କେନ୍ଦ୍ରାପଡ଼ା

ଅପରାଧୀଙ୍କ ଠିକଣା ପାଲଟୁଛି ମହାକାଳପଡ଼ା

କେନ୍ଦ୍ରାପଡ଼ା ଅଫିସ,୧୧ା୮: କେନ୍ଦ୍ରାପଡ଼ା ଜିଲାରେ ୪୮ କିଲୋମିଟର ସମୁଦ୍ର ତଟ । ସମୁଦ୍ର ତଟରେ ୬୮୨ ବର୍ଗ କିଲୋମିଟର ଜାତୀୟ ଉଦ୍ୟାନ ଭିତରକନିକା । ତଟ ସୁରକ୍ଷା ବାହିନୀ ତଟାଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଜିଲାର ଜମ୍ବୁ, ତାଳଚୁଆ, ତନ୍ତିଆପାଳ…

ଭିତରକନିକାରେ ୟୁଏନ୍‌ଡିପି, ଏକ୍ରିକ୍‌ ପ୍ରତିନିଧି ଦଳ

ରାଜନଗର, ୧୦।୮(ଡି.ଏନ.ଏ.): ଓଡ଼ିଶାରେ ୨୫୮.୫୯ ବର୍ଗ କିମି ଲୁଣା ଜଙ୍ଗଲ ଥିବା ବେଳେ କେବଳ ଭିତରକନିକାରେ ୮୧ ପ୍ରତିଶତ ରହିଛି। ବ୍ରାହ୍ମଣୀ, ବୈତରଣୀ ଅବବାହିକାରେ ବିସ୍ତୁତ ହୋଇଥିବା ଭାରତର ଦ୍ୱିତୀୟ ବୃହତମ ଲୁଣା ଜଙ୍ଗଲ ଭିତରକନିକା। ଭିତରକନିକାର ଲୁଣା ଜଙ୍ଗଲ ପ୍ରାକୃତିକ…

ରୋଜଗାରର ବାଟ ଦେଖାଇଛି କାଇଁଚ ରାଖୀ

କେନ୍ଦ୍ରାପଡ଼ା ଅଫିସ, ୧୦।୮: ଆସନ୍ତା ୧୧ ତାରିଖରେ ରାଖୀ ପୂର୍ଣ୍ଣିମା। ଭାଇ ଓ ଭଉଣୀଙ୍କ ପାଇଁ ଏହି ଦିନଟି ସ୍ବତନ୍ତ୍ର। ଭାଇ ହାତରେ ଭଉଣୀ ରାଖୀ ପିନ୍ଧାଇ ନିଜର ସୁରକ୍ଷା ଦାବିକରେ। ଏହାକୁ ଦୃଷ୍ଟିରେ ରଖି ଓର୍‌ମାସ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା…

ଦାମୋଦରପାଟଣା-ବିଦ୍ରୁପା ରାସ୍ତା ପାଲଟିଛି ମରଣଯନ୍ତା

ପଟ୍ଟାମୁଣ୍ଡାଇ, ୧୦।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଓ ଯାଜପୁର ଜିଲା ମଧ୍ୟ ଦେଇ ଯାଇଥିବା ଦାମୋଦରପାଟଣା-ବିଦ୍ରୁପା ସଂଯୋଗୀକରଣ ରାସ୍ତା ଏକ ଗୁରୁତ୍ୱପୂର୍ଣ୍ଣ ମାନ୍ୟତା ପାଇଛି। ମାତ୍ର ଆବଶ୍ୟକ ମରାମତି ଅଭାବରୁ ଏହି ରାସ୍ତା ମରଣଯନ୍ତାରେ ପାଲଟିଛି। ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ନଦୀବନ୍ଧ…

ସାମୁଦ୍ରିକ ଝଡ଼, ମୃତ୍ତିକା ଅବକ୍ଷୟ ରୋକୁଛି ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୧୦।୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ସାମୁଦ୍ରିକ ଝଡ଼, ଉପକୂଳ ମୃତ୍ତିକା ଅବକ୍ଷୟ ରୋକିବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଛି ହେନ୍ତାଳ ଜଙ୍ଗଲ। ଏହି ଅଞ୍ଚଳରେ ବିଗତଦିନରେ ୧୯୬୭, ୧୯୭୧, ୧୯୮୨, ୧୯୯୯ (ମହାବାତ୍ୟା),…

ବିହନ, ବର୍ଷା ପରେ ସାର ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୮:୨୦୨୧ ଅର୍ଥନୈତିକ ସର୍ଭେରେ ରାଜ୍ୟର ୨୯ତମ ଖରିଫ ଧାନ ଉପତ୍ାଦନକାରୀ ଭାବେ କେନ୍ଦ୍ରାପଡ଼ା ଜିଲା ଅଛି। ଜଳ ପରିଚାଳନା ଏହାର ମୁଖ୍ୟ କାରଣ ହୋଇଥିବା ବେଳେ ଚଳିତ ଖରିଫ ଋତୁରେ ପ୍ରଥମେ ବିହନ ଓ ବର୍ଷା ସମସ୍ୟା ହୋଇଥିଲା।…

ଦୁଇ ସାମାଜିକ କର୍ମୀ ରାଜ୍ୟସଂଘକୁ ଚୟନ

ଢେଙ୍କାନାଳ ଅଫିସ,୮ା୮: ଢେଙ୍କାନାଳ ଜିଲାର ଦୁଇଜଣ ସାମାଜିକ କର୍ମୀ ରାଜ୍ୟ ସମାଜସେବୀ ମହାସଂଘକୁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବଜରଙ୍ଗ କ୍ଲବର ସଭ୍ୟ ସନ୍ଦୀପ ଷଡ଼ଙ୍ଗୀ ଏବଂ ପିପୁଲ୍ସ ଫର ସ୍ମାଇଲର ଦେବୀଦତ୍ତ ମହାପାତ୍ର। ସନ୍ଦୀପଙ୍କୁ ରାଜ୍ୟ ଉପସଭାପତି ଓ ଜିଲା…

ମହାକାଳପଡ଼ା ଦେଇ ଯିବ ଗ୍ରୀନ୍‌ଫିଲ୍ଡ ରାଜପଥ

ମହାକାଳପଡ଼ା,୮ା୮ (ଡି.ଏନ୍‌. ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ନିର୍ମାଣ ହେବ ଗ୍ରୀନ ଫିଲ୍ଡ ରାଜପଥ। ଏହି ରାଜପଥ ନିର୍ମାଣ ହେଲେ ସମୁଦ୍ର ଉପକୂଳ ଅଞ୍ଚଳ ପଶ୍ଚିମବଙ୍ଗର କୋଲକାତା ପର୍ଯ୍ୟନ୍ତ ପରିବହନ, ଗମନାଗମନ ସୁଦୃଢ ହେବ ବୋଲି ବୁଦ୍ଧିଜୀବୀ…

ମାଳ ମାଳ ଅଭିଯୋଗ, ଲୋକଙ୍କୁ ମିଳୁନି ନ୍ୟାୟ

ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲକୁ ମାଳ ମାଳ ଅଭିଯୋଗ ଆସୁଛି, ହେଲେ ସମାଧାନ ହେଉନି। ନ୍ୟାୟ ପାଇବାରୁ ବଞ୍ଚିତ ହେଉଛନ୍ତି ସ୍ଥାନୀୟ ଜନସାଧାରଣ। ଏମିତି କି ବରିଷ୍ଠ ନାଗରିକମାନଙ୍କ କଥା ବିଭାଗୀୟ ଅଧିକାରୀମାନେ ଶୁଣୁନାହାନ୍ତି। ନ୍ୟାୟ ପାଇଁ ତହସିଲକୁ ଦୌଡି…

ଖଡ଼ଇଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର ପାଲଟିଛି ଭୂତକୋଠି

ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି। ଏପରି ଏକ ଜ୍ୱଳନ୍ତ ଉଦାହରଣ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ…

ଲୋକାର୍ପଣ ପରେ କେନାଲ ଶୁଖିଲା

କେନ୍ଦ୍ରାପଡ଼ା ଅଫିସ,୮ା୮: ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଗତ ମେ ୧୮ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ରାଜ୍ୟ ଜଳସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି କେନାଲରେ ଖରିଫ ଚାଷ ପାଇଁ ପାଣି ଯୋଗାଇ…

ଆଧାର ନ ଥିବାରୁ ଭତ୍ତାରୁ ବଞ୍ଚିତ୍ତ ବେଲ

ଡେରାବିଶ,୭।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଇନ୍ଦାଳୋ ପଞ୍ଚାୟତ ଅନ୍ତର୍ଗତ ନାନକାର ଗ୍ରାମର ୭୨ ବର୍ଷିୟା ବିଧବା ମହିଳା ଭତ୍ତାରୁ ବଞ୍ଚିତ୍ତ ହୋଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି ା ଏହି ବୃଦ୍ଧା ହେଲେ ନାନକାର ବାଲିସାହିର ଦର୍ଶନୀ କାଣ୍ଡିଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?