କେନ୍ଦ୍ରାପଡ଼ା

ପ୍ରକଳ୍ପ ପ୍ରତିଶ୍ରୁତିରେ ଅଣନିଃଶ୍ୱାସୀ ଜିଲାବାସୀ

କେନ୍ଦ୍ରାପଡ଼ା ଅଫିସ,୩।୧।୭: ଅର୍ଥନୈତିକ ଅଭିବୃଦ୍ଧିରେ ରାଜ୍ୟର ୨୬ତମ ସ୍ଥାନରେ କେନ୍ଦ୍ରାପଡ଼ା ଜିଲା ଅଛି। ଅର୍ଥକାରୀ ଫସଲ ଯୋଜନା ନ ଥିଲେ ମଧ୍ୟ କୃଷିଭିତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଛି। ରାଜନେତାମାନେ ଗତ ଦଶନ୍ଦୀ ଧରି ଏହାର ସୁଯୋଗ ନେଉଛନ୍ତି। ନିର୍ବାଚନ…

ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ,୩୦।୭: ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖରେ ଖୋଲିବ। ଏନେଇ ରାଜନଗର ବନ ଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ହେଲେ ଏବେ…

ଧାନ ଉତ୍ପାଦନରେ କେନ୍ଦ୍ରାପଡ଼ା ପଛୁଆ

କେନ୍ଦ୍ରାପଡ଼ା ଅଫିସ, ୩୦ା୭: କେନ୍ଦ୍ରାପଡ଼ା ଜିଲା କୃଷି ଅର୍ଥନୀତିରେ ପରିଚାଳିତ। ଧାନ ହେଉଛି ମୁଖ୍ୟ ଫସଲ। ତେବେ ୨୦୨୧ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଜିଲାର ଦୁର୍ବଳ କୃଷିନୀତିକୁ ପଦାରେ ପକାଇଛି। ମୁଖ୍ୟ ଫସଲ ଧାନ ଏଠାରେ ହେକ୍ଟର ପିଛା ମାତ୍ର ୨୭.୩୪…

ବାଘ ରହୁଥିବା ଜଙ୍ଗଲ ଆଜି ବାଘୁଆମେଦ ଗାଁ

ମହାକାଳପଡ଼ା, ୩୦ା୭ (ଡି.ଏନ୍‌.ଏ.): ସାରା ରାଜ୍ୟର ବିଭିନ୍ନ ବନଖଣ୍ଡରେ ପାଳନ ହେଉଛି ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ। ବାଘଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି। ଅସନ୍ତୁଳିତ ପରିବେଶ, ଶିକାରୀମାନଙ୍କ ଲୋଲୁପ…

ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ: କ୍ୱାକ୍‌ ଭରସାରେ ରୋଗୀ

ପଟ୍ଟାମୁଣ୍ଡାଇ,୨୯ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ରହିଛି। ଏହାର ସୁଯୋଗରେ ଦିନକୁଦିନ ନକଲି ଡାକ୍ତର(କ୍ୱାକ୍‌)ମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ଲୋକଙ୍କ ସରଳତାର ସୁଯୋଗ ନେଇ କ୍ୱାକ୍‌ମାନେ ନିଜକୁ ଡାକ୍ତର ବୋଲି କହିବା ସହ ଘରୋଇ କ୍ଲିନିକ ଖୋଲି…

ଡ୍ରେନେଜ୍‌କଟ୍‌ ଉନ୍ନତୀକରଣ ନାଁରେ ୨ କୋଟି ହଡ଼ପ

ଡେରାବିଶ,୨୯ା୭(ସ୍ବ.ପ୍ର.): ଜମି ରହୁଥିବା ବର୍ଷାଜଳ ନିଷ୍କାସନ ପାଇଁ ଡ୍ରେନେଜକଟ୍‌ ଉନ୍ନତୀକରଣ କାର୍ଯ୍ୟ କରାନଯାଇ ମିଥ୍ୟା ବିଲ୍‌ କରି ୨ କୋଟି ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ କେନ୍ଦ୍ରାପଡ଼ା ଜିଲାପାଳ ଓ ଡ୍ରେନେଜ୍‌କଟ୍‌ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ ହୋଇଛି। ଏଭଳି ଘଟଣା ଦେଖିବାକୁ…

ଅବ୍ୟବସ୍ଥା ଘେରରେ କଳାପାହାଡ଼ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ

ଆଳି,୨୯ା୭(ଡି.ଏନ.ଏ.): ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାର ଉନ୍ନତି କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଅନେକ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଅବସ୍ଥା ଶୋଚନୀୟ ଅବସ୍ଥାରେ ରହିଛି। ସର୍ବଶିକ୍ଷା ଅଭିଯାନରେ ସମସ୍ତେ ବିଦ୍ୟାଳୟକୁ ଛାତ ଘର ଓ ଛାତ୍ରୀଛାତ୍ର ଅନୁପାତରେ ଶିକ୍ଷକ…

୫-ଟି ରୂପାନ୍ତରଣ ବିଦ୍ୟାଳୟରେ ନିମ୍ନମାନର କାର୍ଯ୍ୟ

ଡେରାବିଶ, ୨୮।୭ (ସ୍ବ.ପ୍ର.): ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ କରିବା ଓ କୋମଳମତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାପ୍ରତି ଅଧିକ ଅଗ୍ରହ ଜନ୍ମାଇବା ପାଇଁ ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମକୁ ଜୋରଦାର କରାଯାଉଛି। ଏହିକ୍ରମରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ୨୬ଟି…

କେନ୍ଦ୍ରାପଡ଼ା ଜିଲାର ୬୦ ଭାଗ ଗାଁରେ ମିଳୁନି ପାନୀୟଜଳ

କେନ୍ଦ୍ରାପଡ଼ା ଅଫିସ, ୨୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଲୁଣାଞ୍ଚଳବାସୀଙ୍କ ପାଇଁ ଗତ ୨୦୧୮ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଧା ଯୋଜନାରେ ମେଗା ପାନୀୟ ଜଳ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଆସନ୍ତା ୪ ମାସ ମଧ୍ୟରେ…

ଅବସର ଦିବସର ୩ ଦିନ ପୂର୍ବରୁ ଲାଞ୍ଚନେଇ ଧରାପଡ଼ିଲେ ଡିଇଓ

କେନ୍ଦ୍ରାପଡା ଅଫିସ, ୨୭।୭: କେନ୍ଦ୍ରାପଡ଼ା ଜିଲା ଶିକ୍ଷାଧିକାରୀ ସଞ୍ଜୀବ କୁମାର ସିଂହଙ୍କର ଆସନ୍ତା ୩୧ ତାରିଖ ଚାକିରି କାର୍ଯ୍ୟକାଳର ଶେଷ ଦିବସ। ଏହାର ୩ ଦିନ ପୂର୍ବରୁ ଅର୍ଥାତ୍‌ ବୁଧବାର ସକାଳେ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି।…

ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗରେ ଦୁର୍ନୀତି

ଡେରାବିଶ, ୨୭।୭ (ସ୍ବ.ପ୍ର.): କୋମଳମତି ଶିଶୁଙ୍କ ଶାରୀରିକ, ମାନସିକ ଅଭିବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହେବାରେ ଲାଗିଛି। ରାଜ୍ୟ ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନୱାଡି କର୍ମୀଙ୍କ ଜରିଆରେ ଶିଶୁମାନଙ୍କ ଯତ୍ନ ପାଇଁ…

ଭୋକରେ ଛାତ୍ରୀଛାତ୍ରଙ୍କ ଜଳୁଛି ପେଟ

ମହାକାଳପଡ଼ା,୨୭।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଶିକ୍ଷା ବିକାଶ ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ୨୦୧୫ ମସିହାଠାରୁ ପ୍ରତିଷ୍ଠା ହୋଇଛି। ଶିକ୍ଷାକ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ଶୈଖିକ ଓ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ପାଇଁ ସରକାର ଆଦର୍ଶ ବିଦ୍ୟାଳୟ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?