ଗ୍ରାମବାସୀ ଗଢ଼ିଲେ ଡାକଘର
କେନ୍ଦ୍ରାପଡ଼ା ଅଫିସ,୧୮ା୩: କୁହାଯାଏ, ମିଳିତ ହାତ ବଳ ଯେମିତି ଶକ୍ତିଶାଳୀ, ତା’ର ଫଳ ବି ସେମିତି ମିଠା। ଏହି କଥାକୁ ପ୍ରମାଣିତ କରି ଦେଖାଇଛନ୍ତି କେନ୍ଦ୍ରାପଡ଼ା ଜିଲା କେନ୍ଦ୍ରାପଡ଼ା ବ୍ଲକ୍ ଅଧୀନ ଗୋଗୁଆ ଗ୍ରାମବାସୀ। ସେମାନଙ୍କ ମିଳିତ ଉଦ୍ୟମ, ଆର୍ଥିକ ସହାୟତା…
ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼
ପଟ୍ଟାମୁଣ୍ଡାଇ, ୧୬ା୩ (ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଭାବ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡିରେ ଝଡ ସୃଷ୍ଟି କରିଛି। ବିଜେଡିର ଦୁଇଗୋଷ୍ଠୀ ଏହି ବ୍ଲକ ଓ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିସାହିଠାରେ ମଙ୍ଗଳବାର ମୁହଁାମୁହିଁ ହୋଇଛନ୍ତି। କଳାପତାକା ପ୍ରଦର୍ଶନ, ଗାଳିଗୁଲଜ…
ଆଳିରେ ମାତିଛନ୍ତି ମାଟି ମାଫିଆ
ଆଳି,୧୫ା୩(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅଧୀନରେ ଥିବା ସରକାରୀ ସ୍ଥାନ ଉପରେ ମାଟି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି। ସେମାନଙ୍କ ସହ ସାଲିସ କରିଛନ୍ତି ସରକାରୀ ବାବୁ। ଆଳି ତହସିଲ ଅଧୀନରେ ଥିବା ସରକାରୀ ଜମିରୁ ମାଟି ଉଠାଇ ରାସ୍ତା ନିର୍ମାଣ…
ବିମାନ ଶୋଭାଯାତ୍ରାରେ ଡିଜେ ବନ୍ଦ
ଡେରାବିଶ,୧୫ା୩(ସ୍ବ.ପ୍ର.):ପ୍ରସିଦ୍ଧ ଓଳକଣା ମେଳଣ ଗୁରୁବାର ଅନୁଷ୍ଠିତ ହେବ। ହେଲେ ଏ ବର୍ଷ ବିମାନ ଶୋଭାଯାତ୍ରାରେ ଡିଜେ ବାଜିବ ନାହିଁ। ଲକ୍ଷାଧିକ ଜନସମାଗମ ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ରବିବାର ସନ୍ଧ୍ୟାରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ମେଳଣ ପଡ଼ିଆରେ ହୋଇଯାଇଛି। ମେଳଣ ପଡ଼ିଆଟି…
ସରୁନି ଗ୍ରାମ୍ୟ ସଂଯୋଗୀକରଣ ରାସ୍ତା କାର୍ଯ୍ୟ
କେନ୍ଦ୍ରାପଡ଼ା ଅଫିସ,୧୪ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ନନ୍ଦଲାଲପାଟଣା ତାରିଣୀ ଛକ ପର୍ଯ୍ୟନ୍ତ ମାଟି ମୋରମ ରାସ୍ତା ଆବଶ୍ୟକ। ଏହି ରାସ୍ତା ପାଇଁ ୨୦୧୬-୧୭ ଆର୍ଥିକ ବର୍ଷରେ ପ୍ରସ୍ତାବ ଆଗତ ହୋଇଛି। ଏହି ପ୍ରସ୍ତାବକୁ ଇତିମଧ୍ୟରେ ୫ ବର୍ଷ…
ଜିଲା ପରିଷଦ ଅଧ୍ୟକ୍ଷା ହେଲେ ଗୀତାଞ୍ଜଳି
କେନ୍ଦ୍ରାପଡ଼ା ଅଫିସ,୧୩ା୩: କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷା ପଦ ରବିବାର ନିର୍ବାଚନ ହୋଇଛି। ଏହି ପଦ ପାଇଁ ବିଜେଡିର ଗୀତାଞ୍ଜଳି ସେଠୀ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ହୋଇଛନ୍ତି। ସେ ଚଳିତ ଥର ୧୩ ନଂ ଜୋନ୍ର ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ଜିଲାରେ…
ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ
ରାଜକନିକା, ୧୨ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ ଡଙ୍କାରୀ ଗାଁର ଏକ ପୋଖରୀରେ ବୁଡି ଦୁଇ ଶିଶୁଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି। ଏନେଇ ଥାନା ପକ୍ଷରୁ ଅପମୃତ୍ୟୁ ମାମଲା ରୁଜୁ ସହ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ପୂର୍ବାହ୍ନ…
ପ୍ରାଥମିକ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ଗ୍ରାମବାସୀ
ପଟ୍ଟାମୁଣ୍ଡାଇ,୧୨।୩(ସ୍ବ.ପ୍ର.): ସରକାର ଗ୍ରାମପଞ୍ଚାୟତ ଲୋକମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଏଏନ୍ଏମ୍ କେନ୍ଦ୍ର ସ୍ଥାପନ କରିଛନ୍ତି। ଲୋକଙ୍କୁ ନିଜ ଘର ପାଖରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏହି ବ୍ୟବସ୍ଥା କରାଯାଇଛି। ହେଲେ ଦାୟିତ୍ୱରେ ଥିବା…
କେନ୍ଦ୍ରାପଡ଼ା ପାଇଁ ଜଳ ହେବ ମହରଗ
କେନ୍ଦ୍ରାପଡ଼ା ଅଫିସ, ୧୨ା୩: ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀ ନଦୀର ଜୋକଡିଆଠାରେ ଦ୍ୱିତୀୟ ବ୍ୟାରେଜ କାର୍ଯ୍ୟକାରୀ ପରେ ଏହି ଜଳସଙ୍କଟ କେନ୍ଦ୍ରାପଡ଼ା ଜିଲା ପାଇଁ ମହରଗ ହେବ। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମରେ…
ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସର୍ଭେ ଆରମ୍ଭ
ମହାକାଳପଡ଼ା, ୧୨ା୩ (ଡିଏନ୍ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଆରସେଲର ମିତ୍ତଲ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ସହ ଚୁକ୍ତି କରିଥିଲା। ପରେ ସରକାରଙ୍କ ପକ୍ଷରୁ ବ୍ଲକର ଉପକୂଳ ଅଞ୍ଚଳରେ ପ୍ରକଳ୍ପ ପାଇଁ ସ୍ଥାନ ଚିହ୍ନଟ କରାଯାଇଥିଲା। ଶୁକ୍ରବାର…
ଜଜ୍ଙ୍କ ସମ୍ମୁଖରେ ପ୍ରେମିକଙ୍କ ହାତ ଧରିଲେ ଯୁବତୀ
ରାଜନଗର, ୧୦ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅଞ୍ଚଳରେ ଘଟିଥିବା ଝିଆରୀଙ୍କ ପ୍ରେମ ସମ୍ପର୍କକୁ ନେଇ ଦାଦାଙ୍କୁ ହତ୍ୟା କରାଯିବା ଘଟଣା ବୁଧବାର ଭିନ୍ନ ମୋଡ଼ ନେଇଛି। ତାଙ୍କୁ କେହି ହତ୍ୟା କରିନାହାନ୍ତି। ଦ୍ରୁତଗତିରେ ସେ ନିଜ ବାଇକ୍ ଚଳାଇ ଝିଆରୀଙ୍କୁ…
ପ୍ରଦୂଷଣ ବଢ଼ାଉଛି ଇଟାଭାଟି ଧୂଆଁ
କେନ୍ଦ୍ରାପଡ଼ା ଅଫିସ, ୧୦ା୩: ମାର୍ଚ୍ଚ ମାସ ଆରମ୍ଭରୁ ତାତି ଅସହ୍ୟ ହେଲାଣି। ଏବେ ଦିନ ବେଳା ସର୍ବୋଚ୍ଚ ୩୮ ଡିଗ୍ରୀ ସେଲ୍ସିୟସକୁ ତାତି ଛୁଇଁଥିବା ବେଳେ ଆଗାମୀ ଦିନରେ ଭୟଙ୍କର ହେବ ବୋଲି ଆଲୋଚନା ହେଉଛି। ତାତିର ଏହି ଭୟଙ୍କର ରୂପ…
Archives


