ବିଜୁ ପକ୍କାଘର ନିର୍ମାଣ ପରେ ମିଳୁନି ଫାଇନାଲ ବିଲ୍
ଡେରାବିଶ, ୪ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ଅଢ଼ଙ୍ଗା ଗାଁର ଜଣେ ବ୍ୟକ୍ତି ବାସଗୃହ ଯୋଜନାରେ ମିଳିଥିବା ଗୃହଟି ୫ବର୍ଷ ତଳେ ସମ୍ପୂର୍ଣ୍ଣ କରିଥିଲେ। ହେଲେ ନିର୍ମାଣ କରିଥିବା ଗୃହର ଫାଇନାଲ ବିଲ୍ ପାଇବାକୁ ପଞ୍ଚାୟତ ସରପଞ୍ଚଙ୍କଠାରୁ ଆରମ୍ଭ…
ନିମ୍ନମାନର କାମ, ବାରମ୍ବାର ଭୁଶୁଡୁଛି ସ୍ପର
ରାଜନଗର, ୩ା୮(ଡି.ଏନ୍.ଏ.): ରାଜନଗର ବ୍ଲକର ଜୀବନରେଖା କେରେଡ଼ାଗଡ଼-ଅଳତାଙ୍ଗ ବନ୍ୟା ପ୍ରତିରୋଧକ ବନ୍ଧ ପ୍ରତି ହଂସୁଆ ନଦୀ ବିପଦ ସୃଷ୍ଟି କରିଛି। ହଂସୁଆ ମୁହଁରେ ଥିବା ବନ୍ୟା ପ୍ରତିରୋଧକ ବନ୍ଧକୁ ସୁରକ୍ଷା ଦେବାକୁ ନାବାର୍ଡ ସହାୟତାରେ ଆରଆଇଡିଏଫ୍ ଯୋଜନାରେ ସ୍ପର ଓ ପଥର…
କାମରେ ଆସୁନି ବଜ୍ରପାତ ନିରୋଧୀ ଯନ୍ତ୍ର
ମହାକାଳପଡ଼ା,୩ା୮ (ଡି.ଏନ.ଏ.): ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ବୃଦ୍ଧି ପାଉଛି। ପୂର୍ବ ଅପେକ୍ଷା ଅଦ୍ୟାବଧି ପ୍ରାକୃତିକ ପରିବେଶ ବିଗିଡିଲାଣି। ଏହା ପ୍ରଭାବରେ ଭୂକମ୍ପ, ସୁନାମି, ବଜ୍ରପାତ, ଅନିୟମିତତା ବର୍ଷା, ବନ୍ୟା ଓ ସାମୁଦ୍ରିକ ଝଡ଼ ଆଦି ଦୁର୍ବିପାକ ବୃଦ୍ଧି ପାଇବାରେ…
ଗାଁରୁ ଲିଭିଲିଭି ଯାଉଛି ଷ୍ଟ୍ରିଟ୍ ଲାଇଟ
ପଟ୍ଟାମୁଣ୍ଡାଇ, ୨ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳରେ ଫେଲ୍ ମାରିଛି ସରକାରଙ୍କ ଆଲୋକୀକରଣ ବ୍ୟବସ୍ଥା । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ଲଗେଇ ଠିକା ସଂସ୍ଥା ମାଲେମାଲ ହୋଇଥିଲେ। ସେମାନେ ନିମ୍ନମାନର ଏଲଇଡି ଓ ବିଦ୍ୟୁତ୍ ସରଞ୍ଜାମ…
ଦୃଷ୍ଟିବାଧିତଙ୍କ କାନ୍ଧରେ ବୋଲବମ୍ ଭାର
କେନ୍ଦ୍ରାପଡ଼ା ଅଫିସ, ୨ା୮:ଶ୍ରାବଣ ମାସରେ ଶିବଙ୍କୁ ଜଳାଭିଷେକ କରିବାକୁ ସାରା ଦେଶରେ ଶ୍ରଦ୍ଧାଳୁ କାନ୍ଧରେ ଭାର ରଖୁଛନ୍ତି। ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ୬ ଦୃଷ୍ଟିବାଧିତ ଯୁବକ ଏଥିରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଦିଲୀପ କୁମାର ବରାଳ, ନିକୁଞ୍ଜ ବିହାରୀ ଜେନା,…
ବାଟବଣା ହୋଇଛି ଜଳଶକ୍ତି ଅଭିଯାନ
କେନ୍ଦ୍ରାପଡ଼ା ଅଫିସ, ୨ା୮:କେନ୍ଦ୍ରାପଡ଼ା ଜିଲା ପାନୀୟ ଜଳ ସଙ୍କଟ ଓ ଜଳ ସଂରକ୍ଷଣ ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଜିଲାର ୯ବ୍ଲକ ମଧ୍ୟରୁ ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ମହାକାଳପଡ଼ା, ମାର୍ଶାଘାଇ ବ୍ଲକରେ ଏହା ଉତ୍କଟ ହୋଇଛି। ଗରଦପୁର ବ୍ଲକ…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା
ରାଜନଗର,୧ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ସୋମବାର ଖୋଲିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧, ଏହି ୩ ମାସ ପାଇଁ ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ…
ମାଟ୍ରିକ ପ୍ରମାଣପତ୍ରରେ ତ୍ରୁଟି, ଅନ୍ଧାରରେ ଛାତ୍ରଙ୍କ ଭବିଷ୍ୟତ
ମହାକାଳପଡ଼ା,୧ା୮ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗୋଗୁଆ ପଞ୍ଚାୟତ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ଜଣେ ଦଶମ ପାସ୍ କରିଥିବା ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ହୋଇଯିବ ବୋଲି ଅଭିଯୋଗ ହେଉଛି।…
ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଚାଲିଛି ଗୋଗୁଆ-୧ ଅଙ୍ଗନୱାଡି କେନ୍ଦ୍ର
ମହାକାଳପଡ଼ା,୧ା ୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋଗୁଆ ପଞ୍ଚାୟତ ପରିସରରେ ଗୋଗୁଆ ଗ୍ରାମର ଏକ ନବନିର୍ମିତ ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଅଙ୍ଗନୱାଡି କେନ୍ଦ୍ର (୧)ର ଶିଶୁମାନେ ପଢୁଥିବାର ଦେଖିବାକୁ ମିଳିଛି। ଏହି କେନ୍ଦ୍ରରେ ୩୫ କୋମଳମତି ଶିଶୁ ପାଠ ପଢୁଛନ୍ତି। ଗୋଗୁଆ ଗ୍ରାମରେ…
ପଟ୍ଟାମୁଣ୍ଡାଇରେ ଟ୍ରାଫିକ୍ ନିୟନ୍ତ୍ରଣ ବେକାବୁ
ପଟ୍ଟାମୁଣ୍ଡାଇ,୧ା୮(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଟ୍ରାଫିକ୍ ସମସ୍ୟାରେ ସୁଧାର ଆଣିବା ଓ ସଡ଼କ ଦୁର୍ଘଟଣା ରୋକିବାକୁ ପୌର ପରିଷଦ ପକ୍ଷରୁ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଉଥିବା କୁହାଯାଉଛି। ଦୁର୍ଘଟଣା ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ଏଥିପାଇଁ ନୂତନ…
୭ ହଜାରରୁ ଊର୍ଦ୍ଧ୍ୱ କାରିଗରଙ୍କ ରୋଜଗାର ନାହିଁ
କେନ୍ଦ୍ରାପଡ଼ା ଅଫିସ, ୧ା୮: ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବି ଯାଇଛି। ଗତ ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ ବନ୍ଦ ହେବାକୁ ବସିଛି। ପ୍ରାୟ ୭…
ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା
ପଟ୍ଟାମୁଣ୍ଡାଇ,୩୧।୭(ଡି.ଏନ୍.ଏ.): ସୋମବାର ଅର୍ଥାତ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିଲା। ତେବେ ପର୍ୟ୍ୟଟକ ମାନଙ୍କୁ ଭିତରକନିକାକୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ ହୋଇଛି।…

