କେନ୍ଦ୍ରାପଡ଼ା

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଉତ୍କଳ କେଶରୀ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ ୧୨ଜଣ ଡକାୟତ ହାତରେ ଭୁଜାଲି ଓ ବନ୍ଧୁକ ଧରି ଆଳି ଥାନା ଖଣ୍ଡିଆପାଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ଡେରାବିଶ ବ୍ଲକ ନିକିରାଇ ଥାନା ରାୟତୁଣ୍ଡ ଗାଁର ମୂଳ ବାସିନ୍ଦା ତଥା କେନ୍ଦ୍ରାପଡ଼ା…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ ପେତପଡ଼ା ନ ମାଣିଆ ଭେଡ଼ାରେ ଗୌରାଙ୍ଗଙ୍କ ମୃତଦେହ ପଡ଼ିଥିବା ନେଇ ଜଣାପଡ଼ିବା ପରେ…

ଜନଗହଳିପୂର୍ଣ୍ଣ ସ୍ଥାନରେ ୪୦ ବର୍ଷ ଧରି ଚାଲିଛି ବେଆଇନ ବାଣ କାରଖାନା, ପ୍ରଚଣ୍ଡ ଶଦ୍ଦରେ ଥରୁଛି ଅଞ୍ଚଳ

ମହାକାଳପଡ଼ା/ମାର୍ଶାଘାଇ,୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ମାର୍ଶାଘାଇ ଥାନା ତେରଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଓସ୍ତର ଗ୍ରାମରେ ଥିବା ଏକ ବାଣ କାରଖାନାରେ ଗୁରୁବାର ଅପରାହ୍ନ ପ୍ରାୟ ୧ଟା ୩୦ରେ ବିସ୍ଫୋରଣ ଘଟିଛି। ହାବେଳି…

ନଦୀକୁ ଗାଧୋଇ ଯାଇଥିଲେ କ୍ଷମାନିଧି, ବିରାଟକାୟ କୁମ୍ଭୀର ଟାଣିନେବା ପରେ ଘଟିଲା…

ରାଜନଗର,୫ା୬(ଭାସ୍କର ରାଉତରାୟ): ରାଜଗନର ବ୍ଲକ ବ୍ରାହ୍ମଣୀ ବାଥିଙ୍ଗ ଘାଟରେ ଗାଧୋଉଥିବା ବେଳେ ଜଣେ ଶ୍ରମିକ କୁମ୍ଭୀର ଆକ୍ରମଣର ଶିକାର ହୋଇଥିଲେ। ସେ ହେଲେ ରାଜନଗର ବ୍ଲକ ବାଲିଚନ୍ଦ୍ରପୁର ଗାଁର କ୍ଷମାନିଧି ଦାସ(୫୦)। ତାଙ୍କ ଦୁଇ ଗୋଡ଼ରେ ଗଭୀର କ୍ଷତ ରହିଛି। ସେହି…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ ନିକଟରେ ଛିଡ଼ା ହୋଇଥିବା ଏକ ହାଇୱା ଗାଡ଼ିର ବନ୍ଦ କେବିନ୍ ଭିତରୁ ଗୁରୁବାର…

ଥାଇଲାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ, ଦରମା ଦେଉନି କମ୍ପାନୀ, ଭୋକ ଉପାସରେ ରହି…

ରାଜକନିକା,୪ା୬(ସଞ୍ଜୟ କୁମାର ଦାଶ): ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରକୁ ନୁହେଁ ଦେଶାନ୍ତର ହୋଇ ଦାଦନ ଖଟିବାକୁ ଯାଉଛନ୍ତି ଓଡିଆ ଶ୍ରମିକ। ବାହାର ଦେଶରେ ଶ୍ରମିକ ଭାବେ କାମକରି ଭଲ ଦି ପଇସା ଆଣିଲେ ପରିବାର ଭଲରେ ପ୍ରତିପୋଷଣ ହେବା ସହ…

ଜମିରେ ଜୈବିକ ପଦ୍ଧତିରେ ଖତସାର ପ୍ରୟୋଗ ଜରୁରୀ, ଉର୍ବରତା ବଢ଼ିବା ସହ…

ମହାକାଳପଡ଼ା,୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କୃଷି ପ୍ରଣାଳୀ ଉପରେ ବୁଧବାର କ୍ଷେତ୍ର ଦିବସ ପାଳିତ ହୋଇଯାଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି…

ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…

ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ବାବନଙ୍କ ମା’ ଆଳି ଥାନାରେ ବୁଧବାର ଅଭିଯୋଗ କରିଛନ୍ତି। ଅପରପକ୍ଷେ…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର ଜନଜାତି ମହିଳା ଓ ପୁରୁଷମାନେ ଘରେ ପଖାଳ ଭାତରେ ଏହି ବାଖରା ଗୋଳିକୁ…

ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ ଖଣ୍ଡାରେ ହାଣିବା ଦ୍ୱାରା ସାଙ୍ଗର ମୁଣ୍ଡ ଏବଂ ହାତରେ ଗୁରୁତର ଆଘାତ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?