ମୌସୁମୀ ବର୍ଷା ଆଗମନ ପୂର୍ବରୁ ସୂଚନା ଦିଏ…
ବତିଘରେ ଇଂରେଜଙ୍କ କମାଣ ମୂକସାକ୍ଷୀ ପାଲଟିଛି
ମହାକାଳପଡ଼ା,୧୨ା୮(ଡି.ଏନ୍.ଏ.): ପୂର୍ବ ଉପକୂଳ ବଙ୍ଗୋସାଗର ସଂଲଗ୍ନ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବତିଘର ରହିଛି। ବିଗତଦିନରେ କୁଜଙ୍ଗ ରାଜାଙ୍କ ଶାସନ ଅଧୀନରେ ଏହା ଥିଲା ନିର୍ଜନ ଦ୍ୱୀପ। ଏହି ନିର୍ଜନ ଦ୍ୱୀପ ବ୍ରିଟିଶ ଶାସକ ଗୋରା ସାହେବମାନେ ଚତୁଃପାର୍ଶ୍ୱସ୍ଥ ଜଳ ରାଶି ମଝିରେ…
ରୁଆ ହୋଇଥିବା ଧାନତଳି ପଚିଯିବା ଆଶଙ୍କା
ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ଚାଷ ପାଇଁ ଚଳିତ ବର୍ଷ ପାଗଯୋଗ ଠିକ୍ ନାହିଁ। ବିଳମ୍ବିତ ମୌସୁମୀ ସାଙ୍ଗକୁ ଧାନତଳି ପକା ଯାଇଥିଲା। ତା’ ମଧ୍ୟରୁ ଅନେକ ବିହନ ଗଜା ହେଲାନାହିଁ ତ ପୁଣି ଯେତିକି ତଳି ଉତୁରି ଥିଲା ତା’ ମଧ୍ୟରୁ ନୂଆ କରି…
ସିଏଜି ରିପୋର୍ଟରେ ତଟାଞ୍ଚଳ ଅସୁରକ୍ଷିତ
କେନ୍ଦ୍ରାପଡ଼ା ଅଫିସ,୧୨ା୮: ସମୁଦ୍ର ଓ ଭୂଭାଗକୁ ଛୁଇଁଥିବା ଉପକୂଳ ଅଞ୍ଚଳର ସୁରକ୍ଷା ଆବଶ୍ୟକ। ଏହି ଅଞ୍ଚଳରେ ବନ୍ୟା, ସାମୁଦ୍ରିକ ଝଡ଼ ସହ ସୁନାମି ଭୟ ରହିଛି। କେନ୍ଦ୍ର ପର୍ଯ୍ୟାବରଣ ମନ୍ତ୍ରଣାଳୟ ଓ ଭୂବିଜ୍ଞାନ ମନ୍ତ୍ରଣାଳୟ ଅଧୀନରେ ଏହାର ସୁରକ୍ଷା ପାଇଁ ଅନୁଦାନ…

